ବୁଧବାର ରାଶିଫଳ (୧୯-୦୩-୨୦୨୫)

The Sakala Picture
Published On

ମେଷ: ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ପୁରୁଣା ବନ୍ଧୁଙ୍କ ସହ ଦେଖାସାକ୍ଷାତ ହେବ। ଆର୍ଥିକ ସମସ୍ୟା ଦେଖା ଦେବ। ବୃଷ: ଘରକୁ ନୂଆ ଜିନିଷ ଆଣିବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। ଗୁରୁଜନଙ୍କ ଆଶୀର୍ବାଦ ନେବେ। ଆର୍ଥିକ କାରବାରରେ ଲାଭ ମିଳିବ। ଦୀର୍ଘଦିନର ସମସ୍ୟା ସମାଧାନ ହେବ। ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ମିଳିବ। ବାଦବିବାଦରୁ ଦୂରେଇ ରହିବେ। ପ୍ରତିଯୋଗିତାମୂଳକ […]

ମେଷ: ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ପୁରୁଣା ବନ୍ଧୁଙ୍କ ସହ ଦେଖାସାକ୍ଷାତ ହେବ। ଆର୍ଥିକ ସମସ୍ୟା ଦେଖା ଦେବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୨୪-୦୬-୨୦୨୬)

ବୃଷ: ଘରକୁ ନୂଆ ଜିନିଷ ଆଣିବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। ଗୁରୁଜନଙ୍କ ଆଶୀର୍ବାଦ ନେବେ। ଆର୍ଥିକ କାରବାରରେ ଲାଭ ମିଳିବ। ଦୀର୍ଘଦିନର ସମସ୍ୟା ସମାଧାନ ହେବ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୫-୦୬-୨୦୨୬)

ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ମିଳିବ। ବାଦବିବାଦରୁ ଦୂରେଇ ରହିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପରିଶ୍ରମ କରିବେ। ଜୀବନସାଥୀଙ୍କୁ ସମୟ ଦେବେ।

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୬-୦୬-୨୦୨୬ )

କର୍କଟ: ମାଂସପେଶୀ ଯନ୍ତ୍ରଣା ଅନୁଭବ କରିବେ। ଇଷ୍ଟ ଦେବଙ୍କୁ ସ୍ମରଣ କରିବେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି।

ସିଂହ: ଦିନଟି ହସଖୁସିରେ କଟିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ଗରିବ ଲୋକଙ୍କୁ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବେ।

କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରୋଗମୁକ୍ତ ହେବେ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ତୁଳା: ବ୍ୟବସାୟରେ ଲାଭ ହେବ। ପାରିବାରିକ ବିବାଦ ଦେଖା ଦେବ। ଜୀବନସାଥୀଙ୍କ ସହ ନୂଆ ସ୍ଥାନ ବୁଲିବାକୁ ଯିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ଯାତ୍ରା ଲାଭଦାୟକ ହେବ।

ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଠ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ।

ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ।

ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ।

କୁମ୍ଭ: ଭଗବାନ ଶିବଙ୍କୁ ବେଲପତ୍ର ଅର୍ପଣ କରିବେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ବୈବାହିକ ଜୀବନ ମଜଭୁତ୍‌ ହେବ।

ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ଅନ୍ୟ ସହ କଳି ଝଗଡ଼ା ହେବାର ଆଶଙ୍କା ରହିଛି। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। ଅଧିକ ଖର୍ଚ୍ଚାନ୍ତ ହେବେ।

19 Mar 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp