Tuesday Horoscope: ମଙ୍ଗଳବାର ରାଶିଫଳ ( ୧୬-୦୬-୨୦୨୬ )
ମେଷ: ଅଟକି ଥିବା କାର୍ଯ୍ୟ ପୂରଣ କରିବେ। ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ଧନ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
ବୃଷ: ନୂତନ ବ୍ୟବସାୟରେ ନିବେଶ କରନ୍ତୁ, ସମୟ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥଙ୍କଠାରୁ ପ୍ରଶଂସିତ ହେବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିବେ।
ମିଥୁନ: ଆର୍ଥିକ ମାମଲାରେ ସାବଧାନ ରହିବେ। କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।
କର୍କଟ: ମନ ଭିତରେ ଯାହା କିଛି ଭାବୁଛନ୍ତି ତାହାକୁ ପ୍ରକାଶ କରନ୍ତୁ। ସାହିତ୍ୟ ସମାବେଶରେ ପ୍ରଶଂସିତ ହେବେ। ସମୟର ସଦୁପଯୋଗ କରନ୍ତୁ। ମାତାପିତାଙ୍କ କଥାକୁ ପାଳନ କରନ୍ତୁ।
ସିଂହ: ଆୟ ଅନୁସାରେ ବ୍ୟୟ ହେବ। ଅକସ୍ମାତ୍ ଧନ ଲାଭ ଯୋଗ ରହିଛି। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ଜୀବନସାଥୀଙ୍କ ଠାରୁ ମୂଲ୍ୟବାନ ଉପହାର ପାଇପାରନ୍ତି।
କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍କୁ ପୂରା କରନ୍ତୁ। ନୂତନ ଯାନବାହନ କ୍ରୟ କରିପାରନ୍ତି। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।।
ତୁଳା: ଦିନଟି ବହୁତ ଭଲରେ କଟିବ। ବ୍ୟକ୍ତିଗତ ମାମଲା ବିଷୟରେ ପରିବାର ଲୋକଙ୍କ ସହ ଆଲୋଚନା କରନ୍ତୁ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଭଲ ସମୟ।
ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପିଲାମାନେ ଖେଳକୁଦରେ ସମୟ ବିତାଇବେ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।
ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ପାଇପାରନ୍ତି। ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ।
ମକର: ବିଦ୍ୟାର୍ଥୀଙ୍କ ପ୍ରତିଭା ପ୍ରସ୍ଫୁଟିତ ହେବ। ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ଦିନଟି ବେଶ୍ ହସଖୁସିରେ ବିତିବ।
କୁମ୍ଭ: ଅଚାନକ ମନରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକିପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।
ମୀନ: ଜମି କିଣାବିକା ଯୋଗ ରହିଛି। ଅଧିକ ଲାଭ ପାଇବା ଆଶାରେ ଭୁଲ୍ କରନ୍ତୁନି। ପାରିବାରିକ ସମସ୍ୟା ସମାଧାନ ହେବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।