ମନୋରଞ୍ଜନ
ଓଡ଼ିଶା
Tuesday Horoscope: ମଙ୍ଗଳବାର ରାଶିଫଳ (୧୧-୦୮-୨୦୨୬)
ମେଷ: କର୍ମଚଞ୍ଚଳ ରହିବେ। ମଧୁର କଥା କହି ପରକୁ ଆପଣାର କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅଫିସ୍ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ବୃଷ: ଧର୍ମକର୍ମ ପ୍ରତି ମନ ବଳିପାରେ। ଆୟ ଆଶାନୁରୂପ ହେବ। ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ପିତାମାତା ଚିନ୍ତିତ ରହିପାରନ୍ତି। ସାମାଜିକ କାର୍ଯ୍ୟରେ ସାମିଲ ରହିବେ।
ମିଥୁନ: ବ୍ୟବସାୟ ଲାଭଜନକ ହେବ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦାନ ଧର୍ମ କରନ୍ତୁ।
କର୍କଟ: ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଅଟକି ରହିଥିବା କାର୍ଯ୍ୟ ପୂରା ହୋଇପାରେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ପରୋପକାରୀ ହେବେ।
ସିଂହ: ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧନ ହେବ। ଅତିଥି ସତ୍କାର କରିପାରନ୍ତି। ଭାଇଭାଇଙ୍କ ମଧ୍ୟରେ ଭୁଲ୍ ବୁଝାମଣା ହୋଇପାରେ।
କନ୍ୟା: ଛାତ୍ରଛାତ୍ରୀମାନଙ୍କୁ ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। ଆୟ ଓ ବ୍ୟୟ ସମାନ ରହିବ। ଲୋକ ସମ୍ପର୍କ ବୃଦ୍ଧି ପାଇବ। ରାଜନୀତିରେ ସାମିଲ ହୋଇପାରନ୍ତି।
ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଅଚାନକ ଖୁସି ଖବର ପାଇବେ। ପିଲାମାନେ ଖେଳମନସ୍କ ହେବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଧୈର୍ଯ୍ୟ ରଖି କାମ କରନ୍ତୁ।
ବିଛା: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଯୋଜନା ମୁତାବକ କାମ କରିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ: ତରବରିଆ ଭାବେ ନିଷ୍ପତ୍ତି ନେବା ଅନୁଚିତ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ନିଜ ପାଇଁ ସମୟ ବାହାର କରିବେ। ସମାଜସେବାରେ ନିଜକୁ ନିୟୋଜିତ କରିବେ।
ମକର: ଦିନଟି ବ୍ୟସ୍ତ ଭିତରେ କଟିବ। ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭାଇଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇପାରେ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗିପାରନ୍ତି। ଆଇଟି କର୍ମଚାରୀଙ୍କୁ ସଫଳତା ମିଳିବ।
କୁମ୍ଭ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ବୈବାହିକ ଜୀବନ ସୁଖମୟ ହେବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ନିଜ ଲୋକ ଶତ୍ରୁ ସାଜିବେ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ।
ମୀନ: ଅଫିସ୍ ସହକର୍ମୀଙ୍କ ସହଯୋଗ ମିଳିପାରେ। ଯୋଜନା ମୁତାବକ କାମ କରିବେ । ନୂତନ ବ୍ୟବସାୟରୁ ଲାଭ ମିଳିପାରେ। ବିଦ୍ୟାର୍ଥୀ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।