ରବିବାର ରାଶିଫଳ (୦୭-୦୩-୨୦୨୧)

ମେଷ :ବହୁ ପରିଶ୍ରମ କରି ସାମାନ୍ୟ ଫଳ ପାଇବେ। ଚାକିରିରେ ସହକର୍ମୀଙ୍କ ଅସହଯୋଗ ରହିବ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ ବୃଷ:କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ରହିବ। ମହିଳାମାନେ ହତାଦର ହୋଇପାରନ୍ତି। ଚାକିରିରେ ସ୍ଥାନଚ୍ୟୁତ ହୋଇପାରେ। ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍ ମିଥୁନ:ଦିନଚର୍ଯ୍ୟା ବିଳାସ ବ୍ୟସନରେ କଟିପାରେ। ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ। ପ୍ରଶାସନିକ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ […]

ମେଷ :ବହୁ ପରିଶ୍ରମ କରି ସାମାନ୍ୟ ଫଳ ପାଇବେ। ଚାକିରିରେ ସହକର୍ମୀଙ୍କ ଅସହଯୋଗ ରହିବ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ବୃଷ:କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ରହିବ। ମହିଳାମାନେ ହତାଦର ହୋଇପାରନ୍ତି। ଚାକିରିରେ ସ୍ଥାନଚ୍ୟୁତ ହୋଇପାରେ। ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମିଥୁନ:ଦିନଚର୍ଯ୍ୟା ବିଳାସ ବ୍ୟସନରେ କଟିପାରେ। ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ। ପ୍ରଶାସନିକ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କର୍କଟ:କର୍ମକ୍ଷେତ୍ରରେ ନେତୃତ୍ବ ନେଇ ସଫଳ ହେବେ। ଚାକିରିରେ ଦାୟିତ୍ବ ବୋଧ ରହିବ। ମହିଳାମାନେ କର୍ମତତ୍ପର ରହିବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ସିଂହ:ଦିନଟି ଅସ୍ଥିରତା କାରଣରୁ କାର୍ଯ୍ୟହାନି ହୋଇପାରେ। ଚାକିରିରେ ଚାପ ରହିବ। ମହିଳାମାନେ ଚିନ୍ତାରେ ରହିବେ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କନ୍ୟା:ଅଜଣା ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ। ମହିଳାମାନେ ଆଦରଣୀୟା ହେବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:କେତେକ କ୍ଷେତ୍ରରେ ଚିନ୍ତିତ ରହିବେ। ଚାକିରିରେ ବ୍ୟସ୍ତ ବିବ୍ରତ ରହିବେ। ମହିଳାମାନେ ଅସ୍ଥିର ମନା ହେବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ଉତ୍ସାହହୀନ ଦେଖାଦେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା:କର୍ମକ୍ଷେତ୍ରରେ କାର୍ଯ୍ୟ ବିଳମ୍ବିତ ହେବ। ରାଜନୀତିରେ ଅସହଯୋଗ ଦେଖାଦେବ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଧନୁ:ଦିନଟି ଦେହ ଓ ମନ ଭଲ ରହିବ। ପ୍ରଶାସନିକ ଓ ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ମହିଳାମାନେ ପ୍ରସନ୍ନ ରହିବେ। କଳା,ବିଜ୍ଞାନ ଓ ବାଣିଜ୍ୟରେ ସଫଳ ହେବେ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:ଉଦଯୋଗ କରି ସଫଳ ହେବେ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଦୂରଯାତ୍ରା ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ପାଇବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

କୁମ୍ଭ:କର୍ମକ୍ଷେତ୍ରରେ ସହଯୋଗ ପାଇବେ। କିଛିଟା ଟେନସନ୍ ରହିବ। ପ୍ରଶାସନିକ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ଦଶମସ୍ଥ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ। ଦାମ୍ପତ୍ୟ ମଧୁର ସମ୍ପର୍କ ରହିବ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

About The Author: The Sakala