ବୁଧବାର ରାଶିଫଳ (୧୨-୦୬-୨୦୨୪)
ମେଷ: ମନୋରଞ୍ଜନରେ ସମୟ ଅତିବାହିତ ହେବ। ସାମାଜିକ ପଦ ପ୍ରତିଷ୍ଠା ବଢ଼ିବ। କମ୍ ପରିଶ୍ରମରୁ ସଫଳତା ହାସଲ କରିବେ। ସମ୍ପର୍କୀୟଙ୍କ ସହଯୋଗରୁ ଚାକିରି ମିଳିବ। ବୃଷ: କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଲାଭ ମିଳିବ। ଆଜି ଧନପ୍ରାପ୍ତି ଯୋଗ ରହିଛି। କଠିନ ପରିସ୍ଥିତିରେ ନିଜକୁ ସମ୍ଭାଳିବା ଶିଖନ୍ତୁ। ଭାଇ, ଭଉଣୀ ଆର୍ଥିକ ସହଯୋଗ ଆଶା କରିବେ। ଆଶାରୁ ଅଧିକ ସଫଳତା ଲାଭ କରିବେ। ମିଥୁନ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଅଟକି ରହିଥିବା […]
ମେଷ: ମନୋରଞ୍ଜନରେ ସମୟ ଅତିବାହିତ ହେବ। ସାମାଜିକ ପଦ ପ୍ରତିଷ୍ଠା ବଢ଼ିବ। କମ୍ ପରିଶ୍ରମରୁ ସଫଳତା ହାସଲ କରିବେ। ସମ୍ପର୍କୀୟଙ୍କ ସହଯୋଗରୁ ଚାକିରି ମିଳିବ।
ବୃଷ: କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଲାଭ ମିଳିବ। ଆଜି ଧନପ୍ରାପ୍ତି ଯୋଗ ରହିଛି। କଠିନ ପରିସ୍ଥିତିରେ ନିଜକୁ ସମ୍ଭାଳିବା ଶିଖନ୍ତୁ। ଭାଇ, ଭଉଣୀ ଆର୍ଥିକ ସହଯୋଗ ଆଶା କରିବେ। ଆଶାରୁ ଅଧିକ ସଫଳତା ଲାଭ କରିବେ।
ମିଥୁନ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଅଟକି ରହିଥିବା କାର୍ଯ୍ୟ ପୁଣି ଥରେ ଆରମ୍ଭ କରିବେ।
କର୍କଟ: ତରବରିଆ ଭାବେ ନିବେଶ କରନ୍ତୁ ନାହିଁ। ନିଜ ଲୋକ ଶତ୍ରୁ ସାଜିପାରନ୍ତି। କୋର୍ଟ-କଚେରୀ ମାମଲାର ଶୁଣାଣି ହେବ। ଜୀବନସାଥୀଙ୍କଠାରୁ ଭଲ ଖବର ପାଇବେ।
ସିଂହ: ପରିସ୍ଥିତିକୁ ସାମନା କରିବାକୁ ଅସୀମ ଶକ୍ତି ମିଳିବ। ଆୟ ଅନୁସାରେ ବ୍ୟୟ ହେବ। ମାନସମ୍ମାନ ବୃଦ୍ଧି ପାଇବ। ଦୁଃଖ ତଥା ଚିନ୍ତା ଦୂର ହେବ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଆସିବ।
କନ୍ୟା: ଯେକୌଣସି କାମ ପାଇଁ ସମୟ ଅନୁକୂଳ। ନୂତନ ଦାୟିତ୍ବ ମିଳିପାରେ। ପ୍ରେମ ସମ୍ବନ୍ଧରେ ସଫଳ ହେବେ। ବନ୍ଧୁଙ୍କ ଦ୍ବାରା ଆୟର ମାର୍ଗ ଉନ୍ମୁକ୍ତ ହେବ। ନିଜ ପାଇଁ ସମୟ ବାହାର କରିବେ।
ତୁଳା: ପଡୋଶୀଙ୍କଠାରୁ ବିବାଦରୁ ଦୂରେଇ ରୁହନ୍ତୁ। ଭାଇ,ଭଉଣୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭ ମିଳିବ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ବିଛା: ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ବିବାହକୁ ନେଇ ଶୁଭ ଖବର ମିଳିବ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଜୀବନସାଥୀଙ୍କ ମନଦୁଃଖ ହେବ। ଅପେକ୍ଷାର ଅନ୍ତ ଘଟିବ।
ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତାଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।
ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବଭାବରେ ପରିବର୍ତ୍ତନ ଆସିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ ବୁଝାମଣା ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ଖେଳକୁଦରେ ସୁନାମ ଅର୍ଜନ କରିବେ।
କୁମ୍ଭ: କର୍ମଚଞ୍ଚଳ ହେବେ। ନୂତନ ଯାନବାହନ କିଣି ପାରନ୍ତି। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। ପଡୋଶୀଙ୍କ ସହ ମନୋମାଳିନ୍ୟ ହେବ। ଅଫିସ୍ରେ ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ମିଳିବ।
ମୀନ: ରାଜନୀତିେର ଯୋଗ ଦେବେ। ଜୀବନସାଥୀଙ୍କୁ ମନକଥା କହିବେ। ଇଚ୍ଛା ପୂରଣ ହେବ। ନୂଆ ଚାକିରି ମିଳିବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାମୁକ୍ତ ରହିବେ।