ମନୋରଞ୍ଜନ

Wednesday Horoscope: ବୁଧବାର ରାଶିଫଳ ( ୧୩-୦୫-୨୦୨୬)

Madhusudan Das Picture
Published On

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୦୭-୦୫-୨୦୨୬)

ବୃଷ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନେବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭାଇଙ୍କ ମଧ୍ୟରେ ବିବାଦ ହୋଇପାରେ। ଖର୍ଚ୍ଚ ବଢ଼ିପାରେ।  

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୯-୦୫-୨୦୨୬)

ମିଥୁନ: କୌଣସି କଥାକୁ ନେଇ ହଠାତ୍‌ ରାଗି ପାରନ୍ତି। ଦୀର୍ଘ ଦିନର ଆଶା ପୂରଣ ହେବ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ। ପରିଶ୍ରମ ଅନୁସାରେ ଫଳ ମିଳିବ। 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୧୧-୦୫-୨୦୨୬ )

କର୍କଟ: ମାଂସପେଶୀ ଯନ୍ତ୍ରଣା ଅନୁଭବ କରିବେ। ଆୟ ବ୍ୟୟ ସମାନ ରହିବ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି। 

ସିଂହ: ଦିନଟି ହସଖୁସିରେ ବିତିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ଗରିବ ଲୋକଙ୍କୁ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବେ। 

କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରୋଗମୁକ୍ତ ହେବେ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ତୁଳା: ବ୍ୟବସାୟରେ ଲାଭ ହେବ। ପାରିବାରିକ ବିବାଦ ଦେଖା ଦେବ। ଜୀବନସାଥୀଙ୍କ ସହ ନୂଆ ସ୍ଥାନ ବୁଲିବାକୁ ଯିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ପିଲାମାନେ ଖେଳମନସ୍କ ହେେବ। 

ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ଚକ୍ଷୁ ସମସ୍ୟା ହୋଇପାରେ। ବନ୍ଧୁମିଳନ ଯୋଗ ଅଛି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। 

ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ। 

ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ। 

କୁମ୍ଭ: ଦୀର୍ଘ ଦିନର ଆଶା ପୂରଣ ହେବ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । 

ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ଭାଇଭଉଣୀଙ୍କ ମଧ୍ୟରେ ଝଗଡ଼ା ହେବ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। 

13 May 2026 By Madhusudan Das

Wednesday Horoscope: ବୁଧବାର ରାଶିଫଳ ( ୧୩-୦୫-୨୦୨୬)

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। 

ବୃଷ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନେବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ପୈତୃକ ସମ୍ପତ୍ତିକୁ ନେଇ ଭାଇ ଭାଇଙ୍କ ମଧ୍ୟରେ ବିବାଦ ହୋଇପାରେ। ଖର୍ଚ୍ଚ ବଢ଼ିପାରେ।  

ମିଥୁନ: କୌଣସି କଥାକୁ ନେଇ ହଠାତ୍‌ ରାଗି ପାରନ୍ତି। ଦୀର୍ଘ ଦିନର ଆଶା ପୂରଣ ହେବ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ। ପରିଶ୍ରମ ଅନୁସାରେ ଫଳ ମିଳିବ। 

କର୍କଟ: ମାଂସପେଶୀ ଯନ୍ତ୍ରଣା ଅନୁଭବ କରିବେ। ଆୟ ବ୍ୟୟ ସମାନ ରହିବ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି। 

ସିଂହ: ଦିନଟି ହସଖୁସିରେ ବିତିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ଗରିବ ଲୋକଙ୍କୁ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବେ। 

କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରୋଗମୁକ୍ତ ହେବେ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ତୁଳା: ବ୍ୟବସାୟରେ ଲାଭ ହେବ। ପାରିବାରିକ ବିବାଦ ଦେଖା ଦେବ। ଜୀବନସାଥୀଙ୍କ ସହ ନୂଆ ସ୍ଥାନ ବୁଲିବାକୁ ଯିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ପିଲାମାନେ ଖେଳମନସ୍କ ହେେବ। 

ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ଚକ୍ଷୁ ସମସ୍ୟା ହୋଇପାରେ। ବନ୍ଧୁମିଳନ ଯୋଗ ଅଛି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। 

ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ। 

ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ। 

କୁମ୍ଭ: ଦୀର୍ଘ ଦିନର ଆଶା ପୂରଣ ହେବ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । 

ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ଭାଇଭଉଣୀଙ୍କ ମଧ୍ୟରେ ଝଗଡ଼ା ହେବ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp