Thursday Horoscope: ଗୁରୁବାର ରାଶିଫଳ (୧୩-୦୮-୨୦୨୬)

ମେଷ: ଯୋଜନା ମୁତାବକ କାମ କରିବେ। ଅଟକି ଥିବା ଧନ ମିଳିପାରେ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ରାଜନେତାଙ୍କ ପାଇଁ ଦିନଟି  ବହୁତ ଭଲ। 

ବୃଷ: ଦୀର୍ଘ ଦିନର ଆଶା ପୂରଣ ହେବ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ମହିଳାମାନେ ପୂଜାର୍ଚ୍ଚନାରେ ବ୍ୟସ୍ତ ରହିବେ।  ଲୋକ ସମ୍ପର୍କ ବୃଦ୍ଧି ପାଇବ। ଜମି କିଣିବା ଯୋଗ ରହିଛି। 

ମିଥୁନ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପୁରୁଣା ନିବେଶରୁ ଲାଭ ମିଳିପାରେ।  ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଦାନ ଧର୍ମ କରିବେ। ଅଫିସ୍‌ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା କରିପାରନ୍ତି। 

କର୍କଟ: ପରିବାର ଲୋକଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ  ବ୍ୟବସାୟ ଆରମ୍ଭ କରିପାରନ୍ତି। କୋର୍ଟ କଚେରୀ ମାମଲାର ଶୁଣାଣି ହୋଇପାରେ। 

ସିଂହ: ପୁରୁଣା ନିବେଶରୁ ଲାଭ ମିଳିପାରେ। ପୈତୃକ ସମ୍ପତ୍ତିକୁ ନେଇ ଭାଇଭାଇଙ୍କ ମଧ୍ୟରେ ବିବାଦ ଦେଖାଦେବ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। 

କନ୍ୟା: ଦୀର୍ଘ ଦିନର ଆଶା ପୂରଣ ହେବ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ବନ୍ଧୁ ମିଳନ ଯୋଗ ରହିଛି।  

ତୁଳା: ବ୍ୟବସାୟରେ ଲାଭ ମିଳିପାରେ। ମନ ଚଞ୍ଚଳ ରହିବ। ବୈବାହିକ ଜୀବନ ସୁଖମୟ ହେବ।  ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। କୋର୍ଟ କଚେରୀ ମାମଲାର ଶୁଣାଣି ହୋଇପାରେ।  

ବିଛା: ଅଫିସ୍‌ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା କରିପାରନ୍ତି। ଆୟ ଓ ବ୍ୟୟ ସମାନ  ରହିବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ମାନ ସମ୍ମାନ ବୃଦ୍ଧି ପାଇବ। ଚକ୍ଷୁ ସମସ୍ୟା ହୋଇପାରେ। 

ଧନୁ: କ୍ରୋଧ ଉପରେ ନିୟନ୍ତ୍ରଣ  ରଖିବା ଭଲ। ଉଧାର ଦେଇଥିବା ଟଙ୍କା ଫେରିପାଇବେ।  ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହ ସେୟାର କରନ୍ତୁନି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। 

ମକର: ସମୟର ସଠିକ ଉପଯୋଗ କରିବେ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ। ଆଶା କରିଥିବା ଦିଗରୁ ଧନ ମିଳିପାରେ।  

କୁମ୍ଭ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ। ବନ୍ଧୁ ମିଳନ ଯୋଗ ଅଛି। ରାଜନେତାଙ୍କ ପାଇଁ ଦିନଟି ଭଲ। 

ମୀନ: ମାନ ସମ୍ମାନ ବୃଦ୍ଧି ପାଇବ। ଅଚାନକ ବିଦେଶ ଯାତ୍ରା କରିପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। 

About The Author: Madhusudan Das