Wednesday Horoscope: ବୁଧବାର ରାଶିଫଳ (୧୫-୦୭-୨୦୨୬)
ମେଷ: ଆଶା କରିଥିବା ଦିଗରୁ ଧନ ମିଳିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। କୌଣସି କଥାକୁ ନେଇ ଚିନ୍ତାରେ ରହିବେ। ଯେକୌଣସି ପରିସ୍ଥିତିରେ ବିଚଳିତ ହୁଅନ୍ତୁନି।
ବୃଷ: ମନ ପ୍ରସନ୍ନ ରହିବ। ମାନସମ୍ମାନ ବୃଦ୍ଧି ପାଇବ। ଉଧାର ଦେଇଥିବା ଟଙ୍କା ବିଳମ୍ବରେ ଫେରିପାଇବେ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ।
ମିଥୁନ: ନିଜ ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଖର୍ଚ୍ଚଭାର ବଢ଼ିବ। ରାଜନୀତିରେ ସକ୍ରିୟ ହେବେ। ନିଜ ଲୋକଙ୍କ ସହ ଯୁକ୍ତିତର୍କ ହୋଇପାରେ। ପରୀକ୍ଷାର୍ଥୀ କୃତକାର୍ଯ୍ୟ ହେବେ ।
କର୍କଟ: ଚାକିରିଆଙ୍କୁ ଧନ ପ୍ରାପ୍ତି ଯୋଗ ଅଛି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଯାନବାହନ କିଣିପାରନ୍ତି। କୌଣସି ଇଚ୍ଛା ପୂରଣ ହେବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଉପୁଜିପାରେ।
ସିଂହ: ଦୂରସ୍ଥାନକୁ ଯାତ୍ରା କରିବେ। ନୂଆ ଲୋକଙ୍କ ସହ ସମ୍ପର୍କ ଘନିଷ୍ଠ ହେବ। ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଛାତ୍ରଛାତ୍ରୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।
କନ୍ୟା: ବନ୍ଧୁଙ୍କ ସହାୟତାରେ ଆୟର ନୂଆ ମାର୍ଗ ଉନ୍ମୁକ୍ତ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମ ଜୀବନରେ ମଧୁରତା ଆସିବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
ତୁଳା: ସରକାରୀ ଚାକିରିଆଙ୍କ ପାଇଁ ଦିନଟି ଭଲ। ଜୀବନସାଥୀଙ୍କ ସହଯୋଗ ମିଳିବ। ମହିଳାମାନେ ଘରକାର୍ଯ୍ୟରେ ସମୟ ଅତିବାହିତ କରିେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
ବିଛା: ଆଇଟି ଓ ବ୍ୟାଙ୍କ ଚାକିରିଆଙ୍କ ପାଇଁ ଦିନଟି ଭଲ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ପରିବାର ସହ କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବନ୍ଧୁ ମିଳନ ହେବ।
ଧନୁ: ଅର୍ଥ ସଞ୍ଚୟ କରିବେ। ଭବିଷ୍ୟତର କୌଣସି ଯୋଜନାକୁ ନେଇ ଚିନ୍ତାରେ ରହିପାରନ୍ତି। ପାରିବାରିକ ଜୀବନ ସୁଖମୟ ହେବ। ଦୀର୍ଘ ଦିନରୁ ଆଶା କରିଥିବା କଥା ପୂରଣ ହେବ।
ମକର: ସମୟ ପୂର୍ବରୁ କାର୍ଯ୍ୟ ଶେଷ କରିବେ। ସହକର୍ମୀଙ୍କ ସହ ମତଭେଦ ହୋଇପାରେ । ଜମି କିଣାବିକାକୁ ନେଇ ନୂଆ ଯୋଜନା କରିବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।
କୁମ୍ଭ: ଭବିଷ୍ୟତ ଲାଗି ଅର୍ଥ ନିବେଶ କରିବେ। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦେଖା ଦେବ। ଅନ୍ୟଙ୍କୁ ବାଧିଲା ପରି କଥା କୁହନ୍ତୁନି।
ମୀନ: ଚାକିରିଆଙ୍କୁ ନୂଆ ନିଯୁକ୍ତି ସମ୍ଭାବନା ଅଛି। ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବେ। ନିଜ ଲୋକ ଶତ୍ରୁ ସାଜିପାରନ୍ତି। ଉଧାର ଦେଇଥିବା ଟଙ୍କା ଫେରିପାଇବାରେ ବିଳମ୍ବ ହେବ।