ମଙ୍ଗଳବାର ରାଶିଫଳ ( ୦୧-୦୪-୨୦୨୫ )

The Sakala Picture
Published On

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ବୃଷ: ବ୍ୟବସାୟରେ ବାଧା ଆସିବ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଥୁନ: ଘର ପାଇଁ ନୂଆ ଜିନିଷ କିଣିବେ। ନିଜ କାମ ଉପରେ ଧ୍ୟାନ ଦିଅନ୍ତୁ। […]

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ବୃଷ: ବ୍ୟବସାୟରେ ବାଧା ଆସିବ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ମିଥୁନ: ଘର ପାଇଁ ନୂଆ ଜିନିଷ କିଣିବେ। ନିଜ କାମ ଉପରେ ଧ୍ୟାନ ଦିଅନ୍ତୁ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

କର୍କଟ: ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ନୂଆ କାମ ଆରମ୍ଭ କରିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭ। ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। ଜୀବନସାଥୀଙ୍କଠାରୁ ଉପହାର ପାଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

କନ୍ୟା: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଛାତ୍ରଛାତ୍ରୀ ମନୋରଞ୍ଜନରେ ସମୟ ଅତିବାହିତ କରିବେ।

ତୁଳା: ପୁରୁଣା କଥାକୁ ଭୁଲି ଆଗକୁ ବଢ଼ିବାକୁ ଚେଷ୍ଟା କରିବେ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ।

ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ।

ଧନୁ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ସହ ହସ ଖୁସିରେ ସମୟ ବିତିବ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହୋଇପାରେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ।

କୁମ୍ଭ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ। ପେଟଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।

ମୀନ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ନୂଆ ବ୍ୟବସାୟ ଆରମ୍ଭ କରିବେ।

01 Apr 2025 By The Sakala

https://www.thesakala.in/horoscope/tuesday-horoscope-01-04-2025/article-39708
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp