Tuesday Horoscope: ମଙ୍ଗଳବାର ରାଶିଫଳ ( ୦୬-୦୧-୨୦୨୬ )

Madhusudan Das Picture
Published On

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଶୁଭ ଖବର ମିଳିପାରେ। ପରିବାର ସଦସ୍ୟଙ୍କ ସହିତ ସମୟ ବିତାଇବେ।  ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ବୃଷ: ଆର୍ଥିକ ଦୃଷ୍ଟିକୋଣରୁ ଦିନଟି ଭଲ ରହିବ। ଭାଗ୍ୟ ଆପଣଙ୍କୁ ପୁରା ସାଥ୍‌ ଦେବ। ମାତାପିତାଙ୍କ ଆଶୀର୍ବାଦରୁ ଅଟକିଥିବା କାମ ପୂରା ହେବ। ଦୂରସ୍ଥାନକୁ ବୁଲିବାକୁ ଯାଇପାରନ୍ତି। 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୦୯-୦୩-୨୦୨୬ )

ମିଥୁନ: ଆଶା କରିଥିବା ଦିଗରୁ ଅର୍ଥ ମିଳିପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆଣ୍ଠୁଗଣ୍ଠି ସମସ୍ୟା ଭୋଗି ପାରନ୍ତି। ରାଜନେତାଙ୍କ ପାଇଁ ଦିନଟି ଭଲ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। 

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

କର୍କଟ: ଦୀର୍ଘ ଦିନରୁ ଅଟକିଥିବା କାମ ପୂରା ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ନୂତନ ବ୍ୟବସାୟ ପାଇଁ ଭଲ ସମୟ।   ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: ଆଜି ଦିନଟି ଆପଣଙ୍କୁ ମିଶ୍ରିତଫଳ ପ୍ରଦାନ କରିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଫିସ୍‌ କାମ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। 

କନ୍ୟା: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡୋଶୀଙ୍କ ସହ ସୁସମ୍ପର୍କ ବୃଦ୍ଧି ପାଇବ। ବନ୍ଧୁମିଳନ ଯୋଗ ରହିଛି। କିଛି ନୂଆ କରିବାକୁ ଚିନ୍ତା କରିବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। 

ତୁଳା: ପରିବାର ସଦସ୍ୟଙ୍କ ସହ ମଜାମସ୍ତି କରିବେ। ସରକାରୀ ଚାକିରିଆଙ୍କ ପାଇଁ ଦିନଟି ଭଲ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ସଫଳତା ପାଇଁ କଠିନ ପରିଶ୍ରମ କରିବେ। 

ବିଛା: ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଆଶା କରିଥିବା ଦିଗରୁ ଲାଭବାନ ହେବେ। 

ଧନୁ: ଦିନଟି ବ୍ୟସ୍ତଭିତରେ କଟିବ। ଶାରୀରିକ ସମସ୍ୟା ଦେଖା ଦେଇପାରେ।  ପ୍ରିୟଜନଙ୍କ କଥା ଦୁଃଖ ଦେବ। ବନ୍ଧୁଙ୍କ ସହିତ ଦୂର ସ୍ଥାନ ବୁଲିବାକୁ ଯାଇପାରନ୍ତି। ପୁରୁଣା ନିବେଶରୁ ଲାଭ ମିଳିବ।

ମକର: ଆଜି ଦିନଟି ଆପଣଙ୍କୁ ମିଶ୍ରିତଫଳ ପ୍ରଦାନ କରିବ। ପିଲାମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ଇଚ୍ଛା ମୁତାବକ କାମ କରନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। 

କୁମ୍ଭ: ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବେ। ଅନ୍ୟକୁ ସାହାଯ୍ୟର ହାତ ବଢ଼ାଇ ପ୍ରଶଂସିତ ହୋଇପାରନ୍ତି। ଅଟକିଥିବା କାମ ପୂରା ହେବ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। 

ମୀନ: ଦିନଟି ଉତ୍ସାହପୂର୍ଣ୍ଣ ରହିବ। ଅଟକିଥିବା କାମ ପୂରା ହେବ। ଅଚାନକ ଖୁସି ଖବର ପାଇପାରନ୍ତି। ଅଫିସ୍‌ରେ  ଭାବିଚିନ୍ତି କଥା କୁହନ୍ତୁ। ପୁରୁଣା ବନ୍ଧୁଙ୍କ ସହ ଦୀର୍ଘ ବର୍ଷ ପରେ ସାକ୍ଷାତ ହେବ। 

06 Jan 2026 By Madhusudan Das

https://www.thesakala.in/horoscope/tuesday-horoscope-6th-jan-2026/article-43936
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp