Thursday Horoscope: ଗୁରୁବାର ରାଶିଫଳ (୧୩-୦୮-୨୦୨୬)
ମେଷ: ଯୋଜନା ମୁତାବକ କାମ କରିବେ। ଅଟକି ଥିବା ଧନ ମିଳିପାରେ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ରାଜନେତାଙ୍କ ପାଇଁ ଦିନଟି ବହୁତ ଭଲ।
ବୃଷ: ଦୀର୍ଘ ଦିନର ଆଶା ପୂରଣ ହେବ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ମହିଳାମାନେ ପୂଜାର୍ଚ୍ଚନାରେ ବ୍ୟସ୍ତ ରହିବେ। ଲୋକ ସମ୍ପର୍କ ବୃଦ୍ଧି ପାଇବ। ଜମି କିଣିବା ଯୋଗ ରହିଛି।
ମିଥୁନ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପୁରୁଣା ନିବେଶରୁ ଲାଭ ମିଳିପାରେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଦାନ ଧର୍ମ କରିବେ। ଅଫିସ୍ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା କରିପାରନ୍ତି।
କର୍କଟ: ପରିବାର ଲୋକଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। କୋର୍ଟ କଚେରୀ ମାମଲାର ଶୁଣାଣି ହୋଇପାରେ।
ସିଂହ: ପୁରୁଣା ନିବେଶରୁ ଲାଭ ମିଳିପାରେ। ପୈତୃକ ସମ୍ପତ୍ତିକୁ ନେଇ ଭାଇଭାଇଙ୍କ ମଧ୍ୟରେ ବିବାଦ ଦେଖାଦେବ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।
କନ୍ୟା: ଦୀର୍ଘ ଦିନର ଆଶା ପୂରଣ ହେବ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ବନ୍ଧୁ ମିଳନ ଯୋଗ ରହିଛି।
ତୁଳା: ବ୍ୟବସାୟରେ ଲାଭ ମିଳିପାରେ। ମନ ଚଞ୍ଚଳ ରହିବ। ବୈବାହିକ ଜୀବନ ସୁଖମୟ ହେବ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। କୋର୍ଟ କଚେରୀ ମାମଲାର ଶୁଣାଣି ହୋଇପାରେ।
ବିଛା: ଅଫିସ୍ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା କରିପାରନ୍ତି। ଆୟ ଓ ବ୍ୟୟ ସମାନ ରହିବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ମାନ ସମ୍ମାନ ବୃଦ୍ଧି ପାଇବ। ଚକ୍ଷୁ ସମସ୍ୟା ହୋଇପାରେ।
ଧନୁ: କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ଉଧାର ଦେଇଥିବା ଟଙ୍କା ଫେରିପାଇବେ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହ ସେୟାର କରନ୍ତୁନି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ମକର: ସମୟର ସଠିକ ଉପଯୋଗ କରିବେ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ। ଆଶା କରିଥିବା ଦିଗରୁ ଧନ ମିଳିପାରେ।
କୁମ୍ଭ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଅଫିସ୍ ସହକର୍ମୀଙ୍କ ସହଯୋଗ ମିଳିପାରେ। ବନ୍ଧୁ ମିଳନ ଯୋଗ ଅଛି। ରାଜନେତାଙ୍କ ପାଇଁ ଦିନଟି ଭଲ।
ମୀନ: ମାନ ସମ୍ମାନ ବୃଦ୍ଧି ପାଇବ। ଅଚାନକ ବିଦେଶ ଯାତ୍ରା କରିପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ।