Thursday Horoscope: ଗୁରୁବାର ରାଶିଫଳ ( ୦୮-୦୧-୨୦୨୬ )

Madhusudan Das Picture
Published On

ମେଷ: ନିଜ ରୁଚି ଅନୁସାରେ କାମ କରିବେ।  ବନ୍ଧୁ ମିଳନ ଯୋଗ ରହିଛି। ଛାତ୍ରଛାତ୍ରୀମାନେ ସଫଳତା ପାଇବାକୁ କଠିନ ପରିଶ୍ରମ କରିବେ। ପରିବାରର ବରିଷ୍ଠ  ସଦସ୍ୟଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। 

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ।  ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କ ସମ୍ପର୍କରେ ଆସିପାରନ୍ତି। ଅଚାନକ କୌଣସି ପ୍ରକାର ସମସ୍ୟାରେ ପଡ଼ିପାରନ୍ତି। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ। 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୨୦-୦୭-୨୦୨୬)

ମିଥୁନ: ଦୀର୍ଘ ଦିନର ଆଶା ପୂରଣ ହେବ।  ମାନସିକ ଶାନ୍ତି ମିଳିବ। ଦୂରସମ୍ପର୍କୀୟଙ୍କ ସହ ଭେଟ ହୋଇପାରେ। ଅଫିସ କାମ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।  ପରିଶ୍ରମ ଅନୁସାରେ ଫଳ ମିଳିବ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୨୨-୦୭-୨୦୨୬)

କର୍କଟ: ଆଜି ପ୍ରଭାବଶାଳୀ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି। ନୂତନ ଦାୟିତ୍ବ ମିଳିପାରେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି। 

ସିଂହ: ଦିନଟି ହସଖୁସିରେ ବିତିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ନିଜ ସାମର୍ଥ୍ୟ ମୁତାବକ ଅନ୍ୟମାନଙ୍କୁ ସାହାଯ୍ୟ କରିବେ। 

କନ୍ୟା: କଳା ଓ ସଙ୍ଗୀତ ପ୍ରତି ରୁଚି ବଢ଼ିବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ  ରଖନ୍ତୁ। ଖର୍ଚ୍ଚାନ୍ତ ହୋଇପାରନ୍ତି। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ।

ତୁଳା: ପରିଶ୍ରମର ଫଳ ମିଳିବ।  ନିଜ ଲୋକ ଶତ୍ରୁ ସାଜି ପାରନ୍ତି।  ବ୍ୟକ୍ତିଗତ କଥାକୁ ଅନ୍ୟମାନଙ୍କ ଆଗେ ପ୍ରକାଶ କରନ୍ତୁନି। ଶାରୀରିକ ଏବଂ ମାନସିକ ଥକ୍କାପଣ ଅନୁଭବ କରିପାରନ୍ତି। 

ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଟ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ। 

ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପତି-ପତ୍ନୀଙ୍କ ମଧ୍ୟରେ ଅଶାନ୍ତି ସୃଷ୍ଟି ହୋଇପାରେ।

ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ। 

କୁମ୍ଭ: ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ।  ଅଫିସ୍‌ରେ କାର୍ଯ୍ୟଭାର କମ୍ ହୋଇପାରେ। ବୈବାହିକ ଜୀବନ ମଜଭୁତ୍‌ ହେବ। 

ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭାଇ ମଧ୍ୟରେ ମତ ଭେଦ ହୋଇପାରେ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

08 Jan 2026 By Madhusudan Das

Thursday Horoscope: ଗୁରୁବାର ରାଶିଫଳ ( ୦୮-୦୧-୨୦୨୬ )

ମେଷ: ନିଜ ରୁଚି ଅନୁସାରେ କାମ କରିବେ।  ବନ୍ଧୁ ମିଳନ ଯୋଗ ରହିଛି। ଛାତ୍ରଛାତ୍ରୀମାନେ ସଫଳତା ପାଇବାକୁ କଠିନ ପରିଶ୍ରମ କରିବେ। ପରିବାରର ବରିଷ୍ଠ  ସଦସ୍ୟଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। 

ବୃଷ: ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ।  ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କ ସମ୍ପର୍କରେ ଆସିପାରନ୍ତି। ଅଚାନକ କୌଣସି ପ୍ରକାର ସମସ୍ୟାରେ ପଡ଼ିପାରନ୍ତି। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ। 

ମିଥୁନ: ଦୀର୍ଘ ଦିନର ଆଶା ପୂରଣ ହେବ।  ମାନସିକ ଶାନ୍ତି ମିଳିବ। ଦୂରସମ୍ପର୍କୀୟଙ୍କ ସହ ଭେଟ ହୋଇପାରେ। ଅଫିସ କାମ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।  ପରିଶ୍ରମ ଅନୁସାରେ ଫଳ ମିଳିବ। 

କର୍କଟ: ଆଜି ପ୍ରଭାବଶାଳୀ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି। ନୂତନ ଦାୟିତ୍ବ ମିଳିପାରେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି। 

ସିଂହ: ଦିନଟି ହସଖୁସିରେ ବିତିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ନିଜ ସାମର୍ଥ୍ୟ ମୁତାବକ ଅନ୍ୟମାନଙ୍କୁ ସାହାଯ୍ୟ କରିବେ। 

କନ୍ୟା: କଳା ଓ ସଙ୍ଗୀତ ପ୍ରତି ରୁଚି ବଢ଼ିବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ  ରଖନ୍ତୁ। ଖର୍ଚ୍ଚାନ୍ତ ହୋଇପାରନ୍ତି। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ।

ତୁଳା: ପରିଶ୍ରମର ଫଳ ମିଳିବ।  ନିଜ ଲୋକ ଶତ୍ରୁ ସାଜି ପାରନ୍ତି।  ବ୍ୟକ୍ତିଗତ କଥାକୁ ଅନ୍ୟମାନଙ୍କ ଆଗେ ପ୍ରକାଶ କରନ୍ତୁନି। ଶାରୀରିକ ଏବଂ ମାନସିକ ଥକ୍କାପଣ ଅନୁଭବ କରିପାରନ୍ତି। 

ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଟ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ। 

ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପତି-ପତ୍ନୀଙ୍କ ମଧ୍ୟରେ ଅଶାନ୍ତି ସୃଷ୍ଟି ହୋଇପାରେ।

ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ। 

କୁମ୍ଭ: ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ।  ଅଫିସ୍‌ରେ କାର୍ଯ୍ୟଭାର କମ୍ ହୋଇପାରେ। ବୈବାହିକ ଜୀବନ ମଜଭୁତ୍‌ ହେବ। 

ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭାଇ ମଧ୍ୟରେ ମତ ଭେଦ ହୋଇପାରେ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp