ମନୋରଞ୍ଜନ
ଓଡ଼ିଶା
ମଙ୍ଗଳବାର ରାଶିଫଳ (୦୭-୧୦-୨୦୨୫)

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଭଲ। ଅଚାନକ ଖୁସି ଖବର ପାଇପାରନ୍ତି। ରାଜନୈତିକ ଏବଂ ସାମାଜିକ କ୍ଷେତ୍ରରେ ସକ୍ରିୟ ରହିବେ।ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ।
ବୃଷ:ଗୃହିଣୀମାନେ ଘର କାମରେ ବ୍ୟସ୍ତ ରହିବେ। ଇଂଜିନିୟରଙ୍କ ପାଇଁ ଦିନଟି ଭଲ। କୋର୍ଟ କଚରୀ ମାମଲାର ଶୁଣାଣି ହେବ। ଲୋକ ସମ୍ପର୍କ ବଢ଼ିବ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।
ମିଥୁନ: ବାଦ ବିବାଦରୁ ଦୂରେଇ ରୁହନ୍ତୁ। ବ୍ୟବସାୟୀଙ୍କ ପାଇଁ ଦିନଟି ଭଲ। ଅଧÒକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ।
କର୍କଟ: ସମୟର ସଦୂପଯୋଗ କରନ୍ତୁ। ବୁଝି ବିଚାରି କାମ କରନ୍ତୁ। ପରିବାର ସହିତ ଖୁସିର ସମୟ ଅତିବାହିତ କରିବେ। ଜମି କାରବାରରେ ସଫଳ ହେବେ। ଅଯଥା କାମରେ ସମୟ ନଷ୍ଟ ହେବ।
ସିଂହ: ନୂତନ ବ୍ୟବସାୟ ପାଇଁ ଅନୁକୂଳ ସମୟ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ଅଫିସ୍ରେ ପଦୋନ୍ନତି ହୋଇପାରେ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗି ପାରନ୍ତି। ଅଫିସ୍ କାମ ଠିକ୍ ସମୟରେ ଶେଷ କରିବେ।
କନ୍ୟା: ଅନ୍ୟମାନଙ୍କୁ ସହଜରେ ବିଶ୍ବାସ କରନ୍ତୁନି। ଅଧÒକ ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଅଫିସ୍ ସହକର୍ମୀଙ୍କ ସହଯୋଗ ରହିବ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି।
ତୁଳା: ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ବିଛା: ମାନ ସମ୍ମାନ ବୃଦ୍ଧି ପାଇବ । ଉଧାର ଟଙ୍କା ଫେରି ପାଇବେ। ଯୋଗ ଏବଂ ପ୍ରାଣାୟମ କରନ୍ତୁ। ଯେକୌଣସି ପରିସ୍ଥିତି ସହିତ ଖାପଖୁଆଇ ଚଳନ୍ତୁ। ଧାର୍ମିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି।
ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।
ମକର: ସମୟର ସଦୂପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହୋଇପାରେ। କଳାକାରଙ୍କ ପାଇଁ ଦିନଟି ଭଲ।
କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ।
ମୀନ: ଦୀର୍ଘ ଦିନରୁ ଲାଗି ରହିଥÒବା ସମସ୍ୟାର ସମାଧାନ ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ବୈବାହିକ ଜୀବନ ସୁଖମୟ ହେବ।