ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବୁଧବାର ରାଶିଫଳ (୨୩-୦୪-୨୦୨୫)

The Sakala Picture
Published On

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ। ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, […]

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୦୯-୦୬-୨୦୨୬ )

ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ।

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୩-୦୬-୨୦୨୬)

ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଜମି ବିବାଦ ମାମଲା ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୧୫-୦୬-୨୦୨୬)

କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। କିଛି କ୍ଷେତ୍ରରେ ଅସଫଳ ରହିବେ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ। ଯୋଗ, ଏକ୍ସରସାଇଜ୍ ପ୍ରତି ଆଗ୍ରହ ପ୍ରକାଶ କରିବେ।

କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷାରେ ସଫଳ ହେବେ।

ତୁଳା: ବ୍ୟବସାୟରୁ ଲାଭ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଧାର୍ମିକ ଯାତ୍ରା କରିପାରନ୍ତି।

ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ବିଜୟ ଲାଭ କରିବେ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିବ।

ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ନିବେଶ ପାଇଁ ଅନୁକୂଳ ସମୟ।

କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଛାତ୍ରଛାତ୍ର ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଅଫିସ୍‌ କାମରେ ବିଦେଶ ଯାତ୍ରା ଯୋଗ ରହିବ।

ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଅଫିସ୍‌ରେ ନୂଆ କାମ ଆରମ୍ଭ କରିବେ। ବିବାହ ପ୍ରସ୍ତାବ ଆସିବ।

23 Apr 2025 By The Sakala

ବୁଧବାର ରାଶିଫଳ (୨୩-୦୪-୨୦୨୫)

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ।

ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଜମି ବିବାଦ ମାମଲା ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।

କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। କିଛି କ୍ଷେତ୍ରରେ ଅସଫଳ ରହିବେ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ। ଯୋଗ, ଏକ୍ସରସାଇଜ୍ ପ୍ରତି ଆଗ୍ରହ ପ୍ରକାଶ କରିବେ।

କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷାରେ ସଫଳ ହେବେ।

ତୁଳା: ବ୍ୟବସାୟରୁ ଲାଭ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଧାର୍ମିକ ଯାତ୍ରା କରିପାରନ୍ତି।

ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। କୋର୍ଟକଚେରୀ ମାମଲା ବିଜୟ ଲାଭ କରିବେ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିବ।

ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ନିବେଶ ପାଇଁ ଅନୁକୂଳ ସମୟ।

କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଛାତ୍ରଛାତ୍ର ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଅଫିସ୍‌ କାମରେ ବିଦେଶ ଯାତ୍ରା ଯୋଗ ରହିବ।

ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଅଫିସ୍‌ରେ ନୂଆ କାମ ଆରମ୍ଭ କରିବେ। ବିବାହ ପ୍ରସ୍ତାବ ଆସିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp