ମେଷ: ଅଚାନକ ଖୁସି ଖବର ପାଇବେ। ପରିବାର ଲୋକଙ୍କ ସହିତ ହସ ଖୁସିର ସମୟ ଅତିବାହିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ।
ବୃଷ: ଭାବି ଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପୁରୁଣା ନିବେଶରୁ ଲାଭ ମିଳିପାରେ। ସଙ୍ଗୀତପ୍ରେମୀଙ୍କ ପାଇଁ ଦିନଟି ଭଲ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ମନ ପ୍ରସନ୍ନ ରହିବ।
ମିଥୁନ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଅଫିସ୍ ସହକର୍ମୀଙ୍କ ସହଯୋଗ ମିଳିବ। ସଫଳତା ପାଇବା ପାଇଁ ପରିଶ୍ରମ କରିପାରନ୍ତି। ଦୀର୍ଘ ଦିନର ଆଶା ପୂରଣ ହେବ। ଲୋକସମ୍ପର୍କ ବୃଦ୍ଧି ପାଇବ।
କର୍କଟ: ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଅଯଥା ଖର୍ଚ୍ଚ ବୃଦ୍ଧି ପାଇପାରେ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ହୋଇପାରନ୍ତି। ସାମାଜିକ କାର୍ଯ୍ୟରେ ସାମିଲ ହେବେ।
ସିଂହ: ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ଦୀର୍ଘ ଦିନର ଆଶା ପୂରଣ ହେବ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଲୋକ ସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ସଫଳତା ମିଳିବ।
କନ୍ୟା: ମନୋସ୍କାମନା ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ଅଫିସ କାର୍ଯ୍ୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଅଚାନକ ଖୁସି ଖବର ପାଇପାରନ୍ତି। ଯାନବାହନ କ୍ରୟ କରିପାରନ୍ତି।
ତୁଳା: ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସକାରାତ୍ମକ ଚିନ୍ତାଧାରା ସହିତ ଆଗକୁ ବଢ଼ିବେ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ। ରାଜନୀତିରେ ସଫଳତା ମିଳିବ।
ବିଛା: ଆୟ ଅନୁସାରେ ବ୍ୟୟ ଅଧିକ ହୋଇପାରେ। ନୂତନ ବ୍ୟବସାୟ ପାଇଁ ବର୍ତ୍ତମାନ ଅନୁକୂଳ ସମୟ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ଧନୁ: ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ସତର୍କ ରୁହନ୍ତୁ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ମକର: ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିବେ। ମଜାମସ୍ତିରେ ଦିନ ବିତିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ବହୁତ ଭଲ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ଧୈର୍ଯ୍ୟ ରଖି କାମ କରିବା ଭଲ।
କୁମ୍ଭ: ଅଫିସ୍ କାର୍ଯ୍ୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଫିସ୍ ସହକର୍ମୀଙ୍କ ସହଯୋଗ ମିଳିବ। ଘରେ ପୂଜାପାଠ ଆୟୋଜନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ଥକ୍କା ଅନୁଭବ କରିପାରନ୍ତି। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ନକାରାତ୍ମକ ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ। ଚକ୍ଷୁ ସମସ୍ୟା ହୋଇପାରେ।