ବୁଧବାର ରାଶିଫଳ (୧୫-୦୫-୨୦୨୪)

The Sakala Picture
Published On

ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ସକାରାତ୍ମକ ଚିନ୍ତାଧାରା ରଖନ୍ତୁ। ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପୂଜାର୍ଚ୍ଚନାରେ ଦିନ ବିତିବ। ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିପାରେ। ଧାର୍ମିକ […]

ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ସକାରାତ୍ମକ ଚିନ୍ତାଧାରା ରଖନ୍ତୁ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପୂଜାର୍ଚ୍ଚନାରେ ଦିନ ବିତିବ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୧୩-୦୭-୨୦୨୬)

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିପାରେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୧୭-୦୭-୨୦୨୬ )

କର୍କଟ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ସିଂହ: କର୍ମ ଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସରକାରି ଚାକିରିଆଙ୍କ ପାଇଁ ଦିନଟି ଭଲ।

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଉଚ୍ଚ ଶିକ୍ଷା ପାଇଁ ଛାତ୍ରଛାତ୍ରୀ ପ୍ରସ୍ତୁତ କରିେବ। ଧାରକରଜରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ।

ବିଛା: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ଧନୁ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ଯୋଗ ରହିଛି।

ମକର: ଶାରୀରିକ ଯନ୍ତ୍ରଣା ଭୋଗିପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ। ବ୍ୟବସାୟରେ କ୍ଷତି ଘଟିବ।

କୁମ୍ଭ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିେବ। ନୂତନ ଜମି କ୍ରୟ କରିପାରନ୍ତି।

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ଦୀର୍ଘ ଦିନରୁ ଆଶା କରିଥିବା ଦିଗରୁ ଧନ ମିଳିବ।

15 May 2024 By The Sakala

ବୁଧବାର ରାଶିଫଳ (୧୫-୦୫-୨୦୨୪)

ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ସକାରାତ୍ମକ ଚିନ୍ତାଧାରା ରଖନ୍ତୁ।

ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପୂଜାର୍ଚ୍ଚନାରେ ଦିନ ବିତିବ।

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିପାରେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।

କର୍କଟ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ସିଂହ: କର୍ମ ଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସରକାରି ଚାକିରିଆଙ୍କ ପାଇଁ ଦିନଟି ଭଲ।

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଉଚ୍ଚ ଶିକ୍ଷା ପାଇଁ ଛାତ୍ରଛାତ୍ରୀ ପ୍ରସ୍ତୁତ କରିେବ। ଧାରକରଜରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ।

ବିଛା: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ଧନୁ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ଯୋଗ ରହିଛି।

ମକର: ଶାରୀରିକ ଯନ୍ତ୍ରଣା ଭୋଗିପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ। ବ୍ୟବସାୟରେ କ୍ଷତି ଘଟିବ।

କୁମ୍ଭ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିେବ। ନୂତନ ଜମି କ୍ରୟ କରିପାରନ୍ତି।

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ଦୀର୍ଘ ଦିନରୁ ଆଶା କରିଥିବା ଦିଗରୁ ଧନ ମିଳିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp