ମେଷ: କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଦୂର ଯାତ୍ରା ଯୋଗ ରହିଛି। ପୁରୁଣା ସମସ୍ୟାର ସମାଧାନ ହେବ। ଜୀବନସାଥୀଙ୍କ ସହଯୋଗ ମିଳିପାରେ। ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବୃଷ: ପାରିବାରିକ ସମସ୍ୟା ଦେଖା ଦେଇପାରେ। ଧନ ପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆୟ କମ୍ ହେବ ଏବଂ ଖର୍ଚ୍ଚ ବଢ଼ିବ। ପ୍ରେମ ସମ୍ପର୍କ ସୁଖମୟ ହେବ। ପୁରୁଣା କଥା ଚିନ୍ତା ବଢ଼ାଇପାରେ।
ମିଥୁନ: ଆୟରେ ଉନ୍ନତି ପରିଲକ୍ଷିତ ହେବ। ଋଣ ସମସ୍ୟା ସମାଧାନ ହେବ। କାର୍ଯ୍ୟସ୍ଥଳରେ ବରିଷ୍ଠଙ୍କ ସହଯୋଗ ମିଳିପାରେ। ସାମାଜିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।
କର୍କଟ: କୌଣସି କଥାକୁ ନେଇ ଚିନ୍ତାରେ ରହିବେ। କାର୍ଯ୍ୟରେ ସଫଳତା ମିଳିବ। ଧନ ପ୍ରାପ୍ତି ଯୋଗ ରହିଛି। ଦିନଟି ବ୍ୟସ୍ତତା ଭିତରେ ବିତିବ। ବିଦ୍ୟାର୍ଥୀ ପରୀକ୍ଷାରେ ଭଲ କରିବେ।
ସିଂହ: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଉତ୍ତମ। ଠିକ୍ ସମୟରେ କାର୍ଯ୍ୟ ପୂରା କରିବେ। ରାଜନେତାଙ୍କ ପାଇଁ ଦିନଟି ଭଲ।
କନ୍ୟା: ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। ଧନ ଆଗମନର ଯୋଗ ରହିଛି। କାର୍ଯ୍ୟରେ ମନ ଲାଗିବ ନାହିଁ। ବିଦ୍ୟାର୍ଥୀ ପାଠରେ ମନୋନିବେଶ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ବ୍ୟବସାୟରେ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଧନ ଆଗମନ। ପରିବାର ସହିତ ସମ୍ପର୍କ ମଧୁର ହେବ। ଅଫିସ୍ରେ ସହକର୍ମୀଙ୍କ ସହଯୋଗ ମିଳିବ।
ବିଛା: ସମସ୍ୟାକୁ ସାମ୍ନା କରିବେ। ବିରୋଧୀଙ୍କଠାରୁ ଦୂରେଇ ରୁହନ୍ତୁ। ମନ ଉଦାସ ରହିବ। କାର୍ଯ୍ୟରେ ଲୋକଙ୍କ ସାହାଯ୍ୟ ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଉତ୍ତମ ସମୟ। ଉଧାର ଟଙ୍କା ଫେରିପାଇବେ।
ଧନୁ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କାର୍ଯ୍ୟରେ ପଦୋନ୍ନତି ମିଳିବା ସମ୍ଭାବନା ଅଧିକ। ଘରେ ସମସ୍ୟା ଦେଖା ଦେଇପାରେ। ଯାତାୟତ ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
ମକର: ମନୋରଞ୍ଜନରେ ସମୟ ବିତିବ। ସାଙ୍ଗସାଥୀଙ୍କ ସହଯୋଗରେ କାର୍ଯ୍ୟ ସଫଳ ହେବ। ଆୟରେ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତାରେ ରହିବେ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
କୁମ୍ଭ: ରାଜନୀତିରେ ଆଶାତୀତ ସଫଳତା ମିଳି ନ ପାରେ । ବ୍ୟବସାୟ ଓ ଚାକିରିରୁ ଲାଭ ମିଳିବ। ପୁରୁଣା ନିବେଶରୁ ଲାଭ ମିଳିପାରେ।ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।
ମୀନ: ବାଦ ବିବାଦଠାରୁ ଦୂରେଇ ରୁହନ୍ତୁ। ଆୟ କମ୍ ଓ ବ୍ୟୟ ଅଧିକ ହେବ। ଅଯଥା କଥାକୁ ନେଇ ଚିନ୍ତାରେ ରହିବେ। ନୂଆ କାର୍ଯ୍ୟରେ ପରିବାର ଲୋକଙ୍କ ସହଯୋଗ ମିଳିବ। ଦାନ ଧର୍ମ କରନ୍ତୁ।