ମନୋରଞ୍ଜନ
Wednesday Horoscope: ବୁଧବାର ରାଶିଫଳ ( ୧୫-୦୪-୨୦୨୬)
ମେଷ: ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। ଇଚ୍ଛା ମୁତାବକ କାମ ହେବ। ଆଶା କରିଥିବା ଦିଗରୁ ଧନ ମିଳିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଲୋକ ସମ୍ପର୍କ ବୃଦ୍ଧି ପାଇବ।
ବୃଷ: ଅଫିସ୍ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଚାନକ ଖର୍ଚ୍ଚ ବଢ଼ିପାରେ। ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିପାରନ୍ତି। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।
ମିଥୁନ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବେ।
କର୍କଟ: ଯୋଜନା ମୁତାବକ କାମ କରନ୍ତୁ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେଇ ପାରେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଅତିଥି ସତ୍କାର କରିପାରନ୍ତି।
ସିଂହ: ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ଯୋଗ ରହିଛି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ମାନସମ୍ମାନ ବୃଦ୍ଧି ପାଇବ।
କନ୍ୟା: ଯୋଜନା ମୁତାବକ କାମ କରନ୍ତୁ। ସକାରାତ୍ମକ ଚିନ୍ତା ଠିକ୍ ନିଷ୍ପତ୍ତି ନେବାରେ ସାହାଯ୍ୟ କରିବ। ଉଦ୍ଧାର ଦେଇଥିବା ଟଙ୍କା ଫେରି ପାଇବେ। ପରଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।
ତୁଳା: ପରିବାର ସଦସ୍ୟଙ୍କ ସହିତ ସମୟ ଅତିବାହିତ ହେବ। ଅତ୍ୟଧିକ କାମକୁ ନେଇ ଚିନ୍ତା ବଢ଼ିପାରେ। ପେଟଜନିତ ସମସ୍ୟା ହୋଇପାରେ। ଦାନ ଧର୍ମ କରନ୍ତୁ। ରାଜନେତାଙ୍କ ପାଇଁ ଦିନଟି ଭଲ।
ବିଛା: ସାମାଜିକ କାର୍ଯ୍ୟକ୍ରମରେ ସାମିଲ ରହିବେ। ଲକ୍ଷ୍ୟ ପୂରା ହେବ। କଣ୍ଠଶିଳ୍ପୀଙ୍କ ପାଇଁ ଆଜି ଦିନଟି ବହୁତ ଭଲ। ପୁରୁଣା ନିବେଶରୁ ଲାଭ ମିଳିପାରେ। ପତିପତ୍ନୀଙ୍କ ମଧ୍ୟରେ ଭୁଲ ବୁଝାମଣା ହୋଇପାରେ।
ଧନୁ: ଅଟକି ଥିବା ଧନ ଫେରି ପାଇବେ। ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି। ଆପଣଙ୍କ ମନୋସ୍କାମନା ପୂର୍ଣ୍ଣ ହେବ।
ମକର: କିଛି ଘଟଣା ଆପଣଙ୍କ ଚିନ୍ତାକୁ ବଢ଼ାଇପାରେ। ନିଜକୁ ଶାନ୍ତ ରଖନ୍ତୁ। ଦିନଟି ସୁଖପ୍ରଦାନ କରିବ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଆୟ ଅନୁସାରେ ଅଧିକ ଖର୍ଚ୍ଚ ହେବ। ଲୋକସମ୍ପର୍କ ବୃଦ୍ଧି ପାଇବ।
କୁମ୍ଭ: ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ବର୍ତ୍ତମାନ ସମୟ ଅନୁକୂଳ। ଅଚାନକ ଖୁସି ଖବର ମିଳିପାରେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂଆ କାମ ଆରମ୍ଭ କରିବେ।
ମୀନ: ଘର ପାଇଁ ମୂଲ୍ୟବାନ ସାମଗ୍ରୀ କିଣିବେ। ଅଯଥା ଖର୍ଚ୍ଚ କରିପାରନ୍ତି। ମହିଳାମାନେ ଘରକାମରେ ବ୍ୟସ୍ତ ରହିବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ।