ମେଷ: ଦୂର ସମ୍ପର୍କୀୟଙ୍କ ସହିତ ଭେଟ ହୋଇପାରେ। ପୁରୁଣା ନିବେଶରୁ ଲାଭ ମିଳିବ। ପରିବାର ସହିତ ହସଖୁସିର ସମୟ ଅତିବାହିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ବୃଷ: ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିପାରେ। ଅଚାନକ ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ରାଜନେତାଙ୍କ ପାଇଁ ଦିନଟି ଭଲ। କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।
ମିଥୁନ: ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଆଇଟି କର୍ମଚାରୀଙ୍କ ପାଇଁ ସମୟ ଭଲ। ଚକ୍ଷୁ ଜନିତ ସମସ୍ୟା ହୋଇପାରେ। ସମୟର ସଦୂପଯୋଗ କରନ୍ତୁ।
କର୍କଟ: ଅଫିସ୍ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।
ସିଂହ: ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବେ। ପ୍ରେମ ବ୍ୟାପାରରେ ସଫଳ ହେବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିବେ। ଧନ ଲାଭ ହୋଇପାରେ।
କନ୍ୟା: ଅଜଣା ଲୋକଙ୍କୁ ସାହାଯ୍ୟ କରି ପ୍ରଶଂସିତ ହୋଇପାରନ୍ତି। ଉଚ୍ଚ ଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
ତୁଳା: ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହିତ ସେୟାର କରନ୍ତୁନି। ମହିଳାମାନେ ସାମାଜିକ କାର୍ଯ୍ୟରେ ସାମିଲ ହେେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆୟ ଓ ବ୍ୟୟ ସମାନ ରହିବ।
ବିଛା: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଅଫିସ୍ରେ ସହକର୍ମୀଙ୍କ ସହଯୋଗ ମିଳିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଆଶା କରିଥିବା ଦିଗରୁ ଲାଭବାନ ହେବେ।
ଧନୁ: ଶାରୀରିକ ସମସ୍ୟା ଦେଖାଦେଇପାରେ। ବନ୍ଧୁଙ୍କ ସହିତ ଦୂର ସ୍ଥାନ ବୁଲିବାକୁ ଯାଇ ପାରନ୍ତି। ଅନ୍ୟମାନଙ୍କୁ ସାହାଯ୍ୟର ହାତ ବଢ଼ାଇ ପାରନ୍ତି। ପୁରୁଣା ନିବେଶରୁ ଲାଭ ମିଳିବ।
ମକର: ଆଜି ଦିନଟି ଆପଣଙ୍କୁ ମିଶ୍ରିତଫଳ ପ୍ରଦାନ କରିବ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ଆଗରେ ପ୍ରକାଶ କରନ୍ତୁନି। ଇଚ୍ଛା ମୁତାବକ କାମ କରନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।
କୁମ୍ଭ: ଦୀର୍ଘ ଦିନରୁ ଅଟକିଥିବା କାମ ପୂରା ହେବ। କଳାକାରଙ୍କ ପାଇଁ ଦିନଟି ଭଲ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଭାବିବିଚାରି କାମ କରନ୍ତୁ।
ମୀନ: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଅଫିସ୍ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି।