Wednesday Horoscope: ବୁଧବାର ରାଶିଫଳ (୦୫-୦୮-୨୦୨୬)

Madhusudan Das Picture
Published On

ମେଷ: ଯୋଜନା ମୁତାବକ କାମ କରିବେ। କ୍ୟାରିୟରକୁ ନେଇ ଆଗକୁ ବଢ଼ିବେ। ବୈବାହିକ ଜୀବନ ସୁଖମୟ ହେବ। ଅଫିସ୍‌ କାର୍ଯ୍ୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୨୯-୦୭-୨୦୨୬)

ବୃଷ: ସମାଜରେ ମାନସମ୍ମାନ ବୃଦ୍ଧି ପାଇବ। ପରିବାରର ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ରାଜନେତାଙ୍କ ପାଇଁ ଦିନଟି ଭଲ। 

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୧-୦୮-୨୦୨୬)

ମିଥୁନ: କାର୍ଯ୍ୟକ୍ଷେତ୍ରରେ ଅଧିକ କାମ କରିବାକୁ ପଡ଼ିପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମହିଳାମାନେ ପୂଜାର୍ଚ୍ଚନାରେ ବ୍ୟସ୍ତ ରହିବେ। ଦୀର୍ଘ ଦିନର ଆଶା ପୂରଣ ହେବ। 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ (୦୩-୦୮-୨୦୨୬)

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ମହିଳାମାନେ ସାମାଜିକ କାର୍ଯ୍ୟରେ ସାମିଲ ରହିବେ। 

ସିଂହ: କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। କାର୍ଯ୍ୟରେ ସଫଳତା ମିଳିପାରେ। ଦିନଟି ବ୍ୟସ୍ତତା ଭିତରେ କଟିବ। ସାମାଜିକ କାର୍ଯ୍ୟରେ ସହଯୋଗ କରିବେ। ପରିବାର ସହିତ ହସ ଖୁସିର ସମୟ ବିତାଇବେ।   

କନ୍ୟା: ସହକର୍ମୀଙ୍କ ସହ ଉତ୍ତମ ବୁଝାମଣା ରହିବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଅତିଥି ସତ୍କାର କରିପାରନ୍ତି।

ତୁଳା: ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କଠାରୁ ପ୍ରଶଂସା ପାଇବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଲୋକ ସମ୍ପର୍କ ବୃଦ୍ଧି ପାଇବ। 

ବିଛା: କୋର୍ଟ କଚେରୀ ମାମଲାର ଶୁଣାଣି ହୋଇପାରେ। ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। 

ଧନୁ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ଜୀବନସାଥୀଙ୍କଠାରୁ ଉପହାର ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। 

ମକର: ଯୋଜନା ମୁତାବକ କାମ କରିବେ। ବ୍ୟବସାୟକୁ ଆଗକୁ ନେବା ଲାଗି ନୂଆ ଯୋଜନା କରିପାରନ୍ତି। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହ ସେୟାର କରନ୍ତୁନି। 

କୁମ୍ଭ: ଅଚାନକ ଖୁସି ଖବର ମିଳିପାରେ। ସନ୍ତାନଙ୍କ ଭବିଷ୍ୟତ ପାଇଁ  ନୂଆ ଯୋଜନା ପ୍ରସ୍ତୁତ କରିବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଉଧାର ଦେଇଥିବା ଟଙ୍କା ଫେରିପାଇବେ। 

ମୀନ: ଚାକିରିରେ ନୂଆ ସୁଯୋଗ ଜୁଟିପାରେ। ଆଣ୍ଠୁଗଣ୍ଠି ସମସ୍ୟା ହୋଇପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।  ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ। ସକାରାତ୍ମକ ଚିନ୍ତାଧାରା ନେଇ ଆଗକୁ ବଢ଼ିବେ। 

05 Aug 2026 By Madhusudan Das

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp