Tuesday Horoscope: ମଙ୍ଗଳବାର ରାଶିଫଳ (୦୭-୦୭-୨୦୨୬)

Madhusudan Das Picture
Published On

ମେଷ: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୪-୦୭-୨୦୨୬)

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁନି। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ମାନ ସମ୍ମାନ ବୃଦ୍ଧି ପାଇବ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ପୈତୃକ ସମ୍ପତ୍ତିକୁ ନେଇ ଭାଇ-ଭାଇଙ୍କ ମଧ୍ୟରେ ବିବାଦ ହୋଇପାରେ।  

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୬-୦୭-୨୦୨୬)

କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଲୋକ ସମ୍ପର୍କ ବୃଦ୍ଧି ପାଇବ। 

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିପାରନ୍ତି। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ଅତିଥି ସତ୍କାର କରିପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ନିଜ ଲୋକ ଶତ୍ରୁ ସାଜିପାରନ୍ତି।

କନ୍ୟା: ଆର୍ଥିକ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ହୋଇପାରେ। ଧୈର୍ଯ୍ୟ ରଖି ଚାଲନ୍ତୁ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ବଢ଼ିପାରେ। ଦାନ ଧର୍ମ କରିବେ।  

ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାରା ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି। 

ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେଇପାରେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। 

ଧନୁ: ମହିଳାମାନେ ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିପାରନ୍ତି। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। 

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। ଯୋଜନା ମୁତାବକ କାର୍ଯ୍ୟ କରିବେ।  

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିପାରେ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। 

ମୀନ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ବ୍ୟବସାୟରେ ବାଧା ଆସିପାରେ । ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। 

07 Jul 2026 By Madhusudan Das

Tuesday Horoscope: ମଙ୍ଗଳବାର ରାଶିଫଳ (୦୭-୦୭-୨୦୨୬)

ମେଷ: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ।

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁନି। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ମାନ ସମ୍ମାନ ବୃଦ୍ଧି ପାଇବ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ।

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ପୈତୃକ ସମ୍ପତ୍ତିକୁ ନେଇ ଭାଇ-ଭାଇଙ୍କ ମଧ୍ୟରେ ବିବାଦ ହୋଇପାରେ।  

କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଲୋକ ସମ୍ପର୍କ ବୃଦ୍ଧି ପାଇବ। 

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିପାରନ୍ତି। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ଅତିଥି ସତ୍କାର କରିପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ନିଜ ଲୋକ ଶତ୍ରୁ ସାଜିପାରନ୍ତି।

କନ୍ୟା: ଆର୍ଥିକ ସମସ୍ୟା ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ହୋଇପାରେ। ଧୈର୍ଯ୍ୟ ରଖି ଚାଲନ୍ତୁ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ବଢ଼ିପାରେ। ଦାନ ଧର୍ମ କରିବେ।  

ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାରା ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି। 

ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେଇପାରେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। 

ଧନୁ: ମହିଳାମାନେ ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିପାରନ୍ତି। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। 

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। ଯୋଜନା ମୁତାବକ କାର୍ଯ୍ୟ କରିବେ।  

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିପାରେ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। 

ମୀନ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ବ୍ୟବସାୟରେ ବାଧା ଆସିପାରେ । ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp