ମଙ୍ଗଳବାର ରାଶିଫଳ ( ୦୫-୦୩-୨୦୨୪ )

The Sakala Picture
Published On

ମେଷ: ଆଶା କରିଥିବା ଦିଗରୁ ଧନପ୍ରାପ୍ତି ହେବ। କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ। ବରିଷ୍ଠ ଅଧିକାରୀ ପ୍ରଶଂସିତ କରିବେ । କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ବୃଷ: ଦିନଟି ମିଶ୍ରିିତଫଳ ପ୍ରଦାନ କରିବ। କାର୍ଯ୍ୟରେ ପଦୋନ୍ନତି ସମ୍ଭାବନା ଅଛି। ମନ ପ୍ରସନ୍ନ ରହିବ। ଛାତ୍ରଛାତ୍ରୀଙ୍କୁ ଶୁଭଫଳ ମିଳିବ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଘରେ ପୂଜାପାଠ ଆୟୋଜନ କରିବେ। ମିଥୁନ: ନିଜ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଧନ ବ୍ୟୟର […]

ମେଷ: ଆଶା କରିଥିବା ଦିଗରୁ ଧନପ୍ରାପ୍ତି ହେବ। କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ। ବରିଷ୍ଠ ଅଧିକାରୀ ପ୍ରଶଂସିତ କରିବେ । କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୩-୦୭-୨୦୨୬)

ବୃଷ: ଦିନଟି ମିଶ୍ରିିତଫଳ ପ୍ରଦାନ କରିବ। କାର୍ଯ୍ୟରେ ପଦୋନ୍ନତି ସମ୍ଭାବନା ଅଛି। ମନ ପ୍ରସନ୍ନ ରହିବ। ଛାତ୍ରଛାତ୍ରୀଙ୍କୁ ଶୁଭଫଳ ମିଳିବ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଘରେ ପୂଜାପାଠ ଆୟୋଜନ କରିବେ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୪-୦୭-୨୦୨୬ )

ମିଥୁନ: ନିଜ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଧନ ବ୍ୟୟର ଯୋଗ ରହିଛି। ବନ୍ଧୁଙ୍କ ସହିତ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ରାଜନୀତିରେ ସଫଳତା ମିଳିବ। ଆୟ ଅନୁସାରେ ବ୍ୟୟ ହେବ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୨୫-୦୭-୨୦୨୬)

କର୍କଟ: ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଉପଯୁକ୍ତ ସମୟ। ଗୁରୁଜନଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ନୂତନ ଯାନବାହନ କିଣିପାରନ୍ତି। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ସିଂହ: ବ୍ୟବସାୟକୁ ନେଇ ନୂଆ ଯୋଜନା କରିବେ। ନୂଆ ଲୋକଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଅଧିକ ଖର୍ଚ୍ଚାନ୍ତ ହେବେ। ଛାତ୍ରଛାତ୍ରୀ ବିଦେଶ ଯାତ୍ରା କରିବେ। ମହିଳାଙ୍କୁ ନୂତନ ଦାୟିତ୍ବ ମିଳିବ।

କନ୍ୟା: ବନ୍ଧୁଙ୍କ ସହାୟତାରେ ଆୟର ନୂଆ ମାର୍ଗ ଉନ୍ମୁକ୍ତ ହେବ। କଳା ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହୋଇପାରିେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମ ଜୀବନରେ ମଧୁରତା ଆସିବ।

ତୁଳା: ପୈତୃକ ସମ୍ପତ୍ତିରେ ବିବାଦ ଦେଖା ଦେବ। ପୂର୍ବରୁ କରିଥିବା ନିବେଶରୁ ଲାଭ ମିଳିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ।

ବିଛା: ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ପରିବାର ସହ କୌଣସି ସ୍ଥାନକୁ ବୁଲିବାକୁ ଯିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଆୟ ଅନୁସାରେ ବ୍ୟୟ ହେବ।

ଧନୁ: ଅର୍ଥ ସଞ୍ଚୟ କରିବେ। ଭବିଷ୍ୟତର କୌଣସି ଯୋଜନାକୁ ନେଇ ଚିନ୍ତାରେ ରହିବେ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। ଅତିଥି ସତ୍କାରରେ ଦିନ ବିତିବ।

ମକର: ସମୟ ପୂର୍ବରୁ କାର୍ଯ୍ୟ ଶେଷ କରିବେ। ସମସ୍ତ କାର୍ଯ୍ୟରେ ଗୁରୁଜନଙ୍କ ପରାମର୍ଶ ନେବା ଭଲ। କୋର୍ଟ କଚେରୀ ମାମଲାରେ ଛନ୍ଦି ହୋଇପାରନ୍ତି। ଜମି କିଣାବିକାକୁ ନେଇ ନୂଆ ଯୋଜନା କରିବେ।

କୁମ୍ଭ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଭଲ କରିେବ। ପଡ଼ୋଶୀଙ୍କ ସହ ମତାନ୍ତର ଦେଖା ଦେବ। ଅଚାନକ ଅର୍ଥ ମିଳିପାରେ। ଉଧାର ଦେଇଥିବା ଟଙ୍କା ଫେରିପାଇବାରେ ବିଳମ୍ବ ହେବ।

ମୀନ: ଚାକିରିଆଙ୍କୁ ନୂଆ ନିଯୁକ୍ତି ସମ୍ଭାବନା ଅଛି। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି। କଳି ଝଗଡ଼ା ଠାରୁ ଦୂରେଇ ରହିବା ଭଲ। ସକାରାତ୍ମକ ଚିନ୍ତାଧାରା ରଖନ୍ତୁ।

05 Mar 2024 By The Sakala

ମଙ୍ଗଳବାର ରାଶିଫଳ ( ୦୫-୦୩-୨୦୨୪ )

ମେଷ: ଆଶା କରିଥିବା ଦିଗରୁ ଧନପ୍ରାପ୍ତି ହେବ। କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ। ବରିଷ୍ଠ ଅଧିକାରୀ ପ୍ରଶଂସିତ କରିବେ । କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ।

ବୃଷ: ଦିନଟି ମିଶ୍ରିିତଫଳ ପ୍ରଦାନ କରିବ। କାର୍ଯ୍ୟରେ ପଦୋନ୍ନତି ସମ୍ଭାବନା ଅଛି। ମନ ପ୍ରସନ୍ନ ରହିବ। ଛାତ୍ରଛାତ୍ରୀଙ୍କୁ ଶୁଭଫଳ ମିଳିବ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଘରେ ପୂଜାପାଠ ଆୟୋଜନ କରିବେ।

ମିଥୁନ: ନିଜ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଧନ ବ୍ୟୟର ଯୋଗ ରହିଛି। ବନ୍ଧୁଙ୍କ ସହିତ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ରାଜନୀତିରେ ସଫଳତା ମିଳିବ। ଆୟ ଅନୁସାରେ ବ୍ୟୟ ହେବ।

କର୍କଟ: ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଉପଯୁକ୍ତ ସମୟ। ଗୁରୁଜନଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ନୂତନ ଯାନବାହନ କିଣିପାରନ୍ତି। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ସିଂହ: ବ୍ୟବସାୟକୁ ନେଇ ନୂଆ ଯୋଜନା କରିବେ। ନୂଆ ଲୋକଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଅଧିକ ଖର୍ଚ୍ଚାନ୍ତ ହେବେ। ଛାତ୍ରଛାତ୍ରୀ ବିଦେଶ ଯାତ୍ରା କରିବେ। ମହିଳାଙ୍କୁ ନୂତନ ଦାୟିତ୍ବ ମିଳିବ।

କନ୍ୟା: ବନ୍ଧୁଙ୍କ ସହାୟତାରେ ଆୟର ନୂଆ ମାର୍ଗ ଉନ୍ମୁକ୍ତ ହେବ। କଳା ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହୋଇପାରିେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମ ଜୀବନରେ ମଧୁରତା ଆସିବ।

ତୁଳା: ପୈତୃକ ସମ୍ପତ୍ତିରେ ବିବାଦ ଦେଖା ଦେବ। ପୂର୍ବରୁ କରିଥିବା ନିବେଶରୁ ଲାଭ ମିଳିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ।

ବିଛା: ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ପରିବାର ସହ କୌଣସି ସ୍ଥାନକୁ ବୁଲିବାକୁ ଯିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଆୟ ଅନୁସାରେ ବ୍ୟୟ ହେବ।

ଧନୁ: ଅର୍ଥ ସଞ୍ଚୟ କରିବେ। ଭବିଷ୍ୟତର କୌଣସି ଯୋଜନାକୁ ନେଇ ଚିନ୍ତାରେ ରହିବେ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। ଅତିଥି ସତ୍କାରରେ ଦିନ ବିତିବ।

ମକର: ସମୟ ପୂର୍ବରୁ କାର୍ଯ୍ୟ ଶେଷ କରିବେ। ସମସ୍ତ କାର୍ଯ୍ୟରେ ଗୁରୁଜନଙ୍କ ପରାମର୍ଶ ନେବା ଭଲ। କୋର୍ଟ କଚେରୀ ମାମଲାରେ ଛନ୍ଦି ହୋଇପାରନ୍ତି। ଜମି କିଣାବିକାକୁ ନେଇ ନୂଆ ଯୋଜନା କରିବେ।

କୁମ୍ଭ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଭଲ କରିେବ। ପଡ଼ୋଶୀଙ୍କ ସହ ମତାନ୍ତର ଦେଖା ଦେବ। ଅଚାନକ ଅର୍ଥ ମିଳିପାରେ। ଉଧାର ଦେଇଥିବା ଟଙ୍କା ଫେରିପାଇବାରେ ବିଳମ୍ବ ହେବ।

ମୀନ: ଚାକିରିଆଙ୍କୁ ନୂଆ ନିଯୁକ୍ତି ସମ୍ଭାବନା ଅଛି। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି। କଳି ଝଗଡ଼ା ଠାରୁ ଦୂରେଇ ରହିବା ଭଲ। ସକାରାତ୍ମକ ଚିନ୍ତାଧାରା ରଖନ୍ତୁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp