ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବୁଧବାର ରାଶିଫଳ (୧୪-୦୭-୨୦୨୧)

The Sakala Picture
Published On

ମେଷ:ଏକ ସଙ୍ଗେ ଧନ ଓ ସମ୍ମାନ ପାଇବେ। ସାଂସାରିକ ଜୀବନ ସୁଖରେ କଟିବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି ବୃଷ:ଦିନଟି ଅସୁସ୍ଥତା ବୋଧ ମନେ ହେବ। ଅନ୍ୟ ଉପରେ ଭରସା କରି କ୍ଷତିଗ୍ରସ୍ତ ହୋଇପାରନ୍ତି। ପରିବହନ ଓ ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ ମିଥୁନ:କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ଉଚ୍ଚ ଆଶା ସଫଳ ହେବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍ […]

ମେଷ:ଏକ ସଙ୍ଗେ ଧନ ଓ ସମ୍ମାନ ପାଇବେ। ସାଂସାରିକ ଜୀବନ ସୁଖରେ କଟିବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୮-୦୬-୨୦୨୬)

ବୃଷ:ଦିନଟି ଅସୁସ୍ଥତା ବୋଧ ମନେ ହେବ। ଅନ୍ୟ ଉପରେ ଭରସା କରି କ୍ଷତିଗ୍ରସ୍ତ ହୋଇପାରନ୍ତି। ପରିବହନ ଓ ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୨-୦୬-୨୦୨୬ )

ମିଥୁନ:କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ଉଚ୍ଚ ଆଶା ସଫଳ ହେବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ:କର୍ମକ୍ଷେତ୍ରରେ ଉତ୍ତେଜନା ରହିବ। ରାଜନୀତିରେ ବ୍ୟସ୍ତତା ଭିତରେ ସମୟ କଟିବ। ମହିଳାମାନେ ଅସ୍ଥିରମନା ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ସିଂହ:ବିଭିନ୍ନ ଦିଗରୁ ସାହାଯ୍ୟ ପାଇବେ। ନିମ୍ନ ଶ୍ରେଣୀୟ ବ୍ୟକ୍ତିମାନଙ୍କ ଦ୍ବାରା ଉପକୃତ ହେବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

କନ୍ୟା:ଦିନଟିରେ ଅଶାନ୍ତି ଓ ଅଭାବ ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ହତୋତ୍ସାହ ରହିବେ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ତୁଳା:ସବୁ କ୍ଷେତ୍ରରେ ଆଗେଇ ଚାଲିବେ।ପ୍ରଶାସନିକ ଲୋକପ୍ରିୟତା ବଢିବ। ମହିଳାମାନେ ସ୍ବାଭିମାନୀ ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ବିଛା:କାର୍ଯ୍ୟ ସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଧନୁ:ସମାଜରେ ପ୍ରତିଷ୍ଠିତ ହେବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ବାଣିଜ୍ୟରେ ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ମକର:ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ମହିଳାମାନେ ଅପଯଶ ପାଇବେ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:ବିଭିନ୍ନ କ୍ଷେତ୍ରରୁ ସହାନୁଭୂତି ମିଳିବ। ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ରାଜନୀତି ଉତ୍ସାହଜନକ ରହିବ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:କଳ୍ପନା ବାସ୍ତବରେ ପରିଣତ ହେବ। ରାଜନୀତିରେ ପ୍ରସିଦ୍ଧି ବଢିବ। ଚାକିରିରେ ଲୋକସମ୍ପର୍କ ବଢିବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

14 Jul 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp