Tuesday Horoscope: ମଙ୍ଗଳବାର ରାଶିଫଳ ( ୧୩-୦୧-୨୦୨୬ )

Madhusudan Das Picture
Published On

ମେଷ: ମନ ପ୍ରସନ୍ନ ରହିବ। ନେଣ-ଦେଣ ସମୟରେ ସତର୍କ ରୁହନ୍ତୁ। ଦୀର୍ଘଦିନରୁ ଅଟକିଥିବା କାମ ପୂରା ହେବ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ । ବୈବାହିକ ଜୀବନରେ ଚାଲିଥିବା ସମସ୍ୟାରୁ ମୁକ୍ତି ମିଳିବ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ ( ୦୮-୦୧-୨୦୨୬ )

ବୃଷ: ନୂତନ କାମ ଆରମ୍ଭ କରିବାକୁ ଭଲ ସମୟ। କୋର୍ଟ ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ବନ୍ଧୁଙ୍କଠାରୁ ଆର୍ଥିକ ସାହାଯ୍ୟ ପାଇବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ ( ୧୫-୦୧-୨୦୨୬ )

ମିଥୁନ: ଯାନବାହନ କିଣିବା ଯୋଗ ଅଛି। ପରିବାରକୁ ସମୟ ଦେବେ। ବ୍ୟବସାୟରେ କମ୍ ନିବେଶ କରି ଅଧିକ ଲାଭ ପାଇବେ। ପିଲାଙ୍କ ବଦମାସ ସ୍ବଭାବରେ ପିତାମାତା ବିରକ୍ତି ହୋଇପାରନ୍ତି। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୪-୦୧-୨୦୨୬)

କର୍କଟ: ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ସକାରାତ୍ମକ ଚିନ୍ତାଧାରା ସହିତ ଆଗକୁ ବଢ଼ିବେ। ବ୍ୟବସାୟ ଆରମ୍ଭ କରିବା ପାଇଁ ଗୁରୁଜନଙ୍କ ପରାମର୍ଶ ଲୋଡ଼ିବେ। 

ସିଂହ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ସମ୍ମାନ ହାନି ଯୋଗ। ଘରେ ପୂଜାପାଠ ଆୟୋଜନ କରିବେ। ସ୍ବାସ୍ଥ୍ୟପ୍ରତି ଅଧିକ ଯତ୍ନଶୀଳ ହୁଅନ୍ତୁ। ଅଭିବାହିତଙ୍କ ପାଇଁ ଉତ୍ତମ ପ୍ରସ୍ତାବ ଆସିପାରେ। 

କନ୍ୟା: ଧନପ୍ରାପ୍ତି ଯୋଗ ରହିଛି। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ବିଦେଶ ଯାତ୍ରା କରିପାରନ୍ତି। ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। 

ତୁଳା: ସମାଜସେବା ପ୍ରତି ଆଗ୍ରହ ବଢ଼ିବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ ଯାନବାହନ କିଣି ପାରନ୍ତି। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ସମସ୍ତ କାର୍ଯ୍ୟକୁ ପୂରା କରିବାରେ ସଫଳ ହେବେ।

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବିବାହ ସମସ୍ୟା ସମାଧାନ ହେବ। ଘରେ ପୂଜାପାଠ, ଭଜନକୀର୍ତ୍ତନ ଆୟୋଜନ କରିବେ। ମନରୁ ନକାରାତ୍ମକ ଚିନ୍ତାଧାରା ଦୂର ହେବ। 

ଧନୁ: ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କୌଣସି ନୂଆ କାମ ଆରମ୍ଭ କରିବେ। ନିବେଶରୁ କ୍ଷତି ସହିବାକୁ ପଡ଼ିପାରେ। 

ମକର: କର୍ମତତ୍ପର ରହିବେ। ଆଧ୍ୟାତ୍ମିକ ଦିଗରୁ ଦିନଟି ଭଲ। କର୍ମକ୍ଷେତ୍ରରେ କାମ ଚାପ ରହିବ। ଅନ୍‌ଲାଇନ୍‌ରେ କାମ କରୁଥିବା ଲୋକଙ୍କ ପାଇଁ ଦିନଟି ଭଲ।  ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

କୁମ୍ଭ: ବ୍ୟବସାୟରୁ ଆଶାଜନକ ଲାଭ ମିଳି ନ ପାରେ। ଚାକିରିରେ ବଦଳି ସମ୍ଭାବନା ଅଛି। ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ ଓ ନୂଆ ଯୋଜନା କରିବେ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ। 

ମୀନ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଦୂରସ୍ଥାନକୁ ବୁଲିବା ଯୋଜନା କରିବେ। ଧାର କରଜରୁ ନିବୃତ୍ତ ରହିବେ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp