Wednesday Horoscope: ବୁଧବାର ରାଶିଫଳ ( ୦୧-୦୪-୨୦୨୬)

Madhusudan Das Picture
Published On

ମେଷ: ଅଚାନକ ଖୁସି ଖବର ପାଇବେ। ଚାକିରିରେ ବଦଳି ହୋଇପାରେ । ରାଜନୀତିରେ ସଫଳ ହେବେ। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। 

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୨୮-୦୩-୨୦୨୬)

ବୃଷ: ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। ଧୈର୍ଯ୍ୟ ଧରି କାମ କରନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। 

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

ମିଥୁନ: ଦୀର୍ଘ ଦିନର ଆଶା ପୂରଣ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। ଅଧିକ ପରିଶ୍ରମ କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।  

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୩୦-୦୩-୨୦୨୬ )

କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କ ସହ ଭେଟ ହୋଇପାରେ।  ଚାକିରିରେ ନୂଆ ସୁଯୋଗ ଜୁଟିବ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ସିଂହ: ବୁଝି ବିଚାରି କାମ କରନ୍ତୁ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ। ନିବେଶରୁ ଲାଭ ପାଇବେ। ଅପ୍ରିୟ ସତ କଥା କହି ସମସ୍ୟାରେ ପଡ଼ିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

କନ୍ୟା: ପରିବାର ସହିତ ଖୁସିର ସମୟ ଅତିବାହିତ କରିବେ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ।  ଆଇଟି ଚାକିରିଆଙ୍କ ପାଇଁ ଦିନଟି ଭଲ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। 

ତୁଳା: ପୁରୁଣା ବନ୍ଧୁ ସହ ସାକ୍ଷାତ ହୋଇପାରେ। ବୈବାହିକ ଜୀବନ ସୁଖମୟ ହେବ। ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାର କରଜ କରିବାରୁ ରକ୍ଷା ପାଇବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। 

ବିଛା: ଅଫିସ୍‌ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ। 

ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟାର ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି।

ମକର: ଅଚାନକ ଖୁସି ଖବର ପାଇପାରନ୍ତି। ନୂତନ ଯାନବାହନ କ୍ରୟ କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।  ନାଚ, ଗୀତରେ ସଫଳତା ମିଳିବ। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। 

କୁମ୍ଭ: ଆୟ ଅନୁସାରେ ବ୍ୟୟ ହେବ। ପରିବାର ସଦସ୍ୟଙ୍କ ସହିତ ଖୁସିର ସମୟ ଅତିବାହିତ କରିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। 

ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। 

01 Apr 2026 By Madhusudan Das

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp