ବୁଧବାର ରାଶିଫଳ ( ୦୩-୧୨-୨୦୨୫)

Madhusudan Das Picture
Published On

ମେଷ: ଦିନଟି ଭଲରେ ଅତିବାହିତ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହୋଇପାରେ। 

ଆହୁରି ପଢ଼ନ୍ତୁ: ମଙ୍ଗଳବାର ରାଶିଫଳ ( ୦୨-୧୨-୨୦୨୫ )

ବୃଷ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। 

ଆହୁରି ପଢ଼ନ୍ତୁ: କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ।। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ଆହୁରି ପଢ଼ନ୍ତୁ: ଗୁରୁବାର ରାଶିଫଳ ( ୦୪-୧୨-୨୦୨୫ )

କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ।  ଲୋକ ସମ୍ପର୍କ ବୃଦ୍ଧି ପାଇବ। 

ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ଆୟ ଓ ବ୍ୟୟ ସମାନ ରହିବ। 

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।  

ତୁଳା: ଅଫିସ୍ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। 

ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ। 

ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। 

ମକର: ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ। ଦୀର୍ଘ ଦିନ ଅପେକ୍ଷାର ଅନ୍ତ ଘଟିବ।

କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। 

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। 

Join Us @ WhatsApp

About The Author

Google News
Join Us @ WhatsApp