ବୁଧବାର ରାଶିଫଳ (୨୦-୦୩-୨୦୨୪)

The Sakala Picture
Published On

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ। ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, […]

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୩-୦୭-୨୦୨୬)

ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୨୫-୦୭-୨୦୨୬)

ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଜମି ବିବାଦ ମାମଲା ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...

କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ। ସ୍ବାସ୍ଥ୍ୟ ପ୍ରତି ସଚେତନ ହେବେ। ଯୋଗ, ଏକ୍ସରସାଇଜ୍ ପ୍ରତି ଆଗ୍ରହ ପ୍ରକାଶ କରିବେ।

କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷାରେ ସଫଳ ହେବେ।

ତୁଳା: ବ୍ୟବସାୟରୁ ଲାଭ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଧାର୍ମିକ ଯାତ୍ରା କରିପାରନ୍ତି।

ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କମ୍ ସମୟରେ ଅଧିକ କାମ କରିବେ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିବ।

ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ନିବେଶ ପାଇଁ ଅନୁକୂଳ ସମୟ।

କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଅଫିସ୍‌ କାମରେ ବିଦେଶ ଯାତ୍ରା ଯୋଗ ରହିବ।

ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଅଫିସ୍‌ରେ ନୂଆ କାମ ଆରମ୍ଭ କରିବେ। ବିବାହ ପ୍ରସ୍ତାବ ଆସିବ।

20 Mar 2024 By The Sakala

ବୁଧବାର ରାଶିଫଳ (୨୦-୦୩-୨୦୨୪)

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ।

ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଜମି ବିବାଦ ମାମଲା ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।

କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ। ସ୍ବାସ୍ଥ୍ୟ ପ୍ରତି ସଚେତନ ହେବେ। ଯୋଗ, ଏକ୍ସରସାଇଜ୍ ପ୍ରତି ଆଗ୍ରହ ପ୍ରକାଶ କରିବେ।

କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷାରେ ସଫଳ ହେବେ।

ତୁଳା: ବ୍ୟବସାୟରୁ ଲାଭ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଧାର୍ମିକ ଯାତ୍ରା କରିପାରନ୍ତି।

ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କମ୍ ସମୟରେ ଅଧିକ କାମ କରିବେ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିବ।

ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ନିବେଶ ପାଇଁ ଅନୁକୂଳ ସମୟ।

କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଅଫିସ୍‌ କାମରେ ବିଦେଶ ଯାତ୍ରା ଯୋଗ ରହିବ।

ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଅଫିସ୍‌ରେ ନୂଆ କାମ ଆରମ୍ଭ କରିବେ। ବିବାହ ପ୍ରସ୍ତାବ ଆସିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp