ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

Saturday Horoscope: ଶନିବାର ରାଶିଫଳ (୦୪-୦୪-୨୦୨୬)

Madhusudan Das Picture
Published On

ମେଷ: ଅଚାନକ ଖୁସି ଖବର ପାଇବେ। ପରିବାର ଲୋକଙ୍କ ସହିତ ହସ ଖୁସିର ସମୟ ଅତିବାହିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୧୦-୦୬-୨୦୨୬)

ବୃଷ: ଭାବି ଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପୁରୁଣା ନିବେଶରୁ ଲାଭ ମିଳିପାରେ। ସଙ୍ଗୀତପ୍ରେମୀଙ୍କ ପାଇଁ ଦିନଟି ଭଲ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ମନ ପ୍ରସନ୍ନ ରହିବ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୨-୦୬-୨୦୨୬ )

ମିଥୁନ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ।  ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ। ସଫଳତା ପାଇବା ପାଇଁ ପରିଶ୍ରମ କରିପାରନ୍ତି। ଦୀର୍ଘ ଦିନର ଆଶା ପୂରଣ ହେବ। ଲୋକସମ୍ପର୍କ ବୃଦ୍ଧି ପାଇବ। 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୧୫-୦୬-୨୦୨୬)

କର୍କଟ: ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଅଯଥା ଖର୍ଚ୍ଚ ବୃଦ୍ଧି ପାଇପାରେ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ହୋଇପାରନ୍ତି। ସାମାଜିକ କାର୍ଯ୍ୟରେ ସାମିଲ ହେବେ। 

ସିଂହ: ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ଦୀର୍ଘ ଦିନର ଆଶା ପୂରଣ ହେବ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଲୋକ ସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ସଫଳତା ମିଳିବ। 

କନ୍ୟା: ମନୋସ୍କାମନା ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ଅଫିସ କାର୍ଯ୍ୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଅଚାନକ ଖୁସି ଖବର ପାଇପାରନ୍ତି। ଯାନବାହନ କ୍ରୟ କରିପାରନ୍ତି। 

ତୁଳା: ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସକାରାତ୍ମକ ଚିନ୍ତାଧାରା ସହିତ ଆଗକୁ ବଢ଼ିବେ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ। ରାଜନୀତିରେ ସଫଳତା ମିଳିବ। 

ବିଛା: ଆୟ ଅନୁସାରେ ବ୍ୟୟ ଅଧିକ ହୋଇପାରେ। ନୂତନ ବ୍ୟବସାୟ ପାଇଁ ବର୍ତ୍ତମାନ ଅନୁକୂଳ ସମୟ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। 

ଧନୁ: ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ସତର୍କ ରୁହନ୍ତୁ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। 

ମକର: ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିବେ। ମଜାମସ୍ତିରେ ଦିନ ବିତିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ବହୁତ ଭଲ।  ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ଧୈର୍ଯ୍ୟ ରଖି କାମ କରିବା ଭଲ। 

କୁମ୍ଭ: ଅଫିସ୍‌ କାର୍ଯ୍ୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ। ଘରେ ପୂଜାପାଠ ଆୟୋଜନ ହେବ। ଯାନବାହନ କ୍ରୟର ଯୋଗ ଅଛି। 

ମୀନ: ଥକ୍କା ଅନୁଭବ କରିପାରନ୍ତି। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ନକାରାତ୍ମକ ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ। ଚକ୍ଷୁ ସମସ୍ୟା ହୋଇପାରେ। 

04 Apr 2026 By Madhusudan Das

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp