ମଙ୍ଗଳବାର ରାଶିଫଳ ( ୧୨-୦୮-୨୦୨୫ )
ମେଷ: କୋର୍ଟକଚେରୀ ମାମଲାରୁ ଆଶ୍ବସ୍ତି ମିଳିପାରେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତଯୋଗ ରହିଛି। ମହିଳାମାନେ ଆଳସ୍ୟତା ଅନୁଭବ କରିବେ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି। ବୃଷ: ବିଭିନ୍ନ କାର୍ଯ୍ୟରୁ ସଫଳତା ମିଳିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ପରିବାରର ସହାୟତା ପାଇବେ । ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଏତେ ଭଲ ନୁହେଁ। ମିଥୁନ: କୌଣସି ଜରୁରି କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଦାମ୍ପତ୍ୟ ଜୀବନରେ ସମନ୍ୱୟ ରହିବ। ଜୀବନରେ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ସନ୍ତାନଙ୍କ […]
ମେଷ: କୋର୍ଟକଚେରୀ ମାମଲାରୁ ଆଶ୍ବସ୍ତି ମିଳିପାରେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତଯୋଗ ରହିଛି। ମହିଳାମାନେ ଆଳସ୍ୟତା ଅନୁଭବ କରିବେ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି।
ବୃଷ: ବିଭିନ୍ନ କାର୍ଯ୍ୟରୁ ସଫଳତା ମିଳିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ପରିବାରର ସହାୟତା ପାଇବେ । ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଏତେ ଭଲ ନୁହେଁ।
ମିଥୁନ: କୌଣସି ଜରୁରି କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଦାମ୍ପତ୍ୟ ଜୀବନରେ ସମନ୍ୱୟ ରହିବ। ଜୀବନରେ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ସନ୍ତାନଙ୍କ ସହ ମୂଲ୍ୟବାନ ସମୟ କଟାଇବେ।
କର୍କଟ: ପରିବାର ସମ୍ବନ୍ଧରେ ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ। ଆର୍ଥିକ ଉନ୍ନତି ପାଇଁ ନୂଆ ଉପାୟ ମିଳିବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। ପଡୋଶୀଙ୍କ ସହ ଭୁଲ୍ବୁଝାମଣା ହୋଇପାରେ।
ସିଂହ: ଗୁରୁଜନଙ୍କ ପରାମର୍ଶ ନେଇ କାମ ଆରମ୍ଭ କରିବେ। ବ୍ୟବସାୟରେ ସଫଳତା ପାଇବେ। ଦୂରଯାତ୍ରା ପାଇଁ ସୁଯୋଗ ରହିଛି। ପିଲାମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।
କନ୍ୟା: କ୍ୟାରିୟର ପାଇଁ ନୂତନ ଦିଗ ପାଇବେ। କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।
ତୁଳା: କୌଣସି କାର୍ଯ୍ୟରେ ସଫଳତା ନପାଇ ନିରାଶ ରହିପାରନ୍ତି। ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ଗ୍ରହଣ କରିପାରିବେ। ନୂତନ ଜମିକ୍ରୟ କରିପାରନ୍ତି।
ବିଛା: ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଅବନତି ଦେଖାଦେଇପାରେ। ମାନସିକ ଅବସାଦ ବଢ଼ିବ। ପରୀକ୍ଷାର୍ଥୀଙ୍କ ପାଇଁ ଦିନଟି ବହୁତ ଭଲ।
ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ଆର୍ଥିକ ଲାଭ ପାଇବାର କିଛି ସୁଯୋଗ ପାଇବେ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ଆଗକୁ ବଢ଼ିବ।
ମକର: ପରିବାର ସହିତ ଆନନ୍ଦଭରା ସମୟକୁ ଅତିବାହିତ କରିବେ। ମହିଳାମାନେ ସ୍ବାଭିମାନୀ ହୋଇ କାର୍ଯ୍ୟ କରିବେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
କୁମ୍ଭ: କର୍ମସ୍ଥଳୀରେ କିଛି ନୂତନ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ସୁଯୋଗର ସଠିକ୍ ଉପଯୋଗ କରିବେ। ଦୀର୍ଘ ଦିନର ଆଶା ପୂରଣ ହୋଇପାରେ। ଉଧାର ଟଙ୍କା ଫେରିପାଇବେ।
ମୀନ: ସ୍ବଭାବରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରୁ ବିଜୟୀ ହେବେ। ଉଧାର ଟଙ୍କା ଫେରି ପାଇବେ।