ମଙ୍ଗଳବାର ରାଶିଫଳ ( ୧୭-୦୮-୨୦୨୧ )

ମେଷ:କୌଣସି କାର୍ଯ୍ୟରେ ଆବଦ୍ଧ ରହିବେ। ସାଂସାରିକ ହତୋତ୍ସାହ ଓ ଚିନ୍ତାରେ ରହିବେ। ଚାକିରିରେ ଶତ୍ରୁବୃଦ୍ଧି ହେବେ।ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତି ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍ ବୃଷ:ଦିନଟି ସୁଖଶାନ୍ତି ଭିତରେ କଟିବ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। କଳା,ବିଜ୍ଞାନ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍ ମିଥୁନ:ଦୁଃସାହସିକ ଭିତ୍ତିରେ କର୍ମ କରିବେ। ରାଜନୀତିରେ ଶତ୍ରୁମାନେ ପ୍ରଶମିତ ହେବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍ […]

ମେଷ:କୌଣସି କାର୍ଯ୍ୟରେ ଆବଦ୍ଧ ରହିବେ। ସାଂସାରିକ ହତୋତ୍ସାହ ଓ ଚିନ୍ତାରେ ରହିବେ। ଚାକିରିରେ ଶତ୍ରୁବୃଦ୍ଧି ହେବେ।ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତି ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ବୃଷ:ଦିନଟି ସୁଖଶାନ୍ତି ଭିତରେ କଟିବ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। କଳା,ବିଜ୍ଞାନ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମିଥୁନ:ଦୁଃସାହସିକ ଭିତ୍ତିରେ କର୍ମ କରିବେ। ରାଜନୀତିରେ ଶତ୍ରୁମାନେ ପ୍ରଶମିତ ହେବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କର୍କଟ:ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ସିଂହ:ଦିନଟି ପ୍ରତିକୂଳ ଦେଇ କାର୍ଯ୍ୟ ସମ୍ପନ୍ନ କରିବେ। ଚାକିରିରେ ଅସହଯୋଗ ରହିବ। ମହିଳାମାନେ ଆଳସ୍ୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

କନ୍ୟା:ଦିନଟି ବିଜୟ ଉଲ୍ଲାସ ଭିତରେ କଟିବ। ପ୍ରଶାସନିକ ସକ୍ରିୟ ରହିବେ। ମହିଳାମାନେ ଆଦରଣୀୟା ହେବେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

ତୁଳା:ଆର୍ଥିକ ସ୍ଥିତିର ସୁଧାର ଆସିବ। ପଡ଼ୋଶୀଙ୍କ ସହ ଭଲ ସମ୍ପର୍କ ରହିବ। ଚାକିରିରେ ନିଷ୍ଠାପର ରହିବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ବିଛା:ଦିନଟିରେ ହସଖୁସିର ଆସର ଜମିପାରେ। ମହିଳାମାନେ ପରିଶ୍ରମୀ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶିଳ୍ପ ଓ ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଧନୁ:କର୍ମକ୍ଷେତ୍ର ସମସ୍ୟା ବହୁଳ ରହିବ। ସାଂସାରିକ ଭୁଲ୍‌ ବୁଝାମଣା ରହିବ।ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ମକର:ବିଭିନ୍ନ ଦିଗରୁ ଆୟ ହେବ।ସାଂସାରିକ ସୁଖସମୃଦ୍ଧି ପ୍ରାପ୍ତି ହେବ। ରାଜନୀତିରେ ସୁନାମ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

କୁମ୍ଭ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ପ୍ରଶାସନିକ ଓ ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମୀନ:ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ସାଂସାରିକ ସଂସ୍କୃତି ବୃଦ୍ଧି ପାଇବ। ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

About The Author: The Sakala