ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

Wednesday Horoscope: ବୁଧବାର ରାଶିଫଳ (୧୦-୦୬-୨୦୨୬)

Madhusudan Das Picture
Published On

ମେଷ: ନୂଆ କାମ ପାଇଁ ଯୋଜନା ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀ ପଢ଼ାରେ ଧ୍ୟାନ ଦେବେ। ଆୟ ଓ ବ୍ୟୟ  ସମାନ ରହିବ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ। ଦାନ ଧର୍ମ କରିବେ। 

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୯-୦୬-୨୦୨୬ )

ବୃଷ: ଅଚାନକ ଖୁସି ଖବର ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିତାମାତାଙ୍କ ଆଶୀର୍ବାଦରୁ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।  ଦୂରସ୍ଥାନକୁ ଯାତ୍ରା ଯୋଗ ରହିଛି।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୩-୦୬-୨୦୨୬)

ମିଥୁନ: ଦୀର୍ଘ ଦିନର ଆଶା ପୂରଣ ହେବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିପାରେ। ବିଦ୍ୟାର୍ଥୀ କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। 

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ସଠିକ୍‌ ସମୟରେ ନିଷ୍ପତ୍ତି ନେବା ଜରୁରି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।  ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଯାନବାହନ କିଣି ପାରନ୍ତି। ସାମାଜିକ କାର୍ଯ୍ୟରେ ସମୟ ଅତିବାହିତ କରିବେ। 

ସିଂହ: ଅଟକି ରହିଥିବା କାମ ପୂରା ହେବ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। 

କନ୍ୟା: ଯୋଜନା ମୁତାବକ କାମ କରିବେ। ସକାରାତ୍ମକ ଚିନ୍ତା ଠିକ୍‌ ନିଷ୍ପତ୍ତି ନେବାରେ ସାହାଯ୍ୟ କରିବ। ଉଦ୍ଧାର ଦେଇଥିବା ଟଙ୍କା ଫେରି ପାଇବେ। ଅଫିସ୍‌ରେ ନୂଆ କାମ ମିଳିପାରେ। 

ତୁଳା: ପରିଶ୍ରମର ଫଳ ମିଳିବ। ଦୀର୍ଘ ଦିନର ଆଶା ପୂରଣ ହେବ। ପରିବାର ସଦସ୍ୟଙ୍କ ସହିତ ସମୟ ଅତିବାହିତ ହେବ। ପେଟଜନିତ ସମସ୍ୟା ହୋଇପାରେ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। 

ବିଛା: ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିବେ। ଲକ୍ଷ୍ୟ ପୂରା ହେବ। କଣ୍ଠଶିଳ୍ପୀଙ୍କ ପାଇଁ ଆଜି ଦିନଟି ବହୁତ ଭଲ।  ପୁରୁଣା ନିବେଶରୁ ଲାଭ ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁ ମିଳନ ଯୋଗ ଅଛି।  

ଧନୁ: ଆଜିର ଦିନରେ ବ୍ୟସ୍ତ ରହିପାରନ୍ତି। ଅଟକି ଥିବା ଧନ ଫେରି ପାଇବେ। ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ଅତ୍ୟଧିକ କାମ ଚାପ ଚିନ୍ତା ବଢ଼ାଇପାରେ। 

ମକର: ଦିନଟି ସୁଖ ପ୍ରଦାନ କରିବ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଆୟ ଅନୁସାରେ ଅଧିକ ଖର୍ଚ୍ଚ ହେବ।  ଲୋକସମ୍ପର୍କ ବୃଦ୍ଧି ପାଇବ। ଅଫିସ୍‌ କାମ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। 

କୁମ୍ଭ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଅଟକି ଥିବା କାମ ପୂରା ହେବ। ଅଚାନକ ଖୁସି ଖବର ମିଳିପାରେ। ମାନ ସମ୍ମାନ ବୃଦ୍ଧି ପାଇବ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।  

ମୀନ: ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। ଘର ପାଇଁ ମୂଲ୍ୟବାନ ସାମଗ୍ରୀ କିଣିବେ। ଅଯଥା ଖର୍ଚ୍ଚ କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। 

10 Jun 2026 By Madhusudan Das

Wednesday Horoscope: ବୁଧବାର ରାଶିଫଳ (୧୦-୦୬-୨୦୨୬)

ମେଷ: ନୂଆ କାମ ପାଇଁ ଯୋଜନା ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀ ପଢ଼ାରେ ଧ୍ୟାନ ଦେବେ। ଆୟ ଓ ବ୍ୟୟ  ସମାନ ରହିବ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିପାରେ। ଦାନ ଧର୍ମ କରିବେ। 

ବୃଷ: ଅଚାନକ ଖୁସି ଖବର ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିତାମାତାଙ୍କ ଆଶୀର୍ବାଦରୁ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।  ଦୂରସ୍ଥାନକୁ ଯାତ୍ରା ଯୋଗ ରହିଛି।

ମିଥୁନ: ଦୀର୍ଘ ଦିନର ଆଶା ପୂରଣ ହେବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିପାରେ। ବିଦ୍ୟାର୍ଥୀ କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। 

କର୍କଟ: ସଠିକ୍‌ ସମୟରେ ନିଷ୍ପତ୍ତି ନେବା ଜରୁରି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।  ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଯାନବାହନ କିଣି ପାରନ୍ତି। ସାମାଜିକ କାର୍ଯ୍ୟରେ ସମୟ ଅତିବାହିତ କରିବେ। 

ସିଂହ: ଅଟକି ରହିଥିବା କାମ ପୂରା ହେବ। ନିଜ ଲୋକ ଶତ୍ରୁ ସାଜି ପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। 

କନ୍ୟା: ଯୋଜନା ମୁତାବକ କାମ କରିବେ। ସକାରାତ୍ମକ ଚିନ୍ତା ଠିକ୍‌ ନିଷ୍ପତ୍ତି ନେବାରେ ସାହାଯ୍ୟ କରିବ। ଉଦ୍ଧାର ଦେଇଥିବା ଟଙ୍କା ଫେରି ପାଇବେ। ଅଫିସ୍‌ରେ ନୂଆ କାମ ମିଳିପାରେ। 

ତୁଳା: ପରିଶ୍ରମର ଫଳ ମିଳିବ। ଦୀର୍ଘ ଦିନର ଆଶା ପୂରଣ ହେବ। ପରିବାର ସଦସ୍ୟଙ୍କ ସହିତ ସମୟ ଅତିବାହିତ ହେବ। ପେଟଜନିତ ସମସ୍ୟା ହୋଇପାରେ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। 

ବିଛା: ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିବେ। ଲକ୍ଷ୍ୟ ପୂରା ହେବ। କଣ୍ଠଶିଳ୍ପୀଙ୍କ ପାଇଁ ଆଜି ଦିନଟି ବହୁତ ଭଲ।  ପୁରୁଣା ନିବେଶରୁ ଲାଭ ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁ ମିଳନ ଯୋଗ ଅଛି।  

ଧନୁ: ଆଜିର ଦିନରେ ବ୍ୟସ୍ତ ରହିପାରନ୍ତି। ଅଟକି ଥିବା ଧନ ଫେରି ପାଇବେ। ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ଅତ୍ୟଧିକ କାମ ଚାପ ଚିନ୍ତା ବଢ଼ାଇପାରେ। 

ମକର: ଦିନଟି ସୁଖ ପ୍ରଦାନ କରିବ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଆୟ ଅନୁସାରେ ଅଧିକ ଖର୍ଚ୍ଚ ହେବ।  ଲୋକସମ୍ପର୍କ ବୃଦ୍ଧି ପାଇବ। ଅଫିସ୍‌ କାମ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। 

କୁମ୍ଭ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଅଟକି ଥିବା କାମ ପୂରା ହେବ। ଅଚାନକ ଖୁସି ଖବର ମିଳିପାରେ। ମାନ ସମ୍ମାନ ବୃଦ୍ଧି ପାଇବ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।  

ମୀନ: ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। ଘର ପାଇଁ ମୂଲ୍ୟବାନ ସାମଗ୍ରୀ କିଣିବେ। ଅଯଥା ଖର୍ଚ୍ଚ କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp