ମଙ୍ଗଳବାର ରାଶିଫଳ (୧୦-୦୯-୨୦୨୪)

The Sakala Picture
Published On

ମେଷ: ଆତ୍ମବିଶ୍ବାସ ହରାନ୍ତୁନି। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ସନ୍ତାନଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଉଚିତ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। ସମୟର ସଦୁପଯୋଗ କରିବେ। ବୃଷ: ବିନମ୍ରତା ସହ କଥାବାର୍ତ୍ତା କରନ୍ତୁ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ଅଟକି ଥିବା କାର୍ଯ୍ୟ ପୂରା ହେବ। କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଲାଭ ମିଳିବ। ବିପରୀତ ପରିସ୍ଥିତିକୁ ସାମନା କରିବେ । ମିଥୁନ: ପରିବାରରେ ହସଖୁସି ଲାଗି ରହିବ। ପ୍ରେମିକ-ପ୍ରେମିକାଙ୍କୁ ଦିନଟି ଶୁଭଫଳ ପ୍ରଦାନ କରିବ। ଭାବପ୍ରବଣ ହୋଇ କୌଣସି […]

ମେଷ: ଆତ୍ମବିଶ୍ବାସ ହରାନ୍ତୁନି। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ସନ୍ତାନଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଉଚିତ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। ସମୟର ସଦୁପଯୋଗ କରିବେ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

ବୃଷ: ବିନମ୍ରତା ସହ କଥାବାର୍ତ୍ତା କରନ୍ତୁ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ଅଟକି ଥିବା କାର୍ଯ୍ୟ ପୂରା ହେବ। କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଲାଭ ମିଳିବ। ବିପରୀତ ପରିସ୍ଥିତିକୁ ସାମନା କରିବେ ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

ମିଥୁନ: ପରିବାରରେ ହସଖୁସି ଲାଗି ରହିବ। ପ୍ରେମିକ-ପ୍ରେମିକାଙ୍କୁ ଦିନଟି ଶୁଭଫଳ ପ୍ରଦାନ କରିବ। ଭାବପ୍ରବଣ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

କର୍କଟ: ଅଫିସ୍‌ କର୍ମଚାରୀଙ୍କ ସହଯୋଗ ରହିବ। ବିଦ୍ୟାର୍ଥୀମାନେ ଆଶା ଅନୁଯାୟୀ ଫଳ ପାଇବେ । ଆୟ ବୃଦ୍ଧି ହେବ। ଅଯଥା କାମରେ ସମୟ ନଷ୍ଟ କରନ୍ତୁନି। ସମୟ ସହିତ ଖାପଖୁଆଇ ଚଳିବା ଭଲ।

ସିଂହ: ମନରେ ଶାନ୍ତି ଏବଂ ପ୍ରସନ୍ନତା ରହିବ। କାର୍ଯ୍ୟକ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ବାବସ୍ଥାକୁ ନେଇ ଚିନ୍ତାରେ ରହିପାରନ୍ତି। ସମାଜସେବାରେ ସମୟ ଦେବେ।

କନ୍ୟା: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। କୌଣସି ବନ୍ଧୁଙ୍କ ସହଯୋଗରେ କାମକୁ ପୂରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ।

ତୁଳା: ଯୋଜନା ମୁତାବକ କାର୍ଯ୍ୟ କରନ୍ତୁ। ପଡ଼ୋଶୀଙ୍କଠାରୁ ବିବାଦରୁ ଦୂରେଇ ରୁହନ୍ତୁ। ଭାଇ,ଭଉଣୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭ ମିଳିବ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ।

ବିଛା: ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ବିବାହକୁ ନେଇ ଶୁଭ ଖବର ମିଳିବ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଅତିଥି ସତ୍କାର ଯୋଗ ରହିଛି।

ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତାଙ୍କ ବିବାହରେ ସମସ୍ୟା ଉପୁଜିବ।

ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବଭାବରେ ପରିବର୍ତ୍ତନ ଆସିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ବୃଦ୍ଧି ପାଇବ। ରାଜନେତାଙ୍କ ପାଇଁ ଦିନଟି ଭଲ।

କୁମ୍ଭ: କର୍ମକ୍ଷେତ୍ରରେ କଠିନ ପରିସ୍ଥିତି ଦେଇ ଗତି କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ଉଧାର ମାଗିପାରନ୍ତି।

ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟାପାରରେ ଦିନଟି ଭଲରେ ବିତିବ। ସାବଧାନତା ର ସହିତ କାର୍ଯ୍ୟ କରନ୍ତୁ।

10 Sep 2024 By The Sakala

https://www.thesakala.in/horoscope/tuesday-horoscope-10-09-2024/article-35048
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp