ବୁଧବାର ରାଶିଫଳ (୧୦-୦୭-୨୦୨୪)
ମେଷ: ଅଚାନକ ଖୁସି ଖବର ପାଇପାରନ୍ତି। ବନ୍ଧୁଙ୍କୁ ସାହାଯ୍ୟ କରିବାର ସୁଯୋଗ ମିଳିବ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିେବ। ସରକାରୀ ଚାକିରିଆଙ୍କ ପାଇଁ ଦିନଟି ଭଲ। ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କାର୍ଯ୍ୟରେ ପଦୋନ୍ନତି ସମ୍ଭାବନା ରହିଛି। ବଦଖର୍ଚ୍ଚ ହେବେ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଘରେ ପୂଜାପାଠ ଆୟୋଜନ କରିବେ। ମିଥୁନ: ନୂତନ ଯାନବାହନ କ୍ରୟ କରିପାରନ୍ତି। ମହିଳାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ପ୍ରେମ ବ୍ୟାପାରରେ ସଫଳ ହେବେ। […]
ମେଷ: ଅଚାନକ ଖୁସି ଖବର ପାଇପାରନ୍ତି। ବନ୍ଧୁଙ୍କୁ ସାହାଯ୍ୟ କରିବାର ସୁଯୋଗ ମିଳିବ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିେବ। ସରକାରୀ ଚାକିରିଆଙ୍କ ପାଇଁ ଦିନଟି ଭଲ।
ବୃଷ: ଦିନଟି ମିଶ୍ରଫଳ ପ୍ରଦାନ କରିବ। କାର୍ଯ୍ୟରେ ପଦୋନ୍ନତି ସମ୍ଭାବନା ରହିଛି। ବଦଖର୍ଚ୍ଚ ହେବେ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଘରେ ପୂଜାପାଠ ଆୟୋଜନ କରିବେ।
ମିଥୁନ: ନୂତନ ଯାନବାହନ କ୍ରୟ କରିପାରନ୍ତି। ମହିଳାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ପ୍ରେମ ବ୍ୟାପାରରେ ସଫଳ ହେବେ। କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ। କମ୍ କଥା କୁହନ୍ତୁ।
କର୍କଟ: ଚାକିରିଆଙ୍କୁ ଧନ ପ୍ରାପ୍ତି ଯୋଗ ଅଛି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଜମିଜମା ବିବାଦର ସମାଧାନ ହେବ। ଆଶା କରିଥିବା ଦିଗରୁ ଅର୍ଥ ପାଇପାରନ୍ତି। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ସିଂହ: ନୂତନ ବ୍ୟବସାୟ ପାଇଁ ଯୋଜନା କରିପାରନ୍ତି। ବ୍ୟକ୍ତିଗତ କଥାକୁ ଗୋପନୀୟ ରଖନ୍ତୁ। ନିଜ ଲୋକ ଶତ୍ରୁ ସାଜିପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସହ ସମ୍ପର୍କ ଘନିଷ୍ଠ ହେବ।
କନ୍ୟା: ଆୟର ନୂଆ ମାର୍ଗ ଉନ୍ମୁକ୍ତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପୂଜାପାଠରେ ସାମିଲ ହେବେ। ପ୍ରେମ ଜୀବନରେ ମଧୁରତା ଆସିବ। ଆଇଟି ଓ ବ୍ୟାଙ୍କ କର୍ମଚାରୀଙ୍କ ପଦୋନ୍ନତି ହେବ।
ତୁଳା: ପୈତୃକ ସମ୍ପତ୍ତି ନେଇ ବିବାଦ ଦେଖା ଦେବ। ପୂର୍ବରୁ କରିଥିବା ନିବେଶରୁ ଲାଭ ମିଳିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିପାରେ। ମହିଳମାନଙ୍କ ଦାୟିତ୍ବ ବୃଦ୍ଧି ପାଇବ। ଦାନଧର୍ମ କରନ୍ତୁ।
ବିଛା: ହଠାତ୍ କୌଣସି ଖୁସି ଖବର ମିଳିପାରେ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ଅତିଥି ସତ୍କାର ଯୋଗ ରହିଛି। ବନ୍ଧୁଙ୍କ ସହ ଭ୍ରମଣ କରିବାକୁ ଯିବେ। ଉଧାର ଦେଇଥିବା ଟଙ୍କା ଫେରିପାଇବେ।
ଧନୁ: ଭବିଷ୍ୟତର କୌଣସି ଯୋଜନାକୁ ନେଇ ଚିନ୍ତାରେ ରହିପାରନ୍ତି। ପାରିବାରିକ ଜୀବନ ସୁଖମୟ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।
ମକର: ସମୟ ପୂର୍ବରୁ କାର୍ଯ୍ୟ ଶେଷ କରିବେ। ଦାମ୍ପତ୍ୟ ଜୀବନରେ ସମସ୍ୟା ଆସିବ। ବ୍ୟବସାୟରେ ପରିବର୍ତ୍ତନ ଆଣିବା ଲାଗି ଘରର ଗୁରୁଜନଙ୍କ ସହ ଆଲୋଚନା କରିବେ। ଆୟ ଓ ବ୍ୟୟ ସମାନ ରହିବ।
କୁମ୍ଭ: ଭବିଷ୍ୟତ ଲାଗି ଅର୍ଥ ନିବେଶ କରିପାରନ୍ତି। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ସାମାନ୍ୟ କଥାରୁ ବଚସା ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମୀନ: ଚାକିରିଆଙ୍କୁ ନୂଆ ନିଯୁକ୍ତି ସମ୍ଭାବନା ଅଛି। ଭଜନ, କୀର୍ତ୍ତନରେ ସାମିଲ ହେବେ। କୌଣସି କାମରେ ପରିବାରର ସହଯୋଗ ମିଳିବ। ନିଜ ଲୋକ ଶତ୍ରୁ ସାଜିବେ। ଭାବିଚିନ୍ତି ଉତ୍ତର ଦିଅନ୍ତୁ।