Thursday Horoscope: ଗୁରୁବାର ରାଶିଫଳ (୦୬-୦୮-୨୦୨୬)

Madhusudan Das Picture
Published On

ମେଷ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଆର୍ଥିକ ସମସ୍ୟା ଦେଖାଦେଇ ପାରେ। ବୈବାହିକ ଜୀବନ ସୁଖମୟ ହେବ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୩୧-୦୭-୨୦୨୬ )

ବୃଷ: ଯୋଜନା ମୁତାବକ କାମ କରିବେ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରି ସଫଳ ହୋଇପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ବହୁତ ଭଲ। କୋର୍ଟ କଚେରୀ ମାମଲାରୁ ବିଜୟୀ ହେବେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଦୀର୍ଘ ଦିନର ଆଶା ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିପାରେ। ଯାନବାହନ କ୍ରୟ କରିପାରନ୍ତି।  

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୦୫-୦୮-୨୦୨୬)

କର୍କଟ: କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ମାନ ସମ୍ମାନ ବୃଦ୍ଧି ପାଇବ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ।  

ସିଂହ: ଦୀର୍ଘ ଦିନର ଆଶା ପୂରଣ ହେବ। ଦିନଟି ଶୁଭଫଳ ପ୍ରଦାନ କରିବ। ଅଚାନକ ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରୁ ଲାଭ ମିଳିପାରେ। ରାଜନେତାଙ୍କ ପାଇଁ ଦିନଟି ଭଲ।

କନ୍ୟା: ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। 

ତୁଳା: ଯୋଜନା ଅନୁଯାୟୀ କାମ କରିବେ। ଅଚାନକ ଖୁସି ଖବର ମିଳିପାରେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଧାର୍ମିକ କାର୍ଯ୍ୟ ପ୍ରତି ମନ ବଳାଇବେ। 

ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ଜୀବନସାଥିଙ୍କ ସହ ଭ୍ରମଣ ଯୋଗ ରହିଛି।

ଧନୁ: ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି। ନୂତନ ବ୍ୟବସାୟ ଆରମ୍ଭ କରିବେ। ଯାତାୟତ ସମୟରେ ସତର୍କତା ଅବଲମ୍ବନ କରନ୍ତୁ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। 

ମକର: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ।  

କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁନି। ପିତାଙ୍କ ସ୍ବାସ୍ଥ୍ୟସମସ୍ୟା ଚିନ୍ତିତ କରିପାରେ। ଆଶା କରିଥିବା ଦିଗରୁ ନିରାଶ ହୋଇପାରନ୍ତି। ଧୈର୍ଯ୍ୟ ରଖି ଚାଲନ୍ତୁ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।  

ମୀନ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ସୁଖମୟ ହେବ। ମହିଳାଙ୍କ ଦାୟିତ୍ବ ବଢ଼ିପାରେ। କୌଣସି କଥାକୁ ନେଇ ଚିନ୍ତା ବଢ଼ିପାରେ। ବ୍ୟବସାୟରୁ କ୍ଷତି ସହି ପାରନ୍ତି।

06 Aug 2026 By Madhusudan Das

Thursday Horoscope: ଗୁରୁବାର ରାଶିଫଳ (୦୬-୦୮-୨୦୨୬)

ମେଷ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଆର୍ଥିକ ସମସ୍ୟା ଦେଖାଦେଇ ପାରେ। ବୈବାହିକ ଜୀବନ ସୁଖମୟ ହେବ।

ବୃଷ: ଯୋଜନା ମୁତାବକ କାମ କରିବେ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରି ସଫଳ ହୋଇପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ବହୁତ ଭଲ। କୋର୍ଟ କଚେରୀ ମାମଲାରୁ ବିଜୟୀ ହେବେ।

ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଦୀର୍ଘ ଦିନର ଆଶା ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିପାରେ। ଯାନବାହନ କ୍ରୟ କରିପାରନ୍ତି।  

କର୍କଟ: କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ମାନ ସମ୍ମାନ ବୃଦ୍ଧି ପାଇବ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ।  

ସିଂହ: ଦୀର୍ଘ ଦିନର ଆଶା ପୂରଣ ହେବ। ଦିନଟି ଶୁଭଫଳ ପ୍ରଦାନ କରିବ। ଅଚାନକ ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରୁ ଲାଭ ମିଳିପାରେ। ରାଜନେତାଙ୍କ ପାଇଁ ଦିନଟି ଭଲ।

କନ୍ୟା: ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। 

ତୁଳା: ଯୋଜନା ଅନୁଯାୟୀ କାମ କରିବେ। ଅଚାନକ ଖୁସି ଖବର ମିଳିପାରେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଧାର୍ମିକ କାର୍ଯ୍ୟ ପ୍ରତି ମନ ବଳାଇବେ। 

ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ଜୀବନସାଥିଙ୍କ ସହ ଭ୍ରମଣ ଯୋଗ ରହିଛି।

ଧନୁ: ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି। ନୂତନ ବ୍ୟବସାୟ ଆରମ୍ଭ କରିବେ। ଯାତାୟତ ସମୟରେ ସତର୍କତା ଅବଲମ୍ବନ କରନ୍ତୁ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। 

ମକର: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ।  

କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁନି। ପିତାଙ୍କ ସ୍ବାସ୍ଥ୍ୟସମସ୍ୟା ଚିନ୍ତିତ କରିପାରେ। ଆଶା କରିଥିବା ଦିଗରୁ ନିରାଶ ହୋଇପାରନ୍ତି। ଧୈର୍ଯ୍ୟ ରଖି ଚାଲନ୍ତୁ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।  

ମୀନ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ସୁଖମୟ ହେବ। ମହିଳାଙ୍କ ଦାୟିତ୍ବ ବଢ଼ିପାରେ। କୌଣସି କଥାକୁ ନେଇ ଚିନ୍ତା ବଢ଼ିପାରେ। ବ୍ୟବସାୟରୁ କ୍ଷତି ସହି ପାରନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp