ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି, ଆଜି ବ୍ୟବସାୟରେ ହୋଇପାରେ କ୍ଷତି…..

The Sakala Picture
Published On

ମେଷ: ବ୍ୟବସାୟରେ କ୍ଷତି ଘଟିବ। ବିଦ୍ୟାର୍ଥୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ଗୁରୁଜନଙ୍କୁ ଶ୍ରଦ୍ଧା ଓ ସମ୍ମାନ କରିବେ। ଆଧ୍ୟାତ୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପରିଶ୍ରମର ଉଚିତ ଫଳ ମିଳିବ। ବୃଷ: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଆର୍ଥିକ ସମସ୍ୟା ଦେଇ ଗତି କରିପାରନ୍ତି। ବାଦବିବାଦରୁ ଦୂରେଇ ରହିବେ। ବିଦ୍ୟାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ମିଥୁନ: ଅଫିସରେ କାର୍ଯ୍ୟଦକ୍ଷତା ଦେଖାଇବାର ସୁଯୋଗ […]

ମେଷ: ବ୍ୟବସାୟରେ କ୍ଷତି ଘଟିବ। ବିଦ୍ୟାର୍ଥୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ଗୁରୁଜନଙ୍କୁ ଶ୍ରଦ୍ଧା ଓ ସମ୍ମାନ କରିବେ। ଆଧ୍ୟାତ୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପରିଶ୍ରମର ଉଚିତ ଫଳ ମିଳିବ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୨-୦୬-୨୦୨୬ )

ବୃଷ: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଆର୍ଥିକ ସମସ୍ୟା ଦେଇ ଗତି କରିପାରନ୍ତି। ବାଦବିବାଦରୁ ଦୂରେଇ ରହିବେ। ବିଦ୍ୟାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୦୪-୦୬-୨୦୨୬)

ମିଥୁନ: ଅଫିସରେ କାର୍ଯ୍ୟଦକ୍ଷତା ଦେଖାଇବାର ସୁଯୋଗ ପାଇବେ। ପରିବାରରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ। ନୂଆ କାମ ଆରମ୍ଭ କରିବେ। ବିଦେଶ ଯାତ୍ରା କରିପାରନ୍ତି।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୦୫-୦୬-୨୦୨୬ )

କର୍କଟ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାରରେ ଭୁଲ ବୁଝାମଣା ଦେଖା ଦେବ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ବନ୍ଧୁଙ୍କ ସହଯୋଗରେ ନୂଆ କାମ ଆରମ୍ଭ କରିବେ।

ସିଂହ: ସମାଜରେ ମାନ, ପ୍ରତିଷ୍ଠା ବଜାୟ ରହିବ। ସମ୍ପର୍କୀୟଙ୍କଠାରୁ ଆର୍ଥିକ ସହଯୋଗ ଲୋଡ଼ିବେ। ବ୍ୟବସାୟକୁ ନେଇ ବଡ଼ ନିଷ୍ପତ୍ତି ନେବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।

କନ୍ୟା: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଅଫିସରେ ପଦୋନ୍ନତି ସମ୍ଭାବନା ଅଛି। ପରିବାର ସଦସ୍ୟଙ୍କ ସହ ମତଭେଦ ଦେଖା ଦେବ। ଅତିଥି ସତ୍କାର କରିପାରନ୍ତି।

ତୁଳା: ପରିବାର ସହିତ ଦୂର ସ୍ଥାନକୁ ଯାତ୍ରା କରିବେ। ପେଟ ଜନିତ ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧାର କରଜରୁ ଦୂରେଇ ରହିବେ। ଯାନବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ କରିବେ।

ବିଛା: ଦିନଟିରେ କର୍ମଚଞ୍ଚଳ ରହିବେ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବେ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।

ଧନୁ: ଅଫିସରେ କାର୍ଯ୍ୟଭାର ବୃଦ୍ଧି ପାଇବ। ଅଯଥା କାମରୁ ଦୂରେଇ ରହିବେ। ବୈବାହିକ ଜୀବନ ସୁଖମୟ ହେବ। ପ୍ରେମ ସମ୍ପର୍କ ମଜଭୁତ୍ ହେବ। ନିଯୁକ୍ତି ସୁଯୋଗ ପାଇବେ। କଠିନ ପରିଶ୍ରମ କରିବେ।

ମକର: ଅଫିସରେ ନୂଆ ଦାୟିତ୍ବ ଗ୍ରହଣ କରିବେ। କାର୍ଯ୍ୟରେ ବ୍ୟସ୍ତ ରହିବେ। ପରିବାରରେ ହସଖୁସି ଲାଗି ରହିବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ।

କୁମ୍ଭ: ଦିନଟି ହସଖୁସିରେ ଅତିବାହିତ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ। ମନୋରଞ୍ଜନ କାର୍ଯ୍ୟକ୍ରମରେ ସାମିଲ ହେବେ। ସାମାଜିକ ଓ ଧାର୍ମିକ କାର୍ଯ୍ୟ ପ୍ରତି ମନ ବଳାଇବେ।

ମୀନ: ସହକର୍ମୀଙ୍କ ସହଯୋଗରେ ଅଫିସ୍ କାର୍ଯ୍ୟ ପୂରା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନ କାଟିବେ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ। ଅପେକ୍ଷା କରିବାର ଫଳ ମିଳିବ।

16 Apr 2025 By The Sakala

ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି, ଆଜି ବ୍ୟବସାୟରେ ହୋଇପାରେ କ୍ଷତି…..

ମେଷ: ବ୍ୟବସାୟରେ କ୍ଷତି ଘଟିବ। ବିଦ୍ୟାର୍ଥୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ଗୁରୁଜନଙ୍କୁ ଶ୍ରଦ୍ଧା ଓ ସମ୍ମାନ କରିବେ। ଆଧ୍ୟାତ୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପରିଶ୍ରମର ଉଚିତ ଫଳ ମିଳିବ।

ବୃଷ: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଆର୍ଥିକ ସମସ୍ୟା ଦେଇ ଗତି କରିପାରନ୍ତି। ବାଦବିବାଦରୁ ଦୂରେଇ ରହିବେ। ବିଦ୍ୟାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ମିଥୁନ: ଅଫିସରେ କାର୍ଯ୍ୟଦକ୍ଷତା ଦେଖାଇବାର ସୁଯୋଗ ପାଇବେ। ପରିବାରରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ। ନୂଆ କାମ ଆରମ୍ଭ କରିବେ। ବିଦେଶ ଯାତ୍ରା କରିପାରନ୍ତି।

କର୍କଟ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାରରେ ଭୁଲ ବୁଝାମଣା ଦେଖା ଦେବ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ବନ୍ଧୁଙ୍କ ସହଯୋଗରେ ନୂଆ କାମ ଆରମ୍ଭ କରିବେ।

ସିଂହ: ସମାଜରେ ମାନ, ପ୍ରତିଷ୍ଠା ବଜାୟ ରହିବ। ସମ୍ପର୍କୀୟଙ୍କଠାରୁ ଆର୍ଥିକ ସହଯୋଗ ଲୋଡ଼ିବେ। ବ୍ୟବସାୟକୁ ନେଇ ବଡ଼ ନିଷ୍ପତ୍ତି ନେବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।

କନ୍ୟା: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଅଫିସରେ ପଦୋନ୍ନତି ସମ୍ଭାବନା ଅଛି। ପରିବାର ସଦସ୍ୟଙ୍କ ସହ ମତଭେଦ ଦେଖା ଦେବ। ଅତିଥି ସତ୍କାର କରିପାରନ୍ତି।

ତୁଳା: ପରିବାର ସହିତ ଦୂର ସ୍ଥାନକୁ ଯାତ୍ରା କରିବେ। ପେଟ ଜନିତ ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧାର କରଜରୁ ଦୂରେଇ ରହିବେ। ଯାନବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ କରିବେ।

ବିଛା: ଦିନଟିରେ କର୍ମଚଞ୍ଚଳ ରହିବେ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବେ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।

ଧନୁ: ଅଫିସରେ କାର୍ଯ୍ୟଭାର ବୃଦ୍ଧି ପାଇବ। ଅଯଥା କାମରୁ ଦୂରେଇ ରହିବେ। ବୈବାହିକ ଜୀବନ ସୁଖମୟ ହେବ। ପ୍ରେମ ସମ୍ପର୍କ ମଜଭୁତ୍ ହେବ। ନିଯୁକ୍ତି ସୁଯୋଗ ପାଇବେ। କଠିନ ପରିଶ୍ରମ କରିବେ।

ମକର: ଅଫିସରେ ନୂଆ ଦାୟିତ୍ବ ଗ୍ରହଣ କରିବେ। କାର୍ଯ୍ୟରେ ବ୍ୟସ୍ତ ରହିବେ। ପରିବାରରେ ହସଖୁସି ଲାଗି ରହିବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ।

କୁମ୍ଭ: ଦିନଟି ହସଖୁସିରେ ଅତିବାହିତ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ। ମନୋରଞ୍ଜନ କାର୍ଯ୍ୟକ୍ରମରେ ସାମିଲ ହେବେ। ସାମାଜିକ ଓ ଧାର୍ମିକ କାର୍ଯ୍ୟ ପ୍ରତି ମନ ବଳାଇବେ।

ମୀନ: ସହକର୍ମୀଙ୍କ ସହଯୋଗରେ ଅଫିସ୍ କାର୍ଯ୍ୟ ପୂରା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନ କାଟିବେ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ। ଅପେକ୍ଷା କରିବାର ଫଳ ମିଳିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp