ବୁଧବାର ରାଶିଫଳ ( ୧୦-୧୨-୨୦୨୫)

Madhusudan Das Picture
Published On

ମେଷ: ଅଚାନକ ଖୁସି ଖବର ପାଇପାରନ୍ତି। ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ନୂଆ ଯାନ କିଣିବା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୩-୨୦୨୬)

ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିପାରନ୍ତି। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ।

ଆହୁରି ପଢ଼ନ୍ତୁ: ୨୦୨୬ ଫେବୃଆରୀରୁ ବଦଳିବ ଏହି ୪ ରାଶିର ଭାଗ୍ୟ: ମିଳିବ ପ୍ରଚୁର ଧନ ଓ ସଫଳତା

ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ ପ୍ରଶଂସା ମିଳିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଲୋକ ସମ୍ପର୍କ ବୃଦ୍ଧିପାଇବ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୩-୨୦୨୬)

କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ।

ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।

କନ୍ୟା: ବ୍ୟବସାୟରେ ଲାଭ ହେବ। ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ କାମରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ।

ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟା ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।

ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ବ୍ୟକ୍ତିଗତ କଥାକୁ ଗୋପନୀୟ ରଖନ୍ତୁ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ।

ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଖର୍ଚ୍ଚ ବଢ଼ିପାରେ।

କୁମ୍ଭ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରନ୍ତୁ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ।

ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଦାନ ଧର୍ମ କରିବେ।

10 Dec 2025 By Madhusudan Das

https://www.thesakala.in/horoscope/wednesday-horoscope-10th-dec-2025/article-43485
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp