ବୁଧବାର ରାଶିଫଳ (୧୨-୦୩-୨୦୨୫)

The Sakala Picture
Published On

ମେଷ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ନୂତନ ବ୍ୟବସାୟ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଲୋକସମ୍ପର୍କ ବୃଦ୍ଧି ପାଇବ। ବୃଷ: ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଦାନଧର୍ମ କରିବେ। ମହିଳାମାନେ ପୂଜାର୍ଚ୍ଚନାରେ ଅଧିକ ସମୟ ବିତାଇବେ । ମିଥୁନ: ଘର ପାଇଁ ନୂଆ ଜିନିଷ କିଣିବେ। ଜୀବନସାଥୀଙ୍କ ସହ ଦୂର […]

ମେଷ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ନୂତନ ବ୍ୟବସାୟ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଲୋକସମ୍ପର୍କ ବୃଦ୍ଧି ପାଇବ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୫-୦୬-୨୦୨୬)

ବୃଷ: ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଦାନଧର୍ମ କରିବେ। ମହିଳାମାନେ ପୂଜାର୍ଚ୍ଚନାରେ ଅଧିକ ସମୟ ବିତାଇବେ ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୬-୦୬-୨୦୨୬ )

ମିଥୁନ: ଘର ପାଇଁ ନୂଆ ଜିନିଷ କିଣିବେ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସମସ୍ତ ଇଚ୍ଛା ପୂରଣ ହେବ। ପୁରୁଣା ନିବେଶରୁ ଲାଭ ମିଳିବ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଭଲ।

ସିଂହ: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। କୌଣସି କଥାକୁ ନେଇ ଚିନ୍ତା ବଢ଼ିପାରେ।

କନ୍ୟା: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।

ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।

ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ସକାରାତ୍ମକ ଚିନ୍ତାଧାରା ରଖନ୍ତୁ।

ଧନୁ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ।

କୁମ୍ଭ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ ଏବଂ ପେଟଜନିତ ସମସ୍ୟା ଦେଖା ଦେଇପାରେ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି। ନିଜ ଲୋକ ଶତ୍ରୁ ସାଜିବେ ।

ମୀନ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିପାରେ। ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ। ଆଶା କରିଥିବା ଦିଗରୁ ଅର୍ଥ ମିଳିପାରେ।

12 Mar 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp