ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଗୁରୁବାର ରାଶିଫଳ ( ୦୩- ୦୭ – ୨୦୨୫ )

The Sakala Picture
Published On

ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ବୈବାହିକ ଜୀବନ ସୁଖମୟ ହେବ। ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥି ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ। ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ […]

ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ବୈବାହିକ ଜୀବନ ସୁଖମୟ ହେବ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୮-୦୬-୨୦୨୬)

ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥି ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୩-୦୬-୨୦୨୬)

ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଯାନବାହନ କ୍ରୟ କରିପାରନ୍ତି।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୧୫-୦୬-୨୦୨୬)

କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଜୀବନସାଥିଙ୍କ ସହଯୋଗ ଲୋଡିବେ। ବିଦ୍ୟାର୍ଥୀମାନଙ୍କ ପାଇଁ ଭଲ ସମୟ। ଆୟ ଓ ବ୍ୟୟ ସମାନ ରହିବ।

ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ହଜାର ଥର ଚିନ୍ତା କରନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। କିଣା-ବିକାରେ ସମୟ ବିତିବ। ବୈବାହିକ ଜୀବନ ସୁଖମୟ ହେବ। ଉଧାର ଟଙ୍କା ଫେରି ପାଇବେ।

କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ ।

ତୁଳା: ପୁରୁଣା ରୋଗରୁ ଆରାମ ମିଳିବ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି।

ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ।

ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ।

ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।

ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ ।

03 Jul 2025 By The Sakala

ଗୁରୁବାର ରାଶିଫଳ ( ୦୩- ୦୭ – ୨୦୨୫ )

ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ବୈବାହିକ ଜୀବନ ସୁଖମୟ ହେବ।

ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥି ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ।

ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଯାନବାହନ କ୍ରୟ କରିପାରନ୍ତି।

କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଜୀବନସାଥିଙ୍କ ସହଯୋଗ ଲୋଡିବେ। ବିଦ୍ୟାର୍ଥୀମାନଙ୍କ ପାଇଁ ଭଲ ସମୟ। ଆୟ ଓ ବ୍ୟୟ ସମାନ ରହିବ।

ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ହଜାର ଥର ଚିନ୍ତା କରନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। କିଣା-ବିକାରେ ସମୟ ବିତିବ। ବୈବାହିକ ଜୀବନ ସୁଖମୟ ହେବ। ଉଧାର ଟଙ୍କା ଫେରି ପାଇବେ।

କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ ।

ତୁଳା: ପୁରୁଣା ରୋଗରୁ ଆରାମ ମିଳିବ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି।

ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ।

ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ।

ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।

ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp