ଶନିବାର ରାଶିଫଳ (୦୫-୦୭-୨୦୨୫)

The Sakala Picture
Published On

ମେଷ: ଆଶା କରିଥିବା ଦିଗରୁ ଧନ ପ୍ରାପ୍ତି ହେବ। ଆଇନଜୀବୀଙ୍କୁ ଶୁଭଫଳ ମିଳିବ। ନୂଆ କାମ ଆରମ୍ଭ କରିବାକୁ ଇଚ୍ଛା କରିବେ। ବରିଷ୍ଠ ଅଧିକାରୀଙ୍କ ସହ ଭେଟ ହେବ। ରାଜନେତାଙ୍କ ପାଇଁ ଦିନଟି ବହୁତ ଭଲ। ବୃଷ: ଅଫିସ୍‌ କାମ ସୁଚାରୁରୂପେ ତୁଲାଇବେ। ଜୀବନସାଥୀଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଛାତ୍ରଛାତ୍ରୀମାନେ ପଢ଼ାରେ କୃତକାର୍ଯ୍ୟ ହେବେ। ମନ ଖୁସି ରହିବ। ଆୟ ଅନୁସାରେ ବ୍ୟୟ ହେବ। ପୁରୁଣା ନିବେଶରୁ ଲାଭ ମିଳିବ। ମିଥୁନ: ଅଫିସ୍‌ରେ ନୂଆ ଦାୟିତ୍ବ […]

ମେଷ: ଆଶା କରିଥିବା ଦିଗରୁ ଧନ ପ୍ରାପ୍ତି ହେବ। ଆଇନଜୀବୀଙ୍କୁ ଶୁଭଫଳ ମିଳିବ। ନୂଆ କାମ ଆରମ୍ଭ କରିବାକୁ ଇଚ୍ଛା କରିବେ। ବରିଷ୍ଠ ଅଧିକାରୀଙ୍କ ସହ ଭେଟ ହେବ। ରାଜନେତାଙ୍କ ପାଇଁ ଦିନଟି ବହୁତ ଭଲ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୯-୦୬-୨୦୨୬ )

ବୃଷ: ଅଫିସ୍‌ କାମ ସୁଚାରୁରୂପେ ତୁଲାଇବେ। ଜୀବନସାଥୀଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଛାତ୍ରଛାତ୍ରୀମାନେ ପଢ଼ାରେ କୃତକାର୍ଯ୍ୟ ହେବେ। ମନ ଖୁସି ରହିବ। ଆୟ ଅନୁସାରେ ବ୍ୟୟ ହେବ। ପୁରୁଣା ନିବେଶରୁ ଲାଭ ମିଳିବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୨୪-୦୬-୨୦୨୬)

ମିଥୁନ: ଅଫିସ୍‌ରେ ନୂଆ ଦାୟିତ୍ବ ମିଳିପାରେ। ଘର ପାଇଁ ନୂଆ ଜିନିଷ କିଣିବେ। ମାର୍କେଟିଂ ସହ ଜଡ଼ିତ ଲୋକଙ୍କୁ ସଫଳତା ମିଳିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଉଧାର ଟଙ୍କା ଫେରିପାଇବେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୫-୦୬-୨୦୨୬)

କର୍କଟ: ବାପାମାଆଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବିରୋଧୀ କାମରେ ବାଧା ଦେବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ପ୍ରେମ ସମ୍ପର୍କରେ ପ୍ରଗାଢ଼ତା ଆସିବ। ଦୀର୍ଘ ଦିନର ଆଶା ପୂରଣ ହେବ।

ସିଂହ: ଭାଇଭଉଣୀଙ୍କ ସାହାଯ୍ୟ ମିଳିବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ସମୟ ପୂର୍ବରୁ କାମ ପୂରା କରିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଜୀବନସାଥୀଙ୍କ ସହ ସୁନ୍ଦର ସମୟ ଅତିବାହିତ କରିବେ।

କନ୍ୟା: ଯାତ୍ରାରୁ ଲାଭ ହେବ। କୌଣସି କାର୍ଯ୍ୟକୁ ପୂରା କରିବାରେ ପଡ଼ୋଶୀ ସହାୟତା କରିବେ। ମହିଳାମାନେ କର୍ମଚଞ୍ଚଳ ରହିବେ। ଆଧ୍ୟାତ୍ମିକ ପ୍ରତି ରୁଚି ବଢ଼ିବ। ଦାମ୍ପତ୍ୟ ଜୀବନରେ ଖୁସି ବଜାୟ ରହିବ। ମାନ ସମ୍ମାନ ବୃଦ୍ଧି ପାଇବ।

ତୁଳା: ପାରିବାରିକ ସମସ୍ୟା ଦେଖା ଦେବ। ଯାନବାହନ ଚାଳନା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ। ନୂତନ ଜମି କ୍ରୟ କରିପାରନ୍ତି।

ବିଛା: ସମାଜସେବା ଲାଗି ସମ୍ମାନିତ ହେବେ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିପାରେ। ପ୍ରେମିକ ପ୍ରେମିକାଙ୍କ ସମ୍ବନ୍ଧ ମଜଭୁତ ହେବ। ନୂଆ କାମ ଶିଖିବାର ଅବସର ଜୁଟିବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ।

ଧନୁ: ବ୍ୟବସାୟରେ ଉନ୍ନତି ଘଟିବ। ଜୀବନସାଥୀଙ୍କଠାରୁ ଉପହାର ମିଳିବ। ମନ ପ୍ରସନ୍ନ ରହିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀ ସମ୍ମାନିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ।

ମକର: କାମ ବୋଝ ଅଧିକ ରହିବ। କୋର୍ଟ କଚେରୀ ମାମଲାରେ ସଫଳତା ମିଳିବ। ମାନ ସମ୍ମାନ ବଢ଼ିବ। ପରିବାରକୁ ନେଇ କୌଣସି ବଡ଼ ନିଷ୍ପତ୍ତି ନେବେ। କ୍ୟାରିୟରକୁ ଆଗକୁ ନେବା ପାଇଁ ନୂଆ ସୁଯୋଗ ମିଳିବ।

କୁମ୍ଭ: ଶୁଭ ଖବର ମିଳିବ। ଘରକୁ ଅତିଥିଙ୍କ ଆଗମନ ହେବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। ପରିବାର ସହ ସମୟ ବିତାଇବେ। ପିଲାମାନେ ଖେଳମନସ୍କ ହୋଇପାରନ୍ତି।

ମୀନ: ସ୍ବଭାବରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଛାତ୍ରଛାତ୍ରୀମାନେ ଖେଳକୁଦ ଓ ମନୋରଞ୍ଜନରେ ସମୟ ଅତିବାହିତ କରିବେ। କୋର୍ଟ କଚେରୀ ମାମଲାରୁ ବିଜୟୀ ହେବେ।

05 Jul 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp