ମନୋରଞ୍ଜନ

'କାଲା ହିରଣ' ବିବାଦ: ସେନ୍ସର ବୋର୍ଡକୁ ଯାଇନାହିଁ ଫିଲ୍ମ, ସଲମାନ ଖାନଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ସ୍ଥଗିତ
'ଟକ୍ସିକ୍'ର ନୂଆ ଟିଜର ରିଲିଜ୍: ଆକ୍ସନ୍ ବଦଳରେ ବୋଲ୍ଡ ସିନ୍ ଦେଖି ତାଜୁବ୍ ଫ୍ୟାନ୍ସ, ୟଶ୍ ଏବଂ କିଆରାଙ୍କ ରୋମାନ୍ସକୁ ନେଇ ଟ୍ରୋଲ୍ ହେଲେ ମେକର୍ସ
ବିବାହ ପୂର୍ବରୁ ଲିଭ୍-ଇନ୍‌ରେ ରହିବାକୁ ପରାମର୍ଶ ଦେଲେ ଭେଟେରାନ୍ ଅଭିନେତ୍ରୀ ଜୀନତ ଅମାନ, କହିଲେ '୧୫ ବର୍ଷ ଦୁଃଖରେ ରହିବା ଅପେକ୍ଷା ୫ ବର୍ଷ ଖୁସି ଭଲ'
ଶିବକାର୍ତ୍ତିକେୟନଙ୍କ 'ପରାଶକ୍ତି' ପାଇଁ ବକେୟା ୮ କୋଟି ଟଙ୍କା ଦାବିରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ନିର୍ଦ୍ଦେଶିକା ସୁଧା କୋଙ୍ଗାରା; ବିପଦରେ 'ଇଦୟମ୍ ମୁରଲୀ'ର ରିଲିଜ୍
'ଆୱାରାପନ୍ ୨' ଟିଜର ରିଲିଜ୍: ୧୯ ବର୍ଷ ପରେ ଶିବମ୍ ପଣ୍ଡିତ୍ ରୂପରେ ଫେରିଲେ ଇମ୍ରାନ୍ ହାସମୀ

Thursday Horoscope: ଗୁରୁବାର ରାଶିଫଳ (୦୨-୦୭-୨୦୨୬)

Madhusudan Das Picture
Published On

ମେଷ: ଦୀର୍ଘ ଦିନର ଆଶା ପୂରଣ ହେବ। ଆୟ  ଓ ବ୍ୟୟ ସମାନ ରହିବ। ମାନ ସମ୍ମାନ ବୃଦ୍ଧି ପାଇବ। ଅଫିସ୍‌ କାର୍ଯ୍ୟ ପ୍ରଭାବିତ ହୋଇପାରେ। ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଦେବ। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୬-୦୬-୨୦୨୬ )

ବୃଷ: ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିପାରେ। ପରିବାର ଲୋକଙ୍କ ସହ ହସଖୁସିର ସମୟ ବିତାଇବେ। ବ୍ୟବସାୟରେ ଲାଭ ମିଳିବ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।  

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ: ଯୋଜନା ଅନୁଯାୟୀ କାମ କରିବେ।  ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ନୂଆ କାର୍ଯ୍ୟ ଆରମ୍ଭ କରିବେ। ବିଦେଶ ଯାତ୍ରା ଯୋଗ ରହିଛି। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୦୧-୦୭-୨୦୨୬)

କର୍କଟ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ। ମହିଳାମାନେ ପୂଜାର୍ଚ୍ଚନାରେ ବ୍ୟସ୍ତ ରହିବେ। 

ସିଂହ: ଅଚାନକ ଖୁସି ଖବର ମିଳିପାରେ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ବିବାହ ପ୍ରସ୍ତାବ ସ୍ଥିର ହେବ। 

କନ୍ୟା: ବ୍ୟବସାୟରୁ ଲାଭ ମିଳିବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଲୋକ ସମ୍ପର୍କ ବୃଦ୍ଧି ପାଇବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ବାପାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। 

ତୁଳା: କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ। ପାରିବାରିକ ବିବାଦ ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। 

ବିଛା: କାର୍ଯ୍ୟରେ ବାଧା ଆସିବ। ଅନଲାଇନ୍ ବ୍ୟବସାୟୀଙ୍କୁ ଲାଭ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। ଭାଇ-ଭଉଣୀଙ୍କ ସମ୍ପର୍କ ମଜଭୁତ ହେବ। ଚକ୍ଷୁ ସମସ୍ୟା ହୋଇପାରେ।

ଧନୁ: କର୍ମ ଚଞ୍ଚଳ ରହିବେ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ। ଅଫିସ୍‌ କାର୍ଯ୍ୟରେ ସମସ୍ୟା ଆସିପାରେ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। 

ମକର: ଆୟଠୁ ଅଧିକ ବ୍ୟୟ ହେବ। ପରିବାର ସଦସ୍ୟଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବାସ୍ଥ୍ୟ ପ୍ରତି ସଚେତନ ହେବେ। ଅଯଥା ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ। ଆଣ୍ଠୁଗଣ୍ଠି ସମସ୍ୟା ହୋଇପାରେ। 

କୁମ୍ଭ: ଧାର କରଜରୁ ଦୂରେଇ ରହିବେ। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳ ହେବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। 

ମୀନ: ଦିନଟି ବ୍ୟସ୍ତତା ଭିତରେ କଟିବ। ଆଶା ପୂରଣ ହେବ। କଳାକାରଙ୍କ ପାଇଁ ଅନୁକୂଳ ସମୟ। ଧନଲାଭ ଯୋଗ ଅଛି। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

02 Jul 2026 By Madhusudan Das

Thursday Horoscope: ଗୁରୁବାର ରାଶିଫଳ (୦୨-୦୭-୨୦୨୬)

ମେଷ: ଦୀର୍ଘ ଦିନର ଆଶା ପୂରଣ ହେବ। ଆୟ  ଓ ବ୍ୟୟ ସମାନ ରହିବ। ମାନ ସମ୍ମାନ ବୃଦ୍ଧି ପାଇବ। ଅଫିସ୍‌ କାର୍ଯ୍ୟ ପ୍ରଭାବିତ ହୋଇପାରେ। ମହିଳାଙ୍କଠାରେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଦେବ। 

ବୃଷ: ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିପାରେ। ପରିବାର ଲୋକଙ୍କ ସହ ହସଖୁସିର ସମୟ ବିତାଇବେ। ବ୍ୟବସାୟରେ ଲାଭ ମିଳିବ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।  

ମିଥୁନ: ଯୋଜନା ଅନୁଯାୟୀ କାମ କରିବେ।  ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ନୂଆ କାର୍ଯ୍ୟ ଆରମ୍ଭ କରିବେ। ବିଦେଶ ଯାତ୍ରା ଯୋଗ ରହିଛି। 

କର୍କଟ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ। ମହିଳାମାନେ ପୂଜାର୍ଚ୍ଚନାରେ ବ୍ୟସ୍ତ ରହିବେ। 

ସିଂହ: ଅଚାନକ ଖୁସି ଖବର ମିଳିପାରେ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ବିବାହ ପ୍ରସ୍ତାବ ସ୍ଥିର ହେବ। 

କନ୍ୟା: ବ୍ୟବସାୟରୁ ଲାଭ ମିଳିବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଲୋକ ସମ୍ପର୍କ ବୃଦ୍ଧି ପାଇବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ବାପାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। 

ତୁଳା: କୋର୍ଟକଚେରୀ ମାମଲାରେ ବିଜୟ ଲାଭ କରିବେ। ପାରିବାରିକ ବିବାଦ ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। 

ବିଛା: କାର୍ଯ୍ୟରେ ବାଧା ଆସିବ। ଅନଲାଇନ୍ ବ୍ୟବସାୟୀଙ୍କୁ ଲାଭ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। ଭାଇ-ଭଉଣୀଙ୍କ ସମ୍ପର୍କ ମଜଭୁତ ହେବ। ଚକ୍ଷୁ ସମସ୍ୟା ହୋଇପାରେ।

ଧନୁ: କର୍ମ ଚଞ୍ଚଳ ରହିବେ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ। ଅଫିସ୍‌ କାର୍ଯ୍ୟରେ ସମସ୍ୟା ଆସିପାରେ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। 

ମକର: ଆୟଠୁ ଅଧିକ ବ୍ୟୟ ହେବ। ପରିବାର ସଦସ୍ୟଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବାସ୍ଥ୍ୟ ପ୍ରତି ସଚେତନ ହେବେ। ଅଯଥା ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ। ଆଣ୍ଠୁଗଣ୍ଠି ସମସ୍ୟା ହୋଇପାରେ। 

କୁମ୍ଭ: ଧାର କରଜରୁ ଦୂରେଇ ରହିବେ। ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳ ହେବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। 

ମୀନ: ଦିନଟି ବ୍ୟସ୍ତତା ଭିତରେ କଟିବ। ଆଶା ପୂରଣ ହେବ। କଳାକାରଙ୍କ ପାଇଁ ଅନୁକୂଳ ସମୟ। ଧନଲାଭ ଯୋଗ ଅଛି। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp