ମଙ୍ଗଳବାର ରାଶିଫଳ (୨୧-୧୨-୨୦୨୧)

The Sakala Picture
Published On

ମେଷ: କର୍ମକ୍ଷେତ୍ରରେ ସ୍ଵାଧୀନତା ରହିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ । ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ- ମେରୁନ୍ ବୃଷ: ଦିନଟିରେ କର୍ମଚଞ୍ଚଳ ରହିବେ। ଚାକିରିରେ ନିଷ୍ଠା ରହିବ। ମହିଳାମାନେ ପରିଶ୍ରମୀ ହେବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ଲାଭଜନକ ରହିବ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା […]

ମେଷ: କର୍ମକ୍ଷେତ୍ରରେ ସ୍ଵାଧୀନତା ରହିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ । ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ- ମେରୁନ୍

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

ବୃଷ: ଦିନଟିରେ କର୍ମଚଞ୍ଚଳ ରହିବେ। ଚାକିରିରେ ନିଷ୍ଠା ରହିବ। ମହିଳାମାନେ ପରିଶ୍ରମୀ ହେବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ଲାଭଜନକ ରହିବ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୬-୦୩-୨୦୨୬ )

ମିଥୁନ: କର୍ମକ୍ଷେତ୍ରରେ ସୁଖସନ୍ତୋଷ ପ୍ରାପ୍ତି ହେବ। ଚାକିରିରେ ସହଯୋଗ ପାଇବେ | ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଶୁଭ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

କର୍କଟ: ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ମହିଳାମାନେ ଚିନ୍ତାରେ ରହିବେ। ଜାଣିରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଗୋଲାପି

ସିଂହ: ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ସ୍ବାଧୀନ ରହିବେ। ପ୍ରଶାସନିକ ଧନ ସମ୍ମାନ ପ୍ରାପ୍ତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ହଳଦିଆ ।

କନ୍ୟା: କର୍ମକ୍ଷେତ୍ରର ପରିସର ବୃଦ୍ଧିପାଇବ। ମହିଳାମାନେ ଆମ୍ ନିର୍ଭରଶୀଳ ହେବେ। ଚାକିରିରେ ପଦମର୍ଯ୍ୟାଦା ପ୍ରାପ୍ତି ହୋଇପାରେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ମନ ମୁତାବକ ଫଳ ପାଇବେ । ଶୁଭିଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍।

ତୁଳା: ସମାଜରେ ସମ୍ମାନିତ ହେବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ |

ବିଛା: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ଚାକିରିରେ ଶତ୍ରବୃଦ୍ଧି ହେବେ | ମହିଳାମାନେ ହତାଦର ହେବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।

ଧନୁ: ବିଭିନ୍ନ ଉପାୟରେ ଉପାର୍ଜନ ହେବେ। ଚାକିରିରେ ପଦୋନ୍ନତି ହୋଇପାରେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସନ୍ତୋଷଜନକ ରହିବ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ ।

ମକର: ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ଚାକିରିରେ ନିଷ୍ଠା ରହିବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍ |

କୁମ୍ଭ: କର୍ମକ୍ଷେତ୍ରରେ ପ୍ରତିକୂଳତା ରହିବ। ଚାକିରିରେ ଅବହେଳା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍ |

ମୀନ: ବନ୍ଧୁ ସହଯୋଗ ପାଇ ଆଗେଇ ଚାଲିବେ। ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଭ୍ରମଣପ୍ରିୟ ହେବେ । ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ | ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା ।

21 Dec 2021 By The Sakala

https://www.thesakala.in/horoscope/tuesday-horoscope-21-12-2021/article-7762
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp