Wednesday Horoscope: ବୁଧବାର ରାଶିଫଳ ( ୨୭-୦୫-୨୦୨୬)

Madhusudan Das Picture
Published On

ମେଷ: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ (୨୧-୦୫-୨୦୨୬)

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନୂଆ ବ୍ୟବସାୟ ଆରମ୍ଭ କରିବେ। 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୨୫-୦୫-୨୦୨୬ )

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ। 

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୨୬-୦୫-୨୦୨୬ )

କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। 

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। 

କନ୍ୟା: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ ଏବଂ ପେଟଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।

ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। 

ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ତିକ୍ତତା ଆସିବ। 

ଧନୁ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। 

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଛାତ୍ରଛାତ୍ରୀ ମନୋରଞ୍ଜନରେ ସମୟ ଅତିବାହିତ କରିବେ। 

ମୀନ: ବ୍ୟବସାୟରେ ବାଧା ଆସିବ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଅସହାୟଙ୍କୁ ସାହାଯ୍ୟ କରିବେ। 

27 May 2026 By Madhusudan Das

Wednesday Horoscope: ବୁଧବାର ରାଶିଫଳ ( ୨୭-୦୫-୨୦୨୬)

ମେଷ: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ। 

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନୂଆ ବ୍ୟବସାୟ ଆରମ୍ଭ କରିବେ। 

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ। 

କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। 

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। 

କନ୍ୟା: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ ଏବଂ ପେଟଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।

ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। 

ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ତିକ୍ତତା ଆସିବ। 

ଧନୁ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ। 

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଛାତ୍ରଛାତ୍ରୀ ମନୋରଞ୍ଜନରେ ସମୟ ଅତିବାହିତ କରିବେ। 

ମୀନ: ବ୍ୟବସାୟରେ ବାଧା ଆସିବ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଅସହାୟଙ୍କୁ ସାହାଯ୍ୟ କରିବେ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp