ରବିବାର ରାଶିଫଳ ( ୧୦ – ୦୪ – ୨୦୨୨ )

The Sakala Picture
Published On

ମେଷ: କାର୍ଯ୍ୟ ବିଳମ୍ବ ଓ ସମସ୍ୟା ବହୁଳ ରହିବ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟରେ ମନ୍ଥରତା ରହିବ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ । ବୃଷ: କୌଣସି ବଡ଼ଧରଣର କାର୍ଯ୍ୟ ତୁଲାଇପାରନ୍ତି। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ସଫଳତା ପାଇବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା | ମିଥୁନ : ଆର୍ଥିକକ୍ଷେତ୍ରରେ ଉନ୍ନତି […]

ମେଷ: କାର୍ଯ୍ୟ ବିଳମ୍ବ ଓ ସମସ୍ୟା ବହୁଳ ରହିବ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟରେ ମନ୍ଥରତା ରହିବ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ବୃଷ: କୌଣସି ବଡ଼ଧରଣର କାର୍ଯ୍ୟ ତୁଲାଇପାରନ୍ତି। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ସଫଳତା ପାଇବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା |

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

ମିଥୁନ : ଆର୍ଥିକକ୍ଷେତ୍ରରେ ଉନ୍ନତି ଆସିବ । ରାଜନୀତିରେ ଚଳଚଞ୍ଚଳ ରହିବେ । ମହିଳମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଅଜ୍ଞାଧୀନ ରହିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ସିଲ୍‌ଭର୍‌।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ଦିନଟିରେ ସୁଖଶାନ୍ତିର ବାତାବରଣ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ଯଶ ପାଇବେ | ଶୁଭ ଅଙ୍କ – ୯, ଶୁଭ ରଙ୍ଗ-କମଳା |

ସିଂହ : ଅନିଶ୍ଚିତତା କାରଣରୁ କାର୍ଯ୍ୟହାନି ହେବ | ରାଜନୀତିରେ ବିବାଦୀୟ ପରିସ୍ଥିତି ଉପୁଜିପାରେ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍।

କନ୍ୟା: କର୍ମକ୍ଷେତ୍ରରେ ଧନସମ୍ମାନ ପ୍ରାପ୍ତି ହେବ। ଉଭ ପ୍ରେମ ଓ ସାଂସାରିକ ଜୀବନ ସୁଖମୟ ରହିବ | ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ତୁଳା: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ଯଶକୀର୍ତୀ ପାଇବେ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ-ଆକାଶୀ।

ବିଛା : କୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ଗୃହକାର୍ଯ୍ୟରେ ମନ ଦେବେ । ବାଣିଜ୍ୟରେ ଲାଭପ୍ରଦ ରହିବ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ସିଲ୍‌ଭର୍ ।

ଧନୁ : କର୍ମକ୍ଷେତ୍ରରେ ଆବଦ୍ଧଯୋଗ ଦେଖାଦେବ । ଚାକିରିରେ ସମସ୍ୟା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟରେ ବ୍ୟୟବହୁଳତା ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ-ନୀଳ

ମକର : କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ହେବ। ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ସଞ୍ଚୟ ହେବ । ଶୁଭ ଅଙ୍କ- ୩,ଶୁଭ ରଙ୍ଗ-ହଳଦିଆ ।

କୁମ୍ଭ: ଯୋଜନା କରି ସଫଳ ହେବେ । ପଡ଼ୋଶୀଙ୍କ ସହଯୋଗ ପାଇବେ । ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ- ମେଟାଲିକ୍।

ମୀନ: ଦିନଟି ହର୍ଷୋଲ୍ଲାସ ଭିତରେ କଟିବ | ରାଜନୀତିରେ ସୁନାମ ପାଇବେ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍।

10 Apr 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp