ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଶନିବାର ରାଶିଫଳ ( ୨୩ – ୧୧ – ୨୦୨୪ )

The Sakala Picture
Published On

ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ। ବୃଷ: ଯାତ୍ରାଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। ମିଥୁନ: ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ […]

ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୯-୦୬-୨୦୨୬ )

ବୃଷ: ଯାତ୍ରାଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୧୧-୦୬-୨୦୨୬)

ମିଥୁନ: ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୨-୦୬-୨୦୨୬ )

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ସିଂହ: ଚାକିରିରେ ସଫଳତା ମିଳିବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।

କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟାର ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।

ମୀନ: ଚାକିରିରେ ବନ୍ଧୁଙ୍କ ସହାୟତା ମିଳିବ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ। ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ।

23 Nov 2024 By The Sakala

ଶନିବାର ରାଶିଫଳ ( ୨୩ – ୧୧ – ୨୦୨୪ )

ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।

ବୃଷ: ଯାତ୍ରାଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ମିଥୁନ: ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ସିଂହ: ଚାକିରିରେ ସଫଳତା ମିଳିବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।

କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟାର ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।

ମୀନ: ଚାକିରିରେ ବନ୍ଧୁଙ୍କ ସହାୟତା ମିଳିବ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ। ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp