Tuesday Horoscope: ମଙ୍ଗଳବାର ରାଶିଫଳ ( ୦୫-୦୫-୨୦୨୬ )

Madhusudan Das Picture
Published On

ମେଷ: ଦିନଟି ଶୁଭଫଳ ପ୍ରଦାନ କରିବ। ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ସତର୍କ ରୁହନ୍ତୁ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନୂଆ ପ୍ରୋଜେକ୍ଟ ଆରମ୍ଭ କରିବା ପାଇଁ ଅନୁକୂଳ ସମୟ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୨୯-୦୪-୨୦୨୬)

ବୃଷ: ବରିଷ୍ଠ ଅଧିକାରୀ କାର୍ଯ୍ୟ ପାଇଁ ପ୍ରଶଂସା କରିପାରନ୍ତି। ଦିନଟି ମଜାମସ୍ତିରେ ବିତିବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ। ଧାର କରଜରୁ ଦୂରେଇ ରହିବେ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୩୦-୦୪-୨୦୨୬)

ମିଥୁନ: ଅଚାନକ ଶୁଭ ଖବର ପାଇବେ।  ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ପୁରୁଣା ବ୍ୟବସାୟରୁ ଲାଭ ମିଳିପାରେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ।  

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ମାନସିକ ଶାନ୍ତି ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଲୋକସମ୍ପର୍କ ବୃଦ୍ଧି ପାଇପାରେ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ।  ବନ୍ଧୁଙ୍କୁ ଆର୍ଥିକ ସାହାଯ୍ୟ କରିବେ। ମନ ପ୍ରସନ୍ନ ରହିବ।  

ସିଂହ: ନୂତନ ବ୍ୟବସାୟ ପାଇଁ ଧାର କରଜ କରିପାରନ୍ତି।  ଛାତ୍ରଛାତ୍ରୀଙ୍କୁ କଠିନ ପରିଶ୍ରମର ଉଚିତ ଫଳ ମିଳିବ। ଅଫିସ୍‌ କାର୍ଯ୍ୟରେ ସଫଳତା ଲାଭ କରିବେ। ଦାନ ଧର୍ମ କରନ୍ତୁ।   

କନ୍ୟା: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ବନ୍ଧୁ ମିଳନରେ ଯୋଗ ଦେବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ବହୁତ ଭଲ। ଆର୍ଥିକ ସ୍ଥିତିରେ ସୁଧାର ହେବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। 

ତୁଳା: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଦୂର ସମ୍ପର୍କୀୟଙ୍କ ସହିତ ଭେଟ ହୋଇପାରେ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ଦାନ ଧର୍ମ କରନ୍ତୁ। 

ବିଛା: ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହ ସେୟାର କରନ୍ତୁନି। ନୂତନ ଯାନବାହନ କିଣିବା ଯୋଗ ଅଛି। ମାନ ସମ୍ମାନ ବୃଦ୍ଧି ପାଇବ। ମାନସିକ ଶାନ୍ତି ପାଇଁ  ପ୍ରାଣାୟମ କରନ୍ତୁ।  

ଧନୁ: ଅପ୍ରିୟ ସତ କହି ସମସ୍ୟାରେ ପଡ଼ି ପାରନ୍ତି। ବ୍ୟସ୍ତତା ଭିତରେ ଦିନ କଟିବ। ନିଜକୁ ସମୟ ଦିଅନ୍ତୁ। ପରିଶ୍ରମ ଅନୁଯାୟୀ ଫଳ ମିଳିବ ନାହିଁ। ବ୍ୟବହାରରେ ସଂଯମତା ରକ୍ଷା କରିବେ। 

ମକର: ଅଫିସ୍‌ରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରିବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଦୀର୍ଘଦିନର କାମ ପୂରା କରିବେ। କୌଣସି କଥା ମନକୁ ବିଚଳିତ କରିପାରେ। ପୂଜାର୍ଚ୍ଚନା କରନ୍ତୁ। 

କୁମ୍ଭ: ଦିନଟି ହସଖୁସିରେ ଅତିବାହିତ କରିବେ। ଜୀବନସାଥୀଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ବଢ଼ିପାରେ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁନି। 

ମୀନ: କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ବ୍ୟବସାୟରେ ଉନ୍ନତି ହେବ। ଅଫିସ୍‌ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ପଡୋଶୀଙ୍କ ସହିତ ମନୋମାଳିନ୍ୟ ହୋଇପାରେ। ବୈବାହିକ ଜୀବନ ସୁଖମୟ ହେବ।  

05 May 2026 By Madhusudan Das

Tuesday Horoscope: ମଙ୍ଗଳବାର ରାଶିଫଳ ( ୦୫-୦୫-୨୦୨୬ )

ମେଷ: ଦିନଟି ଶୁଭଫଳ ପ୍ରଦାନ କରିବ। ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ସତର୍କ ରୁହନ୍ତୁ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନୂଆ ପ୍ରୋଜେକ୍ଟ ଆରମ୍ଭ କରିବା ପାଇଁ ଅନୁକୂଳ ସମୟ। 

ବୃଷ: ବରିଷ୍ଠ ଅଧିକାରୀ କାର୍ଯ୍ୟ ପାଇଁ ପ୍ରଶଂସା କରିପାରନ୍ତି। ଦିନଟି ମଜାମସ୍ତିରେ ବିତିବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ। ଧାର କରଜରୁ ଦୂରେଇ ରହିବେ। 

ମିଥୁନ: ଅଚାନକ ଶୁଭ ଖବର ପାଇବେ।  ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ପୁରୁଣା ବ୍ୟବସାୟରୁ ଲାଭ ମିଳିପାରେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ।  

କର୍କଟ: ମାନସିକ ଶାନ୍ତି ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଲୋକସମ୍ପର୍କ ବୃଦ୍ଧି ପାଇପାରେ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ।  ବନ୍ଧୁଙ୍କୁ ଆର୍ଥିକ ସାହାଯ୍ୟ କରିବେ। ମନ ପ୍ରସନ୍ନ ରହିବ।  

ସିଂହ: ନୂତନ ବ୍ୟବସାୟ ପାଇଁ ଧାର କରଜ କରିପାରନ୍ତି।  ଛାତ୍ରଛାତ୍ରୀଙ୍କୁ କଠିନ ପରିଶ୍ରମର ଉଚିତ ଫଳ ମିଳିବ। ଅଫିସ୍‌ କାର୍ଯ୍ୟରେ ସଫଳତା ଲାଭ କରିବେ। ଦାନ ଧର୍ମ କରନ୍ତୁ।   

କନ୍ୟା: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ବନ୍ଧୁ ମିଳନରେ ଯୋଗ ଦେବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ବହୁତ ଭଲ। ଆର୍ଥିକ ସ୍ଥିତିରେ ସୁଧାର ହେବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। 

ତୁଳା: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଦୂର ସମ୍ପର୍କୀୟଙ୍କ ସହିତ ଭେଟ ହୋଇପାରେ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ଦାନ ଧର୍ମ କରନ୍ତୁ। 

ବିଛା: ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହ ସେୟାର କରନ୍ତୁନି। ନୂତନ ଯାନବାହନ କିଣିବା ଯୋଗ ଅଛି। ମାନ ସମ୍ମାନ ବୃଦ୍ଧି ପାଇବ। ମାନସିକ ଶାନ୍ତି ପାଇଁ  ପ୍ରାଣାୟମ କରନ୍ତୁ।  

ଧନୁ: ଅପ୍ରିୟ ସତ କହି ସମସ୍ୟାରେ ପଡ଼ି ପାରନ୍ତି। ବ୍ୟସ୍ତତା ଭିତରେ ଦିନ କଟିବ। ନିଜକୁ ସମୟ ଦିଅନ୍ତୁ। ପରିଶ୍ରମ ଅନୁଯାୟୀ ଫଳ ମିଳିବ ନାହିଁ। ବ୍ୟବହାରରେ ସଂଯମତା ରକ୍ଷା କରିବେ। 

ମକର: ଅଫିସ୍‌ରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରିବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଦୀର୍ଘଦିନର କାମ ପୂରା କରିବେ। କୌଣସି କଥା ମନକୁ ବିଚଳିତ କରିପାରେ। ପୂଜାର୍ଚ୍ଚନା କରନ୍ତୁ। 

କୁମ୍ଭ: ଦିନଟି ହସଖୁସିରେ ଅତିବାହିତ କରିବେ। ଜୀବନସାଥୀଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ବଢ଼ିପାରେ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁନି। 

ମୀନ: କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ବ୍ୟବସାୟରେ ଉନ୍ନତି ହେବ। ଅଫିସ୍‌ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ପଡୋଶୀଙ୍କ ସହିତ ମନୋମାଳିନ୍ୟ ହୋଇପାରେ। ବୈବାହିକ ଜୀବନ ସୁଖମୟ ହେବ।  

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp