ମନୋରଞ୍ଜନ
Tuesday Horoscope: ମଙ୍ଗଳବାର ରାଶିଫଳ ( ୦୨-୦୬-୨୦୨୬ )
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ଅଫିସ୍ରେ ସହକର୍ମୀଙ୍କ ସହଯୋଗ ମିଳିପାରେ। ସାହିତ୍ୟ ପ୍ରତି ରୁଚି ବଢ଼ିବ। ଲୋକସମ୍ପର୍କ ବୃଦ୍ଧି ପାଇବ।
ବୃଷ: ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ। ଆୟ ବ୍ୟୟ ସମାନ ରହିବ। ଧାର୍ମିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି। ବ୍ୟବସାୟକୁ ନେଇ ଚିନ୍ତାରେ ରହିବେ। ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ।
ମିଥୁନ: ଦିନଟି ବ୍ୟସ୍ତ ଭିତରେ ଅତିବାହିତ ହେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ନାଚ, ଗୀତରେ ପ୍ରଶଂସା ମିଳିବ।
କର୍କଟ: ଆଶା କରିଥିବା ଦିଗରୁ ଧନ ମିଳିପାରେ। ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଇଚ୍ଛା ମୁତାବକ କାମ କରିବେ।
ସିଂହ: ଯୋଜନା ଅନୁଯାୟୀ କାମ କରିବେ। ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ।
କନ୍ୟା: ମାନ ସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଲାଭ ମିଳିବ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ।
ତୁଳା: ଅଚାନକ ଖୁସି ଖବର ମିଳିପାରେ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟାର ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।
ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଅଫିସ୍ କାମରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ନିଜ ଲୋକ ଶତ୍ରୁ ସାଜିବେ। ସଙ୍ଗୀତ ପ୍ରତି ରୁଚି ବଢ଼ିବ।
ଧନୁ: ଆଶା କରିଥିବା ଦିଗରୁ ନିରାଶ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଗୁରୁଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିପାରନ୍ତି। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ।
ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିପାରେ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଅନୁକୂଳ ସମୟ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ମଜାମସ୍ତିରେ ଦିନଟି ଅତିବାହିତ ହେବ।
ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବିଭିନ୍ନ କାରଣରୁ ମନ ଭଲ ରହି ନ ପାରେ । ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି।