ଶନିବାର ରାଶିଫଳ ( ୦୩-୦୫- ୨୦୨୫ )

The Sakala Picture
Published On

ମେଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟ ଆଗକୁ ବଢ଼ାଇ ପାରନ୍ତି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ସମୟର ସଦୁପଯୋଗ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ବୃଷ: ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଆୟ ଓ ବ୍ୟୟ ସମାନ ରହିବ। କୌଣସି କଥାକୁ ନେଇ ଚିନ୍ତା ବଢ଼ିପାରେ। ଦାନ ଧର୍ମ କରିବେ। ମିଥୁନ: ଅଟକି ଥିବା କାର୍ଯ୍ୟ ପୁଣି ଆରମ୍ଭ ହେବ। ପ୍ରେମିକ-ପ୍ରେମିକାଙ୍କ […]

ମେଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟ ଆଗକୁ ବଢ଼ାଇ ପାରନ୍ତି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ସମୟର ସଦୁପଯୋଗ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଆୟ ଓ ବ୍ୟୟ ସମାନ ରହିବ। କୌଣସି କଥାକୁ ନେଇ ଚିନ୍ତା ବଢ଼ିପାରେ। ଦାନ ଧର୍ମ କରିବେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୩-୦୪-୨୦୨୬)

ମିଥୁନ: ଅଟକି ଥିବା କାର୍ଯ୍ୟ ପୁଣି ଆରମ୍ଭ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଭାବିଚିନ୍ତି ନିଷ୍ପତ୍ତି ନେବା ଭଲ। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତା ବଢ଼ିବାରେ। ଦୂର ଯାତ୍ରା ଯୋଗ ଅଛି। ନିବେଶରୁ ଲାଭ ମିଳିପାରେ ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୪-୦୪-୨୦୨୬ )

କର୍କଟ: ନୂତନ ବ୍ୟବସାୟ ପାଇଁ ଭଲ ସମୟ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ପୁରୁଣା କଥାକୁ ମନେ ପକାଇ କଷ୍ଟ ପାଇପାରନ୍ତି।

ସିଂହ: ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଆସିବ। ଅଫିସ୍‌ରେ ସହକର୍ମୀଙ୍କ ସହିତ ମନୋମାଳିନ୍ୟ ଦେଖା ଦେବ। ଧାର୍ମିକ ଓ ସମାଜସେବାରେ ସମୟ ବିତାଇବେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

କନ୍ୟା: ନିଜ ପାଇଁ ସମୟ ବାହାର କରିବେ। ଗୁରୁଜନଙ୍କ ଆଶିର୍ବାଦ ନେଇ କାର୍ଯ୍ୟ ଆରମ୍ଭ କରନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ନୂତନ ବ୍ୟବସାୟ ପାଇଁ ଋଣ କରିପାରନ୍ତି।

ତୁଳା: ବାଦ ବିବାଦରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭବାନ ହେବେ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଧନପ୍ରାପ୍ତି ଯୋଗ ରହିଛି।

ବିଛା: ନୂତନ ବ୍ୟବସାୟ ପାଇଁ ମନ ବଳାଇବେ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତିତ ହେବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତାଙ୍କ ବିବାହରେ ସମସ୍ୟା ଉତ୍ପନ୍ନ ହେବ। କଳା ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି।

ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀ ଖେଳକୁଦରେ ସୁନାମ ଅର୍ଜନ କରିବେ। ବ୍ୟକ୍ତିଗତ କଥା କାହା ଆଗେ ସେୟାର କରନ୍ତୁନି। ଅଚାନକ ଧନ ଲାଭ ହେବ।

କୁମ୍ଭ: କର୍ମ ଚଞ୍ଚଳ ହେବେ। ଯାନବାହନ କିଣିବା ଯୋଗ ଅଛି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଠକାମିର ଶିକାର ହେବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ମିଳିବ। ଅଫିସ୍‌ କାମ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମୀନ: ରାଜନୀତିରେ ଯୋଗ ଦେବେ। ନୂତନ ଚାକିରି ପାଇଁ ମନ ବଳାଇବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଅଭିଭାବକ ଚିନ୍ତା କରିବେ। ମହିଳାମାନଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିବ। ଦାନ ଧର୍ମ କରନ୍ତୁ।

03 May 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp