ବୁଧବାର ରାଶିଫଳ (୦୪-୧୦-୨୦୨୩)

The Sakala Picture
Published On

ମେଷ: କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ପାଇବ। ମହିଳାମାନଙ୍କର ବିଳାସ ବ୍ୟସନରେ ଦିନଟି କଟିବ। ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିେବ। ବୃଷ: ଗୁରୁଜନଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଦେଖାଦେବ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ନୂତନ ନିବେଶ କରି ଦ୍ବନ୍ଦ୍ବରେ ପଡ଼ିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତାରେ ରହିେବ। ମିଥୁନ: ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଯୋଜନା କରିେବ। ନୂତନ ବ୍ୟବସାୟ ଆରମ୍ଭ କରିବାକୁ […]

ମେଷ: କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ପାଇବ। ମହିଳାମାନଙ୍କର ବିଳାସ ବ୍ୟସନରେ ଦିନଟି କଟିବ। ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିେବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୨-୨୦୨୬)

ବୃଷ: ଗୁରୁଜନଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଦେଖାଦେବ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ନୂତନ ନିବେଶ କରି ଦ୍ବନ୍ଦ୍ବରେ ପଡ଼ିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତାରେ ରହିେବ।

ଆହୁରି ପଢ଼ନ୍ତୁ: Friday horoscope: ଶୁକ୍ରବାର ରାଶିଫଳ ( ୦୬-୦୨-୨୦୨୬ )

ମିଥୁନ: ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଯୋଜନା କରିେବ। ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଉତ୍ତମ ସମୟ। ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ପାଇବେ। ବରିଷ୍ଠଙ୍କ ପରାମର୍ଶ କ୍ରମେ ନୂତନ କାର୍ଯ୍ୟରେ ଯୋଗ ଦେବେ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୨-୨୦୨୬ )

କର୍କଟ: ଦୀର୍ଘ ଦିନରୁ ଅଟକିଥିବା କାର୍ଯ୍ୟ ପୂରା ହେବ। ମହିଳାଙ୍କ ଦୃଷ୍ଟିକୋଣ ସକାରାତ୍ମକ ରହିବ। ପାରିବାରିକ ସହଯୋଗ ପାଇ ମନ ପ୍ରସନ୍ନ ରହିବ। ସମାଜରେ ମାନ ସମ୍ମାନ ବଢ଼ିବ। ଅଯଥା ଯୁକ୍ତି କରନ୍ତୁନି।

ସିଂହ: ବ୍ୟବସାୟରେ କ୍ଷତି ସହିପାରନ୍ତି। ପୂର୍ବ କଥାକୁ ନେଇ ମନସ୍ତାପରେ ରହିବେ। ବନ୍ଧୁବାନ୍ଧବଙ୍କ ଆଗମନ ହେବ। ଅଫିସ୍‌ କାର୍ଯ୍ୟ ପାଇଁ ଦୂର ସ୍ଥାନ ଯାତ୍ରା କରିପାରନ୍ତି। ମହିଳାଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।

କନ୍ୟା : ଆଶା କରିଥିବା ଦିଗରୁ ଅର୍ଥ ମିଳିବନି। ଛାତ୍ରଛାତ୍ରୀମାନେ ଚେଷ୍ଟା ଜାରି ରଖି ସଫଳତା ପାଇବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। କର୍ତ୍ତୃପକ୍ଷଙ୍କ କଥା ଭଲଭାବେ ଶୁଣି ନିଜର ମତାମତ ରଖନ୍ତୁ।

ତୁଳା: ନିଜର କ୍ୟାରିୟରକୁ ନେଇ ଚିନ୍ତିତ ରହିବେ। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଉତ୍ତମ ରହିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ମହିଳାମାନେ ଆତ୍ମନିର୍ଭରଶୀଳା ହେବେ। ଆର୍ଥିକ ଦୃଷ୍ଟିରୁ ଦିନଟି ଭଲ।

ବିଛା: ଦୀର୍ଘ ଦିନର କାମ ସଂପୂର୍ଣ୍ଣ କରିବା ପାଇଁ ବନ୍ଧୁଙ୍କ ସାହାଯ୍ୟ ପାଇବେ। ସହକର୍ମୀଙ୍କଠାରୁ ସହଯୋଗ ପାଇବେ। ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ। ଆୟ ଅନୁସାରେ ବ୍ୟୟ ଅଧିକ ହେବ।

ଧନୁ: ପାରିବାରିକ ସୁଖସମୃଦ୍ଧି ବୃଦ୍ଧି ହେବ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ। ଅଜଣା ବ୍ୟକ୍ତି ବନ୍ଧୁତାର ହାତ ବଢ଼ାଇବେ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ଲେଖାପଢ଼ାରେ ଛାତ୍ରଛାତ୍ରୀମାନଙ୍କ ଏକାଗ୍ରତା ବଢ଼ିବ।

ମକର: ବିଭିନ୍ନ କ୍ଷେତ୍ରରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ନିଜ ପ୍ରତିଭା ବିସ୍ତାର କରିବେ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଛାତ୍ରଛାତ୍ରୀମାନେ କୃତକାର୍ଯ୍ୟ ହେବେ।

କୁମ୍ଭ: ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ। ଧର୍ମକାର୍ଯ୍ୟ ପ୍ରତି ଆସ୍ଥା ବଢ଼ିବ। ଆପଣଙ୍କ ବ୍ୟବହାରରେ ‌ପ୍ରତ୍ୟେକ ବ୍ୟକ୍ତି ପ୍ରଭାବିତ ହେବେ। ‌ରାଜନୀତିରେ ସକ୍ରିୟ ହୋଇପାରନ୍ତି।

ମୀନ: ଆର୍ଥିକ ଲାଭ ମିଳିବ। ସୁସ୍ଥ ଅନୁଭବ କରିବେ। ଉଜ୍ଜ୍ବଳ ଭବିଷ୍ୟତ ପାଇଁ ନୂଆ ପଦକ୍ଷେପ ନେବେ। କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷାରେ ଶୁଭ ଖବର ପାଇବେ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ବିତାଇବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp