Thursday Horoscope: ଗୁରୁବାର ରାଶିଫଳ (୧୪-୦୫-୨୦୨୬)
ମେଷ: ଆଶା କରିଥିବା ଦିଗରୁ ନିରାଶ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିପାରେ। ନକାରାତ୍ମକ ଚିନ୍ତା ଦୂର ହେବ।
ବୃଷ: ଦୂରସ୍ଥାନକୁ ଯାତ୍ରା ଯୋଗ ଅଛି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ।
ମିଥୁନ: ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି।
କର୍କଟ: ଅଫିସ୍ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିପାରେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।
ସିଂହ: ଚାକିରିରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିପାରେ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।
ତୁଳା: ଦିନଟି ମିଶ୍ରିିିିିତଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିପାରେ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିପାରେ। ଉଧାର ଟଙ୍କା ଫେରିପାଇବେ। ଅଫିସ୍ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହୋଇପାରେ । ପୈତୃକ ସମ୍ପତ୍ତିରୁ ଲାଭ ମିଳିବ।
କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ଘରେ ପୂଜାପାଠ ଆୟୋଜନ ହେବ। ଆଶା କରିଥିବା ଦିଗରୁ ଅର୍ଥ ମିଳିପାରେ। ଯୋଜନା ମୁତାବକ କାମ କରନ୍ତୁ। ।
ମୀନ: ବନ୍ଧୁଙ୍କ ସାହାଯ୍ୟ ମିଳିବ। ଆର୍ଥିକ ମାମଲାରେ ସୁଧାର ଆସିବ। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ଅଫିସ୍ କାମ ପାଇଁ ଦୂରଯାତ୍ରା କରିପାରନ୍ତି। ଦାନଧର୍ମ କରନ୍ତୁ।