ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଗୁରୁବାର ରାଶିଫଳ ( ୦୯ -୦୧ – ୨୦୨୫ )

The Sakala Picture
Published On

ମେଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟ ଆଗକୁ ବଢ଼ାଇ ପାରନ୍ତି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ସମୟର ସଦୁପଯୋଗ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୃଷ: ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଆଶାରୁ ଅଧିକ ସଫଳତା ଲାଭ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଅଯଥା କଥା କହି ଅପ୍ରିୟ ହେବେ। ମିଥୁନ: ଅଟକି ରହିଥିବା କାର୍ଯ୍ୟ ପୁଣି ଆରମ୍ଭ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। କୌଣସି […]

ମେଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟ ଆଗକୁ ବଢ଼ାଇ ପାରନ୍ତି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ସମୟର ସଦୁପଯୋଗ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୯-୦୬-୨୦୨୬ )

ବୃଷ: ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଆଶାରୁ ଅଧିକ ସଫଳତା ଲାଭ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଅଯଥା କଥା କହି ଅପ୍ରିୟ ହେବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୩-୦୬-୨୦୨୬)

ମିଥୁନ: ଅଟକି ରହିଥିବା କାର୍ଯ୍ୟ ପୁଣି ଆରମ୍ଭ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଶହେ ଥର ଚିନ୍ତା କରନ୍ତୁ। ଦୂର ଯାତ୍ରା ଯୋଗ ଅଛି। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ନିବେଶ କରିବାକୁ ବର୍ତ୍ତମାନ ଭଲ ସମୟ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ପୁରୁଣା କଥାକୁ ମନେ ପକାଇ କଷ୍ଟ ପାଇପାରନ୍ତି।

ସିଂହ: ଦୁଃଖ ତଥା ଚିନ୍ତା ଦୂର ହେବ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଆସିବ। ଅଫିସ୍‌ରେ ସହକର୍ମୀଙ୍କ ସହିତ ମନୋମାଳିନ୍ୟ ଦେଖା ଦେବ। ଧାର୍ମିକ ଓ ସମାଜସେବାରେ ସମୟ ବିତାଇବେ।

କନ୍ୟା: ଅଟକି ଥିବା ଅର୍ଥ ଫେରିପାଇବେ। ନିଜ ପାଇଁ ସମୟ ବାହାର କରିବେ। ଗୁରୁଜନଙ୍କ ଆଶିର୍ବାଦ ନେଇ କାର୍ଯ୍ୟ ଆରମ୍ଭ କରନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ।

ତୁଳା: ବାଦ ବିବାଦରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭବାନ ହେବେ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ବିଛା: ନୂତନ ବ୍ୟବସାୟ ପାଇଁ ମନ ବଳାଇବେ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତିତ ହେବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ।

ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତାଙ୍କ ବିବାହରେ ସମସ୍ୟା ଉତ୍ପନ୍ନ ହେବ।

ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀ ଖେଳକୁଦରେ ସୁନାମ ଅର୍ଜନ କରିବେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ।

କୁମ୍ଭ: କର୍ମ ଚଞ୍ଚଳ ହେବେ। ଯାନବାହନ କିଣିବା ଯୋଗ ଅଛି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଠକାମିର ଶିକାର ହେବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ମିଳିବ।

ମୀନ: ରାଜନୀତିରେ ଯୋଗ ଦେବେ। ନୂତନ ଚାକିରି ପାଇଁ ମନ ବଳାଇବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଅଭିଭାବକ ଚିନ୍ତା କରିବେ। ମହିଳାମାନଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିବ। ଦାନ ଧର୍ମ କରନ୍ତୁ।

09 Jan 2025 By The Sakala

ଗୁରୁବାର ରାଶିଫଳ ( ୦୯ -୦୧ – ୨୦୨୫ )

ମେଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟ ଆଗକୁ ବଢ଼ାଇ ପାରନ୍ତି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ସମୟର ସଦୁପଯୋଗ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଆଶାରୁ ଅଧିକ ସଫଳତା ଲାଭ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଅଯଥା କଥା କହି ଅପ୍ରିୟ ହେବେ।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ପୁଣି ଆରମ୍ଭ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଶହେ ଥର ଚିନ୍ତା କରନ୍ତୁ। ଦୂର ଯାତ୍ରା ଯୋଗ ଅଛି। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।

କର୍କଟ: ନିବେଶ କରିବାକୁ ବର୍ତ୍ତମାନ ଭଲ ସମୟ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ପୁରୁଣା କଥାକୁ ମନେ ପକାଇ କଷ୍ଟ ପାଇପାରନ୍ତି।

ସିଂହ: ଦୁଃଖ ତଥା ଚିନ୍ତା ଦୂର ହେବ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଆସିବ। ଅଫିସ୍‌ରେ ସହକର୍ମୀଙ୍କ ସହିତ ମନୋମାଳିନ୍ୟ ଦେଖା ଦେବ। ଧାର୍ମିକ ଓ ସମାଜସେବାରେ ସମୟ ବିତାଇବେ।

କନ୍ୟା: ଅଟକି ଥିବା ଅର୍ଥ ଫେରିପାଇବେ। ନିଜ ପାଇଁ ସମୟ ବାହାର କରିବେ। ଗୁରୁଜନଙ୍କ ଆଶିର୍ବାଦ ନେଇ କାର୍ଯ୍ୟ ଆରମ୍ଭ କରନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ।

ତୁଳା: ବାଦ ବିବାଦରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭବାନ ହେବେ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ବିଛା: ନୂତନ ବ୍ୟବସାୟ ପାଇଁ ମନ ବଳାଇବେ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତିତ ହେବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ।

ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତାଙ୍କ ବିବାହରେ ସମସ୍ୟା ଉତ୍ପନ୍ନ ହେବ।

ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀ ଖେଳକୁଦରେ ସୁନାମ ଅର୍ଜନ କରିବେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ।

କୁମ୍ଭ: କର୍ମ ଚଞ୍ଚଳ ହେବେ। ଯାନବାହନ କିଣିବା ଯୋଗ ଅଛି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଠକାମିର ଶିକାର ହେବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ମିଳିବ।

ମୀନ: ରାଜନୀତିରେ ଯୋଗ ଦେବେ। ନୂତନ ଚାକିରି ପାଇଁ ମନ ବଳାଇବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଅଭିଭାବକ ଚିନ୍ତା କରିବେ। ମହିଳାମାନଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିବ। ଦାନ ଧର୍ମ କରନ୍ତୁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp